-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ଜିଲ୍ଲା

ରକ୍ତଦାନ ଶିବିର ଅନୁଷ୍ଠିତ

27-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :ବରଗଡ଼ ଜିଲ୍ଲା ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଆହ୍ୱାନ କ୍ରମେ ପଦ୍ମପୁର ବିଜୁ ମାର୍କେଟ କମ୍ପ୍ଲେକ୍ସ ସ୍ଥିତ ବିଜୁଜନତା କାର୍ଯ୍ୟାଳୟ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି lଏହି ମହାନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡ଼ିଶା ମୋ ପରିବାର ର ସଦସ୍ୟ ତଥା ଜୀବନ ବିନ୍ଦୁ ବରଗଡ଼ ର ସଂଯୋଜକ ଶ୍ରୀମାନ ଗୌରହରି ମିଶ୍ର ଯୋଗଦାନ କରି ସ୍ୱଇଚ୍ଛାକୃତ ରକ୍ତଦାତା ମାନଙ୍କ ମନୋବଳ ବଢ଼ାଇବା ସଙ୍ଗେ

ସଙ୍ଗେ ଉତ୍ସାହିତ କରିଥିଲେ lଏହି ରକ୍ତଦାନ ଶିବିର ରେ ସମୁଦାୟ ୫୦ ଜଣ ରକ୍ତଦାତା ରକ୍ତଦାନ କରି ସମୁଦାୟ ୫୦ ୟୁନିଟ ରକ୍ତ ସଂଗ୍ରହ କରାଯାଇପାରିଥିଲା l ଏପରିପ୍ରେକ୍ଷୀରେ ଯୁବନେତା ଭୋଜରାଜ ସିଂ ବରିହା, ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ପୂର୍ବତନ ଅଧ୍ୟକ୍ଷ ଶ୍ରୀମାନ ପ୍ରିତମ ମେହେର,

ବିଧାୟକଙ୍କ ପ୍ରତିନିଧି  ପ୍ରଶାନ୍ତ ମହାନ୍ତି, ରାଜବୋଡାସମ୍ବର ବ୍ଳକ ବିଜେଡି ସଭାପତି ପରମାନନ୍ଦ ସାହା, ବରପାଲି ବ୍ଳକ ବିଜେଡି ଦଳର ଡିଜିଟାଲ ସେକ୍ରେଟାରୀ ସୁଜିତ ଗଡତିଆ, ମନୋରଞ୍ଜନ ପୁରୋହିତ,ସରଜୁ ପଟ୍ଟନାୟକ,ସୈାମ୍ୟ ହୋତା, ଲୋକନାଥ ମେହେର ଭାରତ ପଣ୍ଡା,ରାଜେଶ ଲୋହାର, ଚନ୍ଦନ ଚାନ୍ଦ, ଉମେଶ ସାହୁ, ଶୁଭାଶିଷ ପଟ୍ଟନାୟକ ପ୍ରମୁଖ ଏହି କାର୍ଯ୍ୟକ୍ରମ କୁ ଆଗେଇ ନେବାରେ ବେଶ ତତ୍ପର ଦେଖାଯାଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026

You Might Also Like