-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ଜିଲ୍ଲା

ବାବୁଫାଷଡ ପଞ୍ଚାୟତର ଘୁଚେପାଲି ଗ୍ରାମରେ ବିଜେଡିର ବ୍ଲକସ୍ତରୀୟ କର୍ମୀ ସମ୍ମିଳନୀ

27-Nov-2021



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ୧ ନମ୍ବର ଜୋନ ଅନ୍ତର୍ଗତ  ବାବୁଫାଷଡ ପଞ୍ଚାୟତର ଘୁଚେପାଲି ଗ୍ରାମରେ ବିଜେଡିର ବ୍ଲକ ସ୍ତରୀୟ କର୍ମୀ ସମ୍ମିଳନୀ, ସାଧାରଣ ସଭା ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି l ଏହି ସଭାରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ସାଂସଦ ଶ୍ରୀ କଳିକେଶ ନାରାୟଣ ସିଂଦେଓ, ମୁଖ୍ୟବକ୍ତା ଭାବେ  ରାଜ୍ୟ ପରିଷଦ ସଭ୍ୟ ଶ୍ରୀ ନିହାରରଞ୍ଜନ ବେହେରା ଓ ବ୍ଲକ ବିଜେଡି ମହିଳାସଭାପତି ଶ୍ରୀମତୀ ଦେବକୀ ସାହୁ ଯୋଗ ଦେଇଥିଲେ।ଏହି ସମ୍ମିଳନୀକୁ  ବ୍ଲକ ସଭାପତି ଶ୍ରୀ ପଞ୍ଚୁ ପଧାନ ସଭାପତିତ୍ବ କରିଥିଲେ l ଏହି ସଭାରେ ବ୍ଲକର ବହୁ ସଂଖ୍ୟାରେ ବିଜେଡି କର୍ମୀ ତଥା କୈଳାଶ ମହାନ୍ତି, ଗୋବର୍ଦ୍ଧନ ସାହୁ, ପିଣ୍ଟୁ ଯୋଶୀ, ନାରାୟଣ ସାହୁ, କୈଳାଶ ବିଶ୍ଵାଳ, ପ୍ରବୀର୍ ଭୋଇ, ପ୍ରମୋଦ ମିଶ୍ର ପ୍ରଭୃତି ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ l ଏଥିରେ ଏହି ଅଞ୍ଚଳର ଶତାଧିକ କଂଗ୍ରେସ କର୍ମୀ ବିଜେଡିରେ ଯୋଗଦାନ କରି କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବକୁ ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026

You Might Also Like