-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଭଳି ମନ୍ଦିର ମାଳିନୀ ଓ ଶାନ୍ତ ସହର ପରିବେଶକୁ ଅଶାନ୍ତ କଲେ -ଜ଼ିଲ୍ଲାବାସୀ କୁ ଚ୍ୟାଲେଞ୍ଜ କରିଗଲେ ବରଗଡ଼ ବିଜେଡି ଗୁଣ୍ଡା -ରଘୁ ଜଗଦଲା

27-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ରାଜ୍ୟ  ସରକାର ମହିଳା ମାନଙ୍କ ସୁରକ୍ଷା ଦେଇ ପାରୁନି, ଏଠି କିଡ଼ନୀ ଓ ଅନ୍ୟ ଦୁଃସାଧ୍ୟ ରୋଗୀଙ୍କୁ ମେଡିକାଲରେ ମାଗଣାରେ ଔଷଧ ଯୋଗାଇ ପାରୁନି ଓ ପୂର୍ବରୁ ଯୋଗାଇ ଥିବା ଚାଷୀ ଓ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା କାର୍ଡ  ଠିକ ବେଳେ କାର୍ଯ୍ୟରେ ସାହାଯ୍ୟରେ ଲାଗୁ

ହୋଇ ପାରୁ ନ ଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ ଏକ ନାଟକ ଓ ହାସ୍ୟାସ୍ପଦ ବୋଲି ଆଜି ସୋନପୁର କସ୍ତୁରୀ ହୋଟେଲ ଠାରେ  ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ଜ଼ିଲ୍ଲା ସଭାପତି ପ୍ରମୋଦ ମହାପାତ୍ର ପ୍ରକାଶ କରି ଥିଲେ l  ମମିତା ମେହେର ଘଟଣା ରେ   ମନ୍ତ୍ରୀ  ସୁଶାନ୍ତ ସିଂହଙ୍କୁ କଳା ପତାକା  ପ୍ରଦର୍ଶନ କରିଥିବା ବିଜେପି ସୋନପୁର ନଗର ସଭାପତି ଜଗତ ଜ୍ୟୋତି ତ୍ରିପାଠୀ ଙ୍କୁ ବରଗଡ଼ ର ଭଡାଟିଆ ଗୁଣ୍ଡା ଦ୍ୱାରl ମାରଣାନ୍ତକ ଆକ୍ରମଣ କୁ ଓ ସେଇ ଗଞ୍ଜୁଆ ମଦୁଆଙ୍କୁ ସୁବର୍ଣ୍ଣପୁର ବିଜେପି କେବେ କ୍ଷମା ଦେବନି ବୋଲି ମତ ରଖିଥିଲେ l  ମମିତାଙ୍କ  ପରିବାର କୁ ନ୍ୟାୟ ବଦଳରେ ଓଲଟା ସବୁ ପ୍ରମାଣ ନଷ୍ଟ ପାଈଁ ଦିନ ରାତି ସରକାରୀ କଳକୁ ଲଗାଇଛି ଏ ସରକାର ବୋଲି ମତ ରଖି ସରକାରଙ୍କ ଦୋଷ ଦୁର୍ବଳତାକୁ ଉପସ୍ଥାପନା କରିଵା ଆମ ବିରୋଧୀଙ୍କ ଧର୍ମ ବୋଲି କହିଥିଲେ l କିନ୍ତୁ ବିରୋଧୀଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ  ଓ ତାଙ୍କ ବିରୋଧୀ ସ୍ବରକୁ କଣ୍ଠରୋଧ କରି ରାଜ୍ୟରେ ମମତା  ଦୁଷ୍କର୍ମ ଭଳି ଆଉ କେତେ ନିରୀହ ମହିଳାଙ୍କୁ ଦୁଷ୍କର୍ମ କରିବ ହତ୍ୟା କରିବ ବିଜେଡି  ବୋଲି ଶ୍ରୀ ମହାପାତ୍ର ପ୍ରଶ୍ନ କରିଥିଲେ l ବୀରମହାରାଜପୁର ବିଜେପି ବିଧାୟକ ପ୍ରାର୍ଥୀ ରଘୁନାଥ ଜଗଦଲା କହିଥିଲେ ଯେ କୌଣସି  ନିବାର୍ଚନ ବେଳେ ଏଠି କେବେ ହିଂସା ହୋଇନି ,  ବିରୋଧୀ ଭିତରେ ଝାମେଲା  ହୁଏନି, ରାଜନୀତି ବାହାରେ ସବୁ ଦଳ  ଭାଇ ଭାଇ ସମ୍ପର୍କ, କିନ୍ତୁ ଆମ ସୁବର୍ଣ୍ଣପୁର ଜ଼ିଲ୍ଲା ଭଳି ଏକ ଶାନ୍ତ ଜ଼ିଲ୍ଲା ଶାନ୍ତ ପରିବେଶକୁ ବାହାର ଜ଼ିଲ୍ଲା ମନ୍ତ୍ରୀଙ୍କ ସମର୍ଥକ ଵା ଅସମାଜିକ ଯୁବକ ଆସି ଅଶାନ୍ତ ସୃଷ୍ଟି କରି ଚ୍ୟାଲେଞ୍ଜ କରିଗଲେ, ଯାହାକି କେବଳ ଆମ ଦଳ କୁ ନୁହେଁ ସାରା ଜ଼ିଲ୍ଲା ପାଈଁ ଏହା ଲଜ୍ଜାର ବିଷୟ ବୋଲି କ୍ଷୋଭ ପ୍ରକାଶ କରିଥିଲେ l ଏହି ପ୍ରେସମିଟ ରେ ଜ଼ିଲ୍ଲା ସଭାପତି ପ୍ରମୋଦ

ମହାପାତ୍ର, ସୋନପୁର ବିଧାୟକ ପ୍ରାର୍ଥୀ ଅଶୋକ ପୂଝlରୀ, ନଗର ସଭାପତି ଜଗତ ଜ୍ୟୋତି ତ୍ରିପାଠୀ, ନାରୀ ନେତ୍ରୀ ମିସ ଗିରି, ଶରତ ଶତପଥି ପ୍ରମୁଖ ଯୋଗ ଦେଇ ଥିଲେ l ଏଇ ବିଜେଡି  ଗୁଣ୍ଡା ମାନଙ୍କୁ ଶୀଘ୍ର ଗିରଫ କରି  ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ଏକ ବିରାଟ ରାଲି ରେ ବିଜେପି କର୍ମୀ ମାନେ ଯାଇ ସୁବର୍ଣ୍ଣପୁର ଏସପି ଙ୍କୁ ଲିଖିତ ଆକାରରେ ଆଜି ଦଳ ପକ୍ଷରୁ ଦାବୀ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like