-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ରାଜନୀତି

ପଥରଚେପା ଆଦର୍ଶବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧିତ କଲେ ଅନଙ୍ଗ

27-Nov-2021



ବଲାଙ୍ଗୀର,- ବଲାଙ୍ଗୀର ପଥରଚେପା ଆଦର୍ଶବିଦ୍ୟାଳୟ ଗତ ଦୁଇବର୍ଷ ହେଲା ଜାତୀୟସ୍ତର ରେ ଉତ୍କର୍ଷତା ଦେଖାଇଛି । ସରକାରୀ ଇଂରାଜୀ ମିଡିୟମ ସ୍କୁଲମାନଙ୍କ ମଧ୍ୟରେ ହୋଇଥିବା ସର୍ଭେରେ ଗତବର୍ଷ ଜାତୀୟସ୍ତର ରେ ୫ନଂରେ ଥିବା ବେଳେ ଚଳିତବର୍ଷ ଶ୍ରେଷ୍ଠ ୧୦ନଂ ସ୍ଥାନରେ ରହିଛି । ଏହା ସହିତ ଏହି ସ୍କୁଲ ରେଜଲ୍ଟରେ ମଧ୍ୟ ରାଜ୍ୟରେ ଭଲପ୍ରଦର୍ଶନ କରିବା ସହିତ ଚଳିତବର୍ଷ ଜଣେ ଛାତ୍ର ଦୁବାଇ ଏକ୍ସପୋ ପାଇଁ ମନୋନୀତ ହୋଇଛନ୍ତି । ସେଥିପାଇଁ ସ୍କୁଲର ଅଧ୍ୟକ୍ଷଙ୍କୁ ପ୍ରଶଂସା କରାଯାଉଛି । ଆଜି ସ୍କୁଲକୁ ପୂର୍ବତନ ରାଜ୍ୟସଭା ସାଂସଦ ଅନଙ୍ଗଉଦୟ ସିଂଦେଓ ଓ ଯୁବନେତା ଅର୍କେଶନାରାୟଣ ସିଂଦେଓ ପହନ୍ଚି ସ୍କୁଲର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କରଙ୍କୁ ଫୁଲତୋଡା ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସର ରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ରେ ଅନଙ୍ଗ କହିଥିଲେ ଯେ,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଥନାୟକଙ୍କ ପ୍ରୀୟ ବିଭାଗ ହେଉଛି ଶିକ୍ଷାବିଭାଗ । ଓଡିଶାର ମୋଡେଲସ୍କୁଲ ପ୍ରୋଜେକ୍ଟ ଅନ୍ୟରାଜ୍ୟ ପାଇଁ ରୋଲମୋଡେଲ ହୋଇଛି ।  ବଲାଙ୍ଗୀର ଆଦର୍ଶବିଦ୍ୟାଳୟ ଜାତୀୟସ୍ତର ରେ ଉତ୍କର୍ଷତା ଦେଖାଇଥିବାରୁ ଆମେ ବହୁତ ଖୁସି ଓ ଗର୍ବିତ ବୋଲି କହିଥିଲେ । ଆଲୋଚନାକାଳରେ ସ୍କୁଲରେ ଏକ ମଲ୍ଟିପର୍ପସ ହଲ ଓ ଖେଳପଡିଆର ଉନ୍ନତିକରଣ ପ୍ରସ୍ତାବ ଦିଆଯିବ ବୋଲି ଅନଙ୍ଗ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଯୁବ ଯୁବ ବିଜେଡି ସଭାପତି ରାଜେନ୍ଦ୍ର ହୋତା,ସମିତି ସଭ୍ୟ ନୀହାର ସ୍ବାଇଁ,ବିଭୁତିଭୂଷଣ ମିଶ୍ର ଓ ସ୍କୁଲର ଶିକ୍ଷକ/ଶିକ୍ଷୟୀତ୍ରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026

You Might Also Like