-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଡିସେମ୍ବର ୧ ରେ ପାଳନ ହେବ ଶଲାବୁଢା ଅଟଳ ବିହାରୀ ପଣ୍ଡାଙ୍କ ଜନ୍ମ ଜୟନ୍ତୀ

27-Nov-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) : ଆସନ୍ତା ଡିସେମ୍ବର ୧ ତାରିଖ ଦିନ ଶଲାବୁଢା ଅଟଳ ବିହାରୀ ପଣ୍ଡାଙ୍କ ଜନ୍ମ ଜୟନ୍ତୀକୁ ସ୍ଥାନୀୟ ପିପି ଏକାଡେମି ଠାରେ ମହାସମାରୋହରେ ପାଳନ କରାଯିବ । ଅଟଳ ପଣ୍ଡା ସ୍ମୃତି କମିଟି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରାଯାଇଛି । ଏହା ସହ ଉକ୍ତ କାର୍ଯ୍ୟକ୍ରମର ଏକ ବିସ୍ତୃତ ବିବରଣୀ ଉପସ୍ଥିତ ସାମ୍ବାଦିକ ମାନଙ୍କୁ ପ୍ରଦାନ କରାଯାଇଛି । ସୂଚନା ମୁତାବକ ଏହି ଦିନ ସ୍ୱର୍ଗତ ପଣ୍ଡାଙ୍କ ଉଦ୍ଦେଶ୍ୟରେ ଏକ ଗୀତ ‘ଅଟଳ ପଣ୍ଡା ଅମର ରହେ’ ଉତ୍ସର୍ଗୀକୃତ କରିବା ପାଇଁ କମିଟି ସ୍ଥିର କରିଛି । ଏହି ଗୀତକୁ ସୋମ୍ୟ ରଞ୍ଜନ ପୂଜାରୀ ପ୍ରଯୋଜନା କରିଥିବା ବେଳେ ଗୀତ ପ୍ରସ୍ତୁତ କରିଛନ୍ତି ଯତିନ୍ଦ୍ର ପ୍ରଧାନ, ରତନ ପୂଝାରୀ ଓ ଘନଶ୍ୟାମ ମେହେର । ବିରଞ୍ଚି ନାରାୟଣ ମେହେର, ଜୟ ପ୍ରକାଶ ମେହେର ଓ ମନ ମେହେର ଏହାର ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି । କଣ୍ଠ ଦାନ କରିଛନ୍ତି ପଙ୍କଜ ଜାଲ, ଶର୍ବେଶ୍ୱର ଭୋଇ, ବ୍ୟାସଦେବ ପୁରୋହିତ, ଶତୃଘ୍ନ ଲୁହା, ତୁଲାରାମ କଲେତ, ବିଭୁତି ପଟ୍ଟନାଏକ, ନୁର ବେଗମ, ପ୍ରତିଭା ରାନି ଭୋଇ, ପଦ୍ମିନୀ ଦୋରା, ପ୍ରୀତିନନ୍ଦ ମିଶ୍ର । ଆହୁରି ଏହି ଦିନ ସ୍ୱର୍ଗତ ପଣ୍ଡାଙ୍କ ହାତ ଲେଖା ଆତ୍ମ ଜିବନୀ ବାନ୍ଦୁ ଉବାଚ (ଭାଗ -୨)କୁ ସୋନପୁର ସ୍ଥିତ କୋଶଲ ସାହିତ୍ୟ ସଂସ୍କୃତି ଏକାଡେମୀ ପକ୍ଷରୁ ପ୍ରକାଶ କରାଯିବାର ବ୍ୟବସ୍ଥା ରହିଛି । ଶ୍ରୀ ପଣ୍ଡାଙ୍କ ଅନେକ କୃତିତ୍ୱ ଯଥା ଶଲାବୁଢା ଓ ଆଦିମ ବିଚାର ଚଳଚିତ୍ରରେ ସେ ପାଇଥିବା ଶ୍ରେଷ୍ଠ ଅଭିନେତା ପୁରସ୍କାର ସାରା ଦେଶରେ ଚହଳ ପକାଇଥିଲା । ତାଙ୍କ ଅବର୍ତ୍ତମାନରେ ସ୍ମୃତି କମିଟି ତାଙ୍କ ପରିବାର ଏବଂ ଉକ୍ତ ଚଳଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ରଙ୍କୁ ନିମନ୍ତ୍ରିତ କରି ସମ୍ବର୍ଦ୍ଧିତ କରିବା କାର୍ଯ୍ୟକ୍ରମ ରହିଛି । ଅଟଳ ପଣ୍ଡା ସ୍ମୃତି କମିଟିର ସଭାପତି ତଥା ସମାଜ ସେବୀ ଶ୍ରୀକର ମିଶ୍ରଙ୍କ ସଭାପତିତ୍ୱରେ ଅୟୋଜିତ ଆଜିର ଏହି ସମ୍ବାଦିକ ସମ୍ମିଳନୀରେ ସଂପାଦିକା ତଥା  ମହିଳା କଳାକାର ସଂଗଠିକା ସଂଗୀତା ଦାଶ, ଆବାହକ ଜୟକୃଷ୍ଣ ମିଶ୍ର, ପ୍ରଯୋଜକ ସୋମ୍ୟ ରଞ୍ଜନ ପୂଜାରୀ ଓ ଉପଦେଷ୍ଟା କପିଳେଶ୍ୱର ଖମାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026

You Might Also Like