-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ରାଜ୍ୟ

ଉତ୍କଳ ବିଶ୍ୱବିଦ୍ୟାଳୟର ୭୯ତମ ପ୍ରତିଷ୍ଠା ଦିବସ; ଉନ୍ନତି ପାଇଁ ସାମୂହିକ ଚେଷ୍ଟା କରିବାକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ୱାନ

28-Nov-2021



ଭୁବନେଶ୍ୱର(ସୁଭାସିସ ନାୟକ):  ଉତ୍କଳ  ବିଶ୍ୱବିଦ୍ୟାଳୟର ପ୍ରାଧ୍ୟାପକଙ୍କ ପାଠପଢ଼ା ଶୈଳି ଓ ଗବେଷଣା ଦେଶରେ ଆଦୃତ ହୋଇଥିବା ବେଳେ ଶିକ୍ଷାନୁଷ୍ଠାନକୁ ଅନ୍ତରାଷ୍ଟ୍ରୀୟ ର୍ୟାଙ୍କିଂରେ ଆଣିବା ପାଇଁ ସାମୂହିକ ପ୍ରଚେଷ୍ଟା କରିବା ଆବଶ୍ୟକ । ବିଶ୍ୱବିଦ୍ୟାଳୟ ପ୍ରତିଯୋଗୀତାମୂଳକ ହେଲେ  ଏହାର ଉନ୍ନତି ହୋଇପାରିବ ବୋଲି ଶନିବାର ଉକ୍ରଳ ବିଶ୍ୱବିଦ୍ୟାଳୟର ୭୯ତମ ପ୍ରତିଷ୍ଠା ଦିବସ ସମାରୋହ ଅବସରରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଡ଼ିଆ ସମାଜ ଓ ସଂସ୍କୃତିର ଅନନ୍ୟ ପର୍ବ ପବିତ୍ର ପ୍ରଥମାଷ୍ଟମୀ ଅବସରରେ ଓଡ଼ିଶାର ପ୍ରଥମ ଉତ୍କଳ  ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେଇ ମୁଁ ଗର୍ବିତ । ଉତ୍କଳ ବିଶ୍ୱବିଦ୍ୟାଳୟ ସେହିଭଳି ମହାନୁଭବଙ୍କ ନେତୃତ୍ୱରେ ପ୍ରତିଷ୍ଠା ହୋଇପାରିଥିଲା, ଯେଉଁମାନେ ଓଡିଶାର ସ୍ୱତନ୍ତ୍ରତାର ସ୍ୱପ୍ନ ଦେଖିଥିଲେ । କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ, ପଣ୍ଡିତ ଗୋଦାବରୀଶ ମିଶ୍ର, ପଣ୍ଡିତ ନୀଳକଣ୍ଠ ଦାସ, ବିଶ୍ୱନାଥ ଦାସଙ୍କ ସାମୂହିକ ପ୍ରଚେଷ୍ଟାରେ ଗଢି ଉଠିଥିବା ଏହି ଶିକ୍ଷାନୁଷ୍ଠାନ ଆଜି ଅନେକ ଛାତ୍ରଛାତ୍ରୀଙ୍କ ସ୍ୱପ୍ନ ଏବଂ ଆକାଂକ୍ଷାକୁ ପୂରଣ କରିବାରେ ସଫଳ ହୋଇଛି ।
ସେହିପରି ମୋ ଭଳି ମଧ୍ୟ ଜଣେ ସାମାଜିକ କାର୍ଯ୍ୟକର୍ତାର ପ୍ରାରମ୍ଭିକ ଜୀବନର ମୂଳଦୁଆକୁ ସୁଦୃଢ଼ ଓ ଆତ୍ମବିଶ୍ୱାସୀ କରିବାରେ ବିଶ୍ୱବିଦ୍ୟାଳୟର ଅବଦାନ ଅତୁଳନୀୟ । ସମାଜ ପରିବର୍ତନର ମାଧ୍ୟମ ଓ ଲୋକଙ୍କ ସହ ନିଜକୁ ବାନ୍ଧି ରଖିବାର ଶିକ୍ଷାର ପ୍ରେରଣା ମୋତେ ଏହି ଠାରୁ ହିଁ ମିଳିଛି । ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ ପାଇଁ ନାକ୍ ଏ+ ମାନ୍ୟତା ପ୍ରାପ୍ତ ଏହି ଶିକ୍ଷାନୁଷ୍ଠାନ ମେଂଟର ହିସାବରେ କାର୍ଯ୍ୟ କରିବ ବୋଲି ଶ୍ରୀ ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି । ଓଡ଼ିଶାର ପୁଞ୍ଜି ହେଉଛି ଏହାର ବୋଦ୍ଧିକ କ୍ଷମତା । ଅର୍ଥାତ୍ ପଢ଼ିବା, ପଢ଼ାଇବା ଏବଂ ବୁଝାଇବା ଓଡିଆଙ୍କ ଧମନୀରେ ରହିଛି । ସେଭଳି ଜଣେ ଅନନ୍ୟ ବ୍ୟକ୍ତିତ୍ୱ ହେଲେ ଡ଼ା. ରଜତ କୁମାର କର । ପଦ୍ମଶ୍ରୀ ଡ଼ା. କରଙ୍କ ଶିକ୍ଷାଦାନର ପଦ୍ଧତି ଚକ୍ ଏବଂ ଟକ୍ ଥିଓରି ଅନେକ ଛାତ୍ରଛାତ୍ରୀଙ୍କ ସହ ମୋତେ ପ୍ରଭାବିତ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like