-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ରାଜ୍ୟ

ଖପ୍ରାଖୋଲ : ପୋଲିସ ମାଓବାଦୀ ଗୁଳିବିନିମୟ, , ମାଓବାଦୀ କେଦାର ମୃତ

28-Nov-2021



ଖପ୍ରାଖୋଲ(ବସନ୍ତ ମେହେର ) : ଖପ୍ରାଖୋଲ ଥାନା ଗନ୍ଧମାର୍ଦ୍ଦନ ପାହାଡ଼ ତଳି ଜୁନାନିବାହାଲ ଗାଁରେ ଶନିବାର ସନ୍ଧ୍ୟାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଥିବା ବେଳେ ଜଣେ ମାଓବାଦୀ ପୋଲିସ ଗୁଳିରେ ନିହତ ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ କିଛିଦିନ ହେଲା ଗନ୍ଧମାର୍ଦ୍ଦନ ପାହାଡ଼ ତଳି ଅଞ୍ଚଳରେ ମାଓ ଗତିବିଧି ସକ୍ରିୟ ଥିବା ପୋଲିସ ପାଖରେ ସୂଚନାଥିବା ବେଳେ କିଛିଦିନ ହେଲା କମ୍ବିଂ ଅପରେସନ ଜାରି ରହିଥିଲା । ଶନିବାର ସନ୍ଧ୍ୟାରେ ଜୁନାନିବାହାଲ ଗାଁରେ ମାଓବାଦୀ ଉପସ୍ଥିତି ପୋଲିସ କୌଣସି ସୂତ୍ରରୁ ଜାଣି ଡିଭିଏପ ଓ ଏସଓଜି ଅପରେସନ ଆରମ୍ଭ କରିଥିଲେ । ଏଥିରେ ଜଣକ ଘରେ କିଛି ମାଓବାଦୀ ଥିବାବେଳେ ପୋଲିସ ଉପରକୁ ଅତର୍କିତ ଗୁଳି ଚାଳନା କରିଥିବା ବେଳେ ପୋଲିସ ଜବାବରେ ଗୁଳି ଚାଳନା କରିଥିଲା । ଏଥିରେ ଜଣେ କ୍ୟାଡର ମାଓବାଦୀ ନିହତ ହୋଇଥିବା ବେଳେ ଅନ୍ୟ କେତେକ ଖସି ଯିବାକୁ ସକ୍ଷମ ହୋଇଥିଲେ ।

ମୃତ ଦେହ ନିକଟରୁ ଏକ ବନ୍ଧୁକ ଜବତ କରିଥିବା ବେଳେ ମୃତଦେହ କୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗିର ନେଇଥିବା ଜଣାଯାଇଛି । ଘଟଣା ପରେ ଜୁନାନିବାହାଲ ଗାଁ ଚାରିପଟେ ସି.ଆର.ପି.ଏପ ଏବଂ ପୋଲିସ ଘେରି ରହିଥିବା ବେଳେ ସର୍ଚ୍ଚ ଅପରେସନ ଜାରି ରହିଛି । ଯେଉଁ ଘରେ ମାଓବାଦୀ ଥିଲେ ସେହି ପରିବାର କୁ ପୋଲିସ ପଚରା ଉଚୁରା କରୁଥିବା ବେଳେ ଗଣମାଧ୍ୟମ ସମ୍ମୁଖରେ କିଛି କହିବାକୁ ପୋଲିସ ମନାକରି ଦେଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like