-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ଜିଲ୍ଲା

ମଠାଧିଶ କିଶୋର ଚନ୍ଦ୍ର ଵାଵାଙ୍କୁ ଆକ୍ରମଣର ପ୍ରତିବାଦ: କୁମ୍ଭକର୍ଣ୍ଣ ନିଦ୍ରାରେ ପୋଲିସ, ଆଜି ସିନ୍ଧେକେଲା ଥାନା ଘେରାଉ, ଅପରାଧିଙ୍କୁ ଘଣ୍ଟଘୋଡାଉଛି ସିନ୍ଧେକେଲା ପୋଲିସ

28-Nov-2021



ବଲାଙ୍ଗିର, ଗତ ଵୁଧଵାର  ଅପରାହ୍ନରେ ପୁଟୁପଡାର ଜମି ଵିଵାଦ କୁନେଇ ମଠ ର ଜନେ ବାବା ଙ୍କୁ ମରାଣାନ୍ତକ ଆକ୍ରମଣ କରିଥିଲେ କିଛି ଦୁର୍ବୃତ୍ତ lଆକ୍ରମଣ କରିବା ପରେ ମଠାଧିଶ କିଶୋର ଵାଵାଙ୍କ ମୁଣ୍ଡରେ ଗଭୀର ଆଘାତ ହୋଇ ଘଟଣାସ୍ଥଳ ରେ ମୂର୍ଚ୍ଛା ହୋଇ ପଡି ଯାଇ ଥିଲେ ବାବା l ମଠର କିଛି ଵାଵା ଓ ଗ୍ରାମବାସୀଙ୍କ ସହଯୋଗରେ ସିନ୍ଧେକେଲା ଡ଼ାକ୍ତରଖାନାକୁ ଅଚେତ ଅବସ୍ଥାରେ ଅମ୍ଵୁଲାନ୍ସରେ  ଚିକିତ୍ସା ପାଇଁ ଆଣିଥିଲେ ଓ ସିନ୍ଧେକେଲା ଥାନା ଅଧିକାରୀଙ୍କୁ ଲିଖିତ ଜଣାଇଥିଲେ l ତେବେ ପୋଲିସ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିନଥିଲେ l ଵୁଧଵାର ରାତିରେ ମଠାଧିଶ କିଶୋର ଵାଵାଙ୍କ ଅଵସ୍ଥା ଗୁରୁତର ଥିବାରୁ ସିନ୍ଧେକେଲା ଡାକ୍ତରଖାନାର ଡ଼ାକ୍ତର ବଲାଙ୍ଗୀର ଭିମଭୋଇ ମେଡିକାଲକୁ ରେଫର କରିଥିଲେ । ଭିମଭୋଇ ମେଡିକାଲରେ ଚିକିତ୍ସିତ ହେବା ପରେ ଏଵେ ମଧ୍ୟ ଵାଵା ଙ୍କର ର ଅଵସ୍ଥା ଗୁରୁତ୍ୱର ଅଛି l ବଲାଙ୍ଗୀର ଭିମଭୋଇ ମେଡିକାଲ ଗତ ଶୁକ୍ରବାର ଦିନ ମଧ୍ୟାହ୍ନ ୧୨ଟା ରେ ଵାଵାଙ୍କ ଅଵସ୍ଥା ଗୁରୁତ୍ୱର ହେଵାରୁ ଵୁର୍ଲା ଭୀମସାର ମେଡିକାଲ କଲେଜକୁ ଅଧିକ ଚିକିତ୍ସା ପାଇଁ ପଠାଯାଇଛି ।    ସେପଟେ ସିନ୍ଧେକେଲା ପୋଲିସ ୫ ଦିନ ଵିତି ଯାଇ ଥିଲେ ମଧ୍ୟ ଅପରାଧୀ ଙ୍କୁ ଧରିବା ପାଇଁ ଥରଟିଏ ମଧ୍ୟ ପୁଟୁପଡାର ଗାଁକୁ ଆସି ନାହିଁ।ସୂଚନାଯୋଗ୍ୟ ଯେ, ଆକ୍ରମଣକାରୀଙ୍କ ଠାରୁ ମୋଟା ଅଙ୍କ ନେଇ ସିନ୍ଧେକେଲା ପୋଲିସ ନିଘୋଡ଼ ନିଦ୍ରାରେ । ଏ ଘଟଣାଟି ବର୍ତ୍ତମାନ ସିନ୍ଧେକେଲାରେ ଚର୍ଚ୍ଚା ଜୋର ଧରିଛି। ଅନ୍ୟ ଜନସାଧାରଣ ଅଭିଯୋଗ ତ ଦୂରରେ ଥାଉ ଜଣେ ଜଣାଶୁଣା ସାଧୁସନ୍ଥ ମରାଣାନ୍ତକ ଆକ୍ରମଣ ପରେ ଅତ୍ୟନ୍ତ ଗୁରୁତ୍ୱର ଅଵସ୍ଥା ଚିକିତ୍ସିତ ହେଉଛନ୍ତି l ଆଜି ଏହାର ପ୍ରତିଵାଦରେ ୭୦୦ରୁ ଉର୍ଦ୍ଧ୍ବ ସାଧୁ ସନ୍ଥ ଓପୁଟୁପଡା,ସିନ୍ଧେକେଲା, ଆଖପାଖ ଅଞ୍ଚଳର ଗ୍ରାମଵାସୀ ମିଳିତ ଭାବେ ସିନ୍ଧେକେଲା ଥାନାକୁ ଘେରାଉ କରାଯାଇଛି ।  ବର୍ତ୍ତମାନ ମଧ୍ୟ ଘେରାଉ ଜାରି ରହିଛି l

    (ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like