-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ରାଜ୍ୟ

୬୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଖୁସିଖବର, ଦୀପାବଳି ପୂର୍ବରୁ ସରକାର ଦେଇପାରନ୍ତି ଦୁଇଗୁଣା ପେନଶନ

07-Nov-2020



ନୂଆଦିଲ୍ଲୀ, (ପ୍ରେରଣା ଖବର) : ଇପିଏଫଓ ପରିସରରେ ଆସୁଥିବା ସଂଗଠିତ କ୍ଷେତ୍ରର କମ୍ପାନୀକୁ ନିଜର କର୍ମଚାରୀଙ୍କୁ ଇପିଏଫ୍ (Employee Provident Fund) ର ଲାଭ ଉପଲବ୍ଧ କରିଥାଏ। ନିଯୁକ୍ତିଦାତା ଏବଂ କର୍ମଚାରୀ ଦୁହିଁଙ୍କର ଯୋଗଦାନ କର୍ମଚାରୀଙ୍କ ବେସିକ୍ ସାଲାରୀ+ଡିଏର ୧୨-୧୨ ପ୍ରତିଶତ ଅଟେ। କମ୍ପାନର ୧୨ ପ୍ରତିଶତ ଯୋଗଦାନରେ ୮.୩୩ ପ୍ରତିଶତ କର୍ମଚାରୀ ପେନ୍‌ସନ ସ୍କିମ୍ EPS ରେ ଯାଇଥାନ୍ତି।

ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ, EPFO ରୁ ପେନଶନଧାରୀଙ୍କୁ ଦୀପାବଳିରେ ବଢିଥିବା ପେନଶନ୍‌ର ଉପହାର ମିଳିପାରେ। ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ, ଅର୍ଥମନ୍ତ୍ରଣାଳୟ ଶ୍ରମ ମନ୍ତ୍ରଣାଳୟର ମିନିମମ୍ ପେନଶନ୍ ବଢାଇବା ପ୍ରସ୍ତାବ ଉପରେ ସହମତି ମିଳିଛି। ଶ୍ରମ ମନ୍ତ୍ରଣାଳୟର ପ୍ରସ୍ତାବ ଉପରେ ସହମତି କାରଣରୁ ମିନିମମ୍ ପେନ୍‌ସନ ଦୁଇଗୁଣା କରିବାର ଘୋଷଣା ଖୁବ୍ ଶୀଘ୍ର ହୋଇପାରେ।

ମିନିମମ୍ ପେନ୍‌ସନ ୧୦୦୦ ଟଙ୍କାରୁ ବଢି ୨,୦୦୦ ଟଙ୍କା ହୋଇପାରେ। ଏହା ଉପରେ ସେଣ୍ଟ୍ରାଲ ବୋର୍ଡ ଅଫ୍ ଟ୍ରଷ୍ଟିଜ୍‌ରେ (CBT-Central Board of Trustees) ରୁ ୨୦୧୯ରେ ମଞ୍ଜୁରୀ ମିଳିଥିଲା। ଏବେ CBTର ମିନିମମ୍ ପେନ୍‌ସନ ୨୦୦୦ ରୁ ୩୦୦୦ ଟଙ୍କା କରିବାର ଦାବି କରାଯାଉଛି। ପେନଶନ୍ ଦୁଇଗୁଣା କରିବା ଉପରେ ସରକାରଙ୍କ ଉପରେ ୨୦୦୦-୨୫୦୦ କୋଟି ଟଙ୍କାର ବୋଝି ବଢିଯିବ। ଏହି ବୃଦ୍ଧି ସହିତ ପ୍ରାୟ ୬୦ ଲକ୍ଷ ପେନ୍‌ସନଭୋଗୀଙ୍କୁ ଫାଇଦା ମିଳିବ।

ଉଲ୍ଲେଖନୀୟ ଯେ, ପ୍ରାଇଭେଟ୍ ସେକ୍ଟରର ଅସଙ୍ଗଠିତ କ୍ଷେତ୍ରରେ କାମ କରୁଥିବା କର୍ମଚାରୀଙ୍କୁ ମଧ୍ୟ ଅବସର ପରେ ମାସିକ ପେନଶନର ଲାଭ ମିଳିପାରିବ। ଏଥିପାଇଁ କର୍ମଚାରୀ ପେନସନ, ଯୋଜନା 1995 (EPS) ର ଆରମ୍ଭ କରାଯାଇଛି। EPF ସ୍କିମ୍, ୧୯୫୨ ଅନୁସାରେ କର୍ମଚାରୀଙ୍କ ଦ୍ବାରା କର୍ମଚାରୀଙ୍କ ଇପିଏଫ୍ ପାଇଁ ଦିଆଯାଉଥିବା ୧୨ ପ୍ରତିଶତ ଯୋଗଦାନରୁ ୮.୩୩ ପ୍ରତିଶତ ଇପିଏସକୁ ଯାଇଥାଏ। ୫୮ ବର୍ଷ ବୟସ ପରେ କର୍ମଚାରୀ ଇପିଏସ୍ ଟଙ୍କାରୁ ମାସିକ ପେନଶନର ଲାଭ ମିଳିପାରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like