-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡ଼ିଶା କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ

28-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଳକ ଅଞ୍ଚଳରେ ଥିବା ପବିତ୍ର ନୃସିଂହନାଥ ପୀଠ ସ୍ଥଳୀରେ ସମଗ୍ର ପଶ୍ଚିମ ଓଡ଼ିଶାର ସମୁଦାୟ ୧୩ ଗୋଟି ଜିଲ୍ଲାର କାର୍ଯ୍ୟକର୍ତ୍ତାଙ୍କୁ ନେଇ ରାଜବୋଡାସମ୍ବର(ପଦ୍ମପୁର)ର ବ୍ଳକ ଅଧ୍ୟକ୍ଷ  କୁମରମଣି ନାୟକଙ୍କ ନେତୃତ୍ଵରେ ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ର ପଶ୍ଚିମ ଓଡ଼ିଶା କାର୍ଯ୍ୟକର୍ତ୍ତା

ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି lଏହି ସମ୍ମିଳନୀ ରେ ଅନୁସୂଚିତ ଜାତି ମୋର୍ଚ୍ଚା ର ରାଜ୍ୟ ସଭାପତି ଶ୍ରୀମାନ ବିଭୁପ୍ରସାଦ ତରାଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପଞ୍ଚାୟତ ନିର୍ବାଚନ କୁ ଆଖି ଆଗରେ ରଖି ଅନୁସୂଚିତ ଜାତି ମୋର୍ଚ୍ଚା ର ସକ୍ରିୟ ଭୂମିକା ନିଭାଇବା ପାଇଁ ଏବଂ ସଂଗଠନ କୁ ତୃଣମୂଳ ସ୍ତରରୁ ଆଗେଇ ନେବାପାଇଁ ତାଙ୍କ ମନ୍ତବ୍ୟ ରେ ମତବ୍ୟକ୍ତ କରିଥିଲେ lଏପରିପ୍ରେକ୍ଷୀରେ ଓଡ଼ିଆ ରାଜ୍ୟ ଉପସଭାପତି ମନିଜର୍ ଆର୍ଯ୍ୟ, ଉପସଭାପତି ଚନ୍ଦନ ସୈାରାଜ, ଉପସଭାପତି ରାମବିଶ ଦିଗାଲ, ରାଜ୍ୟ ଉପସଭାପତି ଦୁର୍ଗା ତନ୍ତୀ, ପୂର୍ବତନ ରାଜ୍ୟ ସଭାପତି ମନୋଜ ବେହେରା,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲଲିତ ମଗର,ବିରମହାରାଜପୁର ବିଧାୟକ ପ୍ରାର୍ଥୀ ରଘୁନାଥ ଜଗଦଲା, ରାଜ୍ୟ ସମ୍ପାଦକ ଇଶ୍ୱର ବାଗ, ଜିଲ୍ଲାପରିଷଦ ଅଧ୍ୟକ୍ଷା ସୋନପୁର ଉଷା କୁମାରୀ, ବଲାଙ୍ଗୀର ଜିଲ୍ଲାପରିଷଦ ଅଧ୍ୟକ୍ଷା ଭାରତୀ ମହାନନ୍ଦ, କଳାହାଣ୍ଡି ଜିଲ୍ଲାପରିଷଦ ସଦସ୍ୟା ପୁଷ୍ପ କୁମାରୀ କୁମ୍ଭାର ମଞ୍ଚାସୀନ ହୋଇ ଭାରତୀୟ ଜନତା ପାର୍ଟିର ଉଜ୍ଜ୍ୱଳମୟ ଭବିଷ୍ୟତ କୁ ଲକ୍ଷ୍ୟ ରଖି ଅନୁସୂଚିତ ଜାତି ର ସଂଗଠନ କୁ ସୁଦୃଢ କରିବା ପାଇଁ ଦିଗଦର୍ଶନ ପ୍ରଦାନ କରିଥିଲେ lଏହି

କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ସୋନପୁର ଜିଲ୍ଲା ରୁ ଅନନ୍ତ ପାଣିଗ୍ରାହୀ, ନୂଆପଡ଼ା ରୁ ପିତାମ୍ବର ନାଗ, ବରଗଡ଼ ରୁ କୁଶ କୁମ୍ଭାର, କଳାହାଣ୍ଡି ରୁ ଲୋକନାଥ ଦୁର୍ଗା, ସୁନ୍ଦରଗଡ଼ ରୁ ଦୁର୍ଗା ଶାକା, ସମ୍ବଲପୁର ରୁ ହରି ମହାନନ୍ଦ,ବୈାଦ୍ଧ ଜିଲ୍ଲା ରୁ ରାଜିବ ଦେହେରୀ, ଅନୁଗୋଳ ରୁ ପ୍ରଶନ୍ନ କୁମାର ନାଏକ, ବଲାଙ୍ଗୀର ରୁ ମୋହନ ତାଣ୍ଡି ପ୍ରମୁଖ ନିଜନିଜ ଜିଲ୍ଲା ରୁ ଶତାଧିକ ସଦସ୍ୟ ଙ୍କୁ ନେଇ ଏହି କାର୍ଯ୍ୟକ୍ରମ କୁ ଆଗମନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like