-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||     

HOME   ଜିଲ୍ଲା

ବୀର ବଜରଙ୍ଗ ଆଞ୍ଚଳିକ କଳାକାର ସଂଘ ଆନୁକୁଲ୍ୟରେ  ହେବାକୁ ଥିବା ଆଞ୍ଚଳିକ ଲୋକକଳା ମହୋତ୍ସବର ତୃତୀୟ ପ୍ରସ୍ତୁତି ବୈଠକ

28-Nov-2021



ପଦ୍ମପୁର:- ପଦ୍ମପୁର ବ୍ଳକ ଜମରତଲା ପଞ୍ଚାୟତ ନୀଳ କଣ୍ଠେଶ୍ୱରପୁର ଗାଁରେ  ସଂଘ ର ସଭାପତି ତୁଳରାମ ପାଣ୍ଡେ ଙ୍କ ଅଧ୍ୟକ୍ଷତାରେ ସାତୋଟି ଗ୍ରାମପଞ୍ଚାୟତର କଳାକାର ମାନଙ୍କୁ ନେଇ  ଆଗାମୀ ଦିନରେ ହେବାକୁ ଥିବା ଆଞ୍ଚଳିକ ଲୋକକଳା ମହୋତ୍ସବର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି  ବୈଠକରେ  ଜମରତଲା ,ଦହିଗାଁ , ଦହିତା , ବୁଡେନ , ଖାଳିଆପାଲି , ବୁଡ଼ାମାଲ ,  କଂସର ଅଞ୍ଚଳର ପ୍ରାଚୀନ ଲୋକକଳାର ପୁନଃରୁଦ୍ଧାର କରି ଆଗାମୀ ପିଢ଼ିକୁ ଲୋକକଳା ଓ ଲୋକ ପରମ୍ପରାକୁ ହୃଦବୋଧ କରିବା ପାଇଁ ଏ ଅଞ୍ଚଳରେ ଏକ ଲୋକକଳା ମହୋତ୍ସଵ ଜରୁରୀ ମନେ ହୁଏ ବୋଲି  ମତବ୍ୟକ୍ତ ରଖିଥିଲେ । 

ଉକ୍ତ ସଭାରେ ସଙ୍ଘର ସଂପାଦକ ନିରଞ୍ଜନ ସାହୁ କୋଷାଧ୍ୟକ୍ଷ ଚନ୍ଦ୍ରମଣି ପଟେଲ ଉପଦେଷ୍ଟା ନିରାକାର ଭୋଇ ସମାଜିକ କର୍ମୀ ଗୋପବନ୍ଧୁ ଶିକା ,  ସମାଜିକ କର୍ମୀ ଚନ୍ଦ୍ରହାସ୍ୟ ଜାଲ  ଗବେଷକ ରମେଶ ଗୁର୍ଲା ,ପରମେଶ୍ୱର ଦାସ , ବାସୁ ପାଣିଗ୍ରାହି , ଦୁର୍ଗା ପ୍ରସାଦ ପୁରୀ , ସୁବାସ ନାଗ , ଲମ୍ବୋଦର ସାହୁ ବୈଲୋଚନ ସାହୁ ଏବଂ ଅଂଚଳର କଳାକାର ବୃନ୍ଦ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026

You Might Also Like