-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଗରିବଙ୍କ ସ୍ବାସ୍ଥ୍ୟ ଚିନ୍ତା ଦୂର ହେଲା:ମନ୍ତ୍ରୀ ପଦ୍ମନାଭ ବେହେରା,  ବିନିକା ରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ

28-Nov-2021



 ବିନିକା(ହିମାଂଶୁ ଶେଖର ପୁଟେଲ): ସ୍ୱାସ୍ଥ୍ୟ ଚିନ୍ତା ନେଇ ଗରିବଙ୍କ ଦୁଃଖ ବଡ଼ି ଚାଲିଥିଲା କିନ୍ତୁ ତାର ପ୍ରତିକାର ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରି ସମସ୍ତଙ୍କୁ ମାଗଣାରେ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ପ୍ରଦାନ କରିଛନ୍ତି ବୋଲି ଆଜି ବିନିକା  ଏନଏସି ଅଞ୍ଚଳର ଲୋକଙ୍କୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରି ମାନ୍ୟବର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି l ସ୍ଥାନୀୟ ଏନଏସି କମ୍ୟୁନିଟି ସେଣ୍ଟର ସମ୍ଭୂଖରେ ବୀରମହାରାଜପୁର ଉପ ଜିଲ୍ଲାପାଳ ତଥା ବିନିକା ବିଜ୍ଞାପିତ ପରିଷଦ ପ୍ରଶାସକ ଅଶୋକ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବଣ୍ଟନ ମେଳାରେ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରି ପ୍ରତି ପରିବାର ବାର୍ଷିକ ୫ଲକ୍ଷ ଓ ମହିଳା ମାନେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସେବା ପାଇପରିବେ ବୋଲି କହିଥିଲେ । ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ,ବିଡ଼ିଓ

ବ୍ୟାସଦେବ ବେହେରା, କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକୁମାର ରଥ ଉପସ୍ଥିତ ଥିଲେ l ସଭାକୁ ଶିକ୍ଷକ ହିମାଂଶୁ ଭୁଷଣ ପଣ୍ଡା ସଂଯୋଜନା କରିଥିଲେ । ସୂଚନା ଯୋଗ୍ୟ ଯେ ବିନିକା ବିଜ୍ଞାପିତ ପରିଷଦର ବିନିକା କମ୍ୟୁନିଟି ସେଣ୍ଟର,ଡଭଲା, ପାପକ୍ଷୟ ଓ ଜୁହ୍ନାପଡ଼ା ଆଦି ୪ଟି କେନ୍ଦ୍ରରେ ୩୪୫୩ ଜଣ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରା ଯାଉଥିବା ବେଳେ ୧୫,୭୬୫ଜଣ ଲୋକ ଏହାର ସୁବିଧା ପାଇବେ । ଏହା ପୂର୍ବରୁ ମାନ୍ୟବର ମନ୍ତ୍ରୀ ଶ୍ରୀ ବେହେରା ଏହି ବ୍ଲକ ଅଧିନସ୍ଥ ମହାଦେବପାଲି ଓ ବାଉସୁନି ପଞ୍ଚାୟତରେ ଅନୁଷ୍ଟିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଲୋକଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like