-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||     

HOME   ରାଜ୍ୟ

ବୌଦ୍ଧିକ ସମାବେଶ ଓ ମୁକ୍ତାକାଶ ପାଠାଗାର ପରିସରରେ ବରିଷ୍ଟ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ଙ୍କ ୬୪ତମ ଜନ୍ମଦିନ ପାଳନ

28-Nov-2021



ଭୁବନେଶ୍ୱର(ଅମୃତ କୁମାର ନନ୍ଦ): ବୌଦ୍ଧିକ ସମାବେଶ ଓ ମୁକ୍ତାକାଶ ପାଠାଗାର ପରିସରରେ ବରିଷ୍ଟ ସାମ୍ବାଦିକ ଶ୍ରୀଯୁକ୍ତ ପ୍ରଦ୍ୟୁମ୍ନ ଶତପଥୀ ଙ୍କ ୬୪ତମ ଜନ୍ମଦିନ ପାଳନ କରାଯାଇଛି । ବୌଦ୍ଧିକ ସମାବେଶ ର ସଭ୍ୟମାନଙ୍କ ଦ୍ୱାରା ରାଜା ଛକ ପରିସରରେ ବନ୍ଦନା ଗାନ କରାଯାଇ ତାଙ୍କର ଦୀର୍ଘାୟୁ କାମନା କରି ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।ଏହି ପରିପେକ୍ଷିରେ ଶ୍ରୀ ଶତପଥୀ ସମସ୍ତଙ୍କୁ ଶୁଭେଚ୍ଛା ପ୍ରଦାନ କରିଥିଲେ । ଶ୍ରୀ ଶତପଥୀ କହିଥିଲେ ରାଜଧାନୀ ସମାବେଶ ର ସମସ୍ତ ସଦସ୍ୟମାନଙ୍କ ଜନ୍ମଦିନ ପାଳନ କରାଯିବ ତା ସହିତ ସେହିଠାରେ କୋୖଣସି ଜଣେ ମହାପୁରୁଷ ଙ୍କ ଓଡ଼ିଆ ଜାତିପତି ଥିବା ଅବଦାନକୁ ସ୍ମୃତି ଚାରଣ କରାଯିବ । ବୌଦ୍ଧିକ ସମାବେଶ ତରଫରୁ ବସ୍ତିରେ ବାସ କରୁଥିବା ଗରିବ ଲୋକଙ୍କ ପିଲା ମାନଙ୍କୁ ରାତ୍ରିରେ ପାଠପଢା ଯିବା ର ବନ୍ଦୋବସ୍ତ କରାଯାଉଅଛି। ରାତ୍ରିରେ ଖୋଲା ଆକାଶ ତଳେ ଶୀତରେ ଶୋଉଥିବା ସମସ୍ତ ଙ୍କୁ କମ୍ବଳ ବଣ୍ଟାଯିବ ବୋଲି କହିଥିଲେ ଏବଂ ଏହାସହିତ ଗରିବ ବସ୍ତିର ଲୋକମାନଙ୍କୁ କମ୍ବଳ ବଣ୍ଟନ କରାଯିବ । ସେ ସମସ୍ତ ସଦସ୍ୟ ଙ୍କୁ ଏକ ଆହ୍ୱାନ ଦେଇଥିଲେ ଯେ ସମସ୍ତେ ମିଶିକି ସମାବେଶ କୁ ଆଗକୁ ଆଗେଇ ନେବାପାଇଁ ବାର୍ତା ଦେଇଥିଲେ । ଏହି ଜନ୍ମଦିନ ଉତ୍ସବରେ ସଭାପତି କମଳ ଲୋଚନ ବିଶ୍ୱାଳ , ଉପସଭାପତି ସୌଭାଗ୍ୟ ରଞ୍ଜନ ମହାନ୍ତି , ସାଧାରଣ ସମ୍ପାଦକ ଲିଙ୍ଗରାଜ କାଟା ,ସମ୍ପାଦକ ରାହୁଲ କୁମାର , ସଂଯୋଜକ ବିମଳ ପ୍ରଧାନ , କୋଷଧକ୍ଷ ଶରତ ରାଉତ ଓ ଅନ୍ୟାନ୍ୟ ସଦସ୍ୟ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026

You Might Also Like