-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀର ରେ ପୋଲିସ ମହାନିର୍ଦ୍ଦେଶକ ଅଭୟ,  ମାଓବାଦୀଙ୍କୁ ମୁଖ୍ୟସ୍ରୋତରେ ସାମିଲ ହେବାକୁ ନିବେଦନ କଲେ ପୋଲିସ ଡିଜି ଅଭୟ

28-Nov-2021



ବଲାଙ୍ଗୀର  ପୋଲିସ ମହାନିର୍ଦ୍ଦେଶକ ଅଭୟ ଆଜି ବଲାଙ୍ଗୀର ଗସ୍ତରେ ଆସି ବଲାଙ୍ଗୀର ମନୋହର ପୁର ରିଜର୍ଭ ପୋଲିସ ଅଫିସରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୁଚନା ଦେଇ ଥିଲେ । ବଲାଙ୍ଗୀର ଜିଲ୍ଲାର ମାଓବାଦୀ ଅପରେଶନ ତଦାରଖ କରିବା ସହ ପୋଲିସ ଗୁଳିରେ ଟଳି ପଡ଼ିଥିବା ବଲାଙ୍ଗୀର-ବରଗଡ଼-ମହାସମୁଦ ଡିଭିଜନର ଏରିଆ କମିଟି ସଦସ୍ୟ ମୃତ ଶଙ୍କରଙ୍କ ସମ୍ପର୍କରେ ସୂଚନା ଦେଇଥିଲେ । ଶନିବାର ରାତିରେ ଖପ୍ରାଖୋଲ ଥାନା ଅନ୍ତର୍ଗତ ଯୁନାନୀବାହାଲ ଗାଁରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ମାଓବାଦୀ ଶଙ୍କରଙ୍କ ମୃତ୍ୟୁ ଘଟିଥିଲା । ଅନ୍ୟ ପ୍ରାୟ ୮ ଜଣ ମାଓବାଦୀ ଫେରାର ହୋଇଯାଇଥିଲେ । ମାଓବାଦୀଙ୍କ ଠାରୁ ଏକ ଇନସାସ ରାଇଫଲ, ୭ଟି ଜୀବନ୍ତ ଗୁଳି, ଡିଟୋନେଟର, ରେଡ଼ିଓ, ମାଓବାଦୀ ପୁସ୍ତିକା  ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇ ମନୋହର ପୁର ପୋଲିସ ଅଫିସକୁ ଅଣାଯାଇଥିଲା । ଶଙ୍କର ର ମୃତଶଵକୁ

ମଧ୍ୟ ବଲାଙ୍ଗୀର ମନହୋରପୁର ରିଜର୍ଭ ପୋଲିସ ଅଫିସକୁ ଅଣାଯାଇଥିଲା । ବଲାଙ୍ଗୀର ରିଜର୍ଭ ପୋଲିସ ଅଫିସ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା, ପୋଲିସ ଡିଜି ଅଭୟ,ଏସଆଇଡଵ୍ଳୁ ଡିଆଜି ଅନିରୁଦ୍ଧ କୁମାର, ସମ୍ଵଲପୁର ଡିଆଜି ଦିପକ କୁମାର, ବଲାଙ୍ଗୀର ଏସପି ନିତିନ କୁଶଳକର ଡାଗୁଡୁ ଓ ଵରିଷ୍ଠ ପୋଲିସ ଅଧିକାରୀ ମାନେ

ଉପସ୍ଥିତ ଥିଲେ ।   ଖପ୍ରାଖୋଲ ଥାନା ପୋଲିସ ଟିମ୍‌ ଓ ଡିଭିଏଫ୍‌ ଟିମ୍‌ ସଫଳ ଅପରେଶନ କରିଥିବାରୁ ପୋଲିସ ଡିଜି ଅଭୟ ପ୍ରଶଂସା କରିଥିଲେ। ଓଡ଼ିଶା ସରକାରଙ୍କ ଭଲ ମାଓବାଦୀ ଥଇଥାନ ପଲିସି ରହିଛି ଅଳ୍ପ କିଛି ବଞ୍ଚିଥିବା ମାଓବାଦୀ ଆତ୍ମସମର୍ପଣ କରି ମୁଖ୍ୟ ସ୍ରୋତରେ ସାମିଲ ହୁଅନ୍ତୁ ବୋଲି ପୋଲିସ ଡିଜି ଅଭୟ ଗଣମାଧ୍ୟମକୁ କହିଥିଲେ। ଗନ୍ଧମାର୍ଦ୍ଦନରେ ଵର୍ତମାନ ମଧ୍ୟ ସର୍ଚ୍ଚ ଅପରେଶନ ଜାରି ରହିଛି ବୋଲି ଡିଜି ଅଭୟ ସୂଚନା ଦେଇଥିଲେ।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁଙ୍କ ରିପୋର୍ଟ) 

 

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like