-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||     

HOME   ଜିଲ୍ଲା

ଅତାବିରା ଥାନା ରେ ରକ୍ତଦାନ ଶିବିର ଅନୁଷ୍ଠିତ

28-Nov-2021



ବରଗଡ/ରେଙ୍ଗାଲିକେମ୍ପ:-ଆଜି ଅତାବିରା ଥାନାରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ଦିଲିପ ବେହେରାଙ୍କ ତତ୍ବାବଧାନରେ "ରକ୍ତଦାନ" ଶିବିର ଅନୁଷ୍ଠିତ ହୋଇଥିଲା।ଏହି ଶିବିର କୁ  ଇନେସପେକ୍ଟର ସୁଷମା ପଶାୟତ ଉଦଘାଟନ କରିଥିଲେ। ସକାଳ ଆଠ ଟାରୁ ରକ୍ତଦାତା ଙ୍କ ନାମ ପଞ୍ଜିକୃତ କରାଯିବା ପରେ ରକ୍ତସଂଗ୍ରହ କରାଯାଇଥିଲା। ଅପରାହ୍ନ ୩ଟା ପର୍ଯ୍ୟନ୍ତ   ଏହି ରକ୍ତ ସଂଗ୍ରହ କରାଯାଇଥିଲା ।  ""ରକ୍ତଦାନ ମହାପୁଣ୍ୟ"  ଏକଥା ର ମର୍ମ ଆଜି ଜନସାଧାରଣ ବୁଝି ପାରିଛନ୍ତି,ତେଣୁ ରକ୍ତଦାନ ଶିବିର ରେ ଖୁସିରେ ପହଞ୍ଚିଯାଉଛନ୍ତି ରକ୍ତଦାନ କରିବା ପାଇଁ। ଅତାବିରା ଥାନା ଅଧିକାରୀ  ଶ୍ରୀ ବେହେରା ଅଷ୍ଟମ ଥର ପାଇଁ  ଏହି ଶିବିରରେ ରକ୍ତଦାନ କରିଥିବା ବେଳେ ସାଧାରଣ ଜନତାଙ୍କ ସମେତ ମୋଟ ୭୯ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।  ଭିମସାର ବୁର୍ଲା ରୁ ଡଃ ସୋମ୍ୟାଷ୍ରୀ ପ୍ରଧାନ,କାଉନସିଲର ମଣ୍ଟୁ ପ୍ରଧାନ, ଟେକନିସିଆନ ଦେବାଶିଷ ମିଶ୍ର,ଲବୋରୋଟାରି ଆଟେଣ୍ଡାଣ୍ଟ ଗଣେଶ ଚନ୍ଦ୍ର ପ୍ରଧାନ ଓ ପ୍ରହଲ୍ଲାଦ ଭୋଇ ରକ୍ତ ସଂଗ୍ରହ କରିଥିଲେ। ଏଥିରେ କୋଶଲ ସେନା,ଭୀମ ଆର୍ମି,ସମାଜ ସେବୀ, ବଜରଙ୍ଗ ଦଳ ତଥା ବରଗଡ଼,ଭଟଲି ଓ ଗୋଡଭଗା  ରୁ ରକ୍ତଦାତା ମାନେ ରକ୍ତଦାନ କରିଥିଲେ।        ରକ୍ତଦାନ ପରେ ରକ୍ତଦାତା ମାନଙ୍କୁ  ଥାନା ଅଧିକାରୀ ଙ୍କ ଉପସ୍ଥିତିରେ ମାନପତ୍ର ପ୍ରଦାନ କରାଯାଇଥିଲା।     ଏହି  କାର୍ଯ୍ୟକ୍ରମକୁ ଗୋଡଭଗା ଫାଣ୍ଡି ଅଧିକାରୀ ଦିଲିପ ବାଗ, ଇନ୍ସପେକ୍ଟର ଯାଦବ ବାଗ, ସବ ଇନ୍ସପେକ୍ଟର ରାମଚନ୍ଦ୍ର ଦାସ,ହାବିଲଦାର କନେଷ୍ଟବଳ ସଂଘର ସମସ୍ତ  କର୍ମକର୍ତ୍ତା,ମହେନ୍ଦ୍ର ତାଣ୍ଡି ,ଉଭୟ ଥାନାର କର୍ମଚାରୀ,ସାମ୍ବାଦିକ ଆକାଶ ମିଶ୍ର, ଜନକରାମ ଦାଶ,ନରେନ୍ଦ୍ର ଦାଶ  ଓ  ଶିକ୍ଷକ ଅମୃତ ବାରିକ ସକ୍ରିୟ ସହଯୋଗ କରିଥିଲେ ।  ପୋଲିସ ପକ୍ଷରୁ ପ୍ରଥମ ଥର ପାଇଁ  ଏହି ରକ୍ତଦାନ ଶିବିର ର ଆୟୋଜନ କରାଯାଇଥିବାରୁ ଅଞ୍ଚଳରେ  ବେଶ୍ ପ୍ରଶଂସନୀୟ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026

You Might Also Like