-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
28-Nov-2021
ଲୋଇସିଂହା, ଆଜି ରବିବାର ଦିନ ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ୍ ବୁଢ଼ୀପଦର ପଞ୍ଚାୟତର ବୁଢ଼ୀପଦର ଗ୍ରାମରେ ଅନୁଷ୍ଠିତ ହୋଇଥିବା ଏକଦିବସୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ରେ ମୁଖ୍ୟ ଅତିଥି ରୂପେ କେଶରୀୟା ହିନ୍ଦୁ ବାହିନୀ ରାଜ୍ୟ ସଭାପତି ସନ୍ତୋଷ ଭୋଲଙ୍କ ସହ ଜିଲା କାର୍ଯ୍ୟକର୍ତ୍ତା ଏବଂ ଲୋଇସିଂହା ଓ ଆଗଲପୁର ବ୍ଲକ୍ କାର୍ଯ୍ୟକର୍ତ୍ତା ଯୋଗଦାନ କରିଥିଲେ । ଫାଇନାଲ ମ୍ୟାଚ୍ ରେ ତେତେଲ୍ ଖୁଣ୍ଟି ଦଳ ବୁରୋ ଭାଡି ଦଳ କୁ ୨-୦ ରେ ପରାସ୍ତ କରି ଚମ୍ପିୟାନ ହୋଇଥିଲା।
(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁଙ୍କ ରିପୋର୍ଟ)