-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ମାଧୋସିଂ ଶହିଦ ଦୀବସ ପାଳନ ପାଇଁ ସର୍ବ ଭାରତୀୟ ବିଞ୍ଝାଲ ସମାଜ ପକ୍ଷରୁ ପ୍ରସ୍ତୁତି ବୈଠକ

29-Nov-2021



ପାଟଣାଗଡ (ପୁର୍ଣ୍ଣ ଶଶୀ ଶେଖର ରାଓ) ସର୍ବଭାରତୀୟ ବିଞ୍ଝାଲ ସମାଜ ବଲାଙ୍ଗୀର ପକ୍ଷରୁ ମାଧୋସିଂ ଶହିଦ ଦୀବସ ପାଳନ କରିବା ପାଇଁ ଏକ ପ୍ରସ୍ତୂତି ବୈଠକ ବେଲପଡା ବ୍ଳକ ବେହେରାମୁଣ୍ଡା ଗ୍ରାମ ରେ ଅନୁଷ୍ଠିତ ହୋଇଯାଇଛି । ବେଲପଡା ବ୍ଳକ ସଭାପତି ସୁଗ୍ରେସ ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସର୍ବଭାରତୀୟ ବିଞ୍ଝାଲ ସମାଜ ର ଇଷ୍ଟ ଦେବୀ ମାଁ ବିନ୍ଧ୍ୟ ବାସିନୀ ଙ୍କ ପୂଜାର୍ଚ୍ଚନା ସହ ସାମୁହିକ ପ୍ରାର୍ଥନା କରାଯାଇଥିଲା । ଏଥିରେ ସର୍ବ ଭାରତୀୟ ବିଞ୍ଝାଲ ସମାଜ ଉପଲାଟ ସଭାପତି ତଥା ବଲାଙ୍ଗୀର ଜିଲ୍ଲା ସଭାପତି ଚନ୍ଦ୍ରଶେଖରବାଗ ମୂଖ୍ୟ ଅତିଥି,  ଜିଲ୍ଲା ଉପ ସଭାପତି ଅର୍ଜୁନ ବରିହା ,ବଲାଙ୍ଗୀର ବ୍ଲକ ସଭାପତି କୁଶ ବରିହା, ଜିଲ୍ଲା ସଂପାଦକ ଗନ୍ଧର୍ବ ବରିହା, ଜିଲ୍ଲା କୋଷାଧ୍ୟକ୍ଷ ଯୁଗଳ କିଶୋର

ବରିହା  ,ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ । ସର୍ବ ଭାରତୀୟ ବିଞ୍ଝାଲ ସମାଜ ର ଗର୍ବ ଓ ଗୌରବର ତଥା ଶହୀଦ ବୀର ମାଧୋସିଂ ଙ୍କ ଶହୀଦ ଦିବସ ଡିସେମ୍ବର ୩୧ ରେ  ପାଳନ କରିବା ପାଇଁ ନିଷ୍ପତି ନିଆଯାଇଥିଲା ।  ଶହୀଦ ଦିବସ ପାଳନ ଅବସରରେ ସର୍ବ ଭାରତୀୟ ବିଞ୍ଝାଲ ସମାଜ ପକ୍ଷରୁ ଉପଖଣ୍ଡ ର ସମସ୍ତ କାର୍ଯ୍ୟରତ  ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସମ୍ମାନିତ କରାଯିବା ପାଇଁ  ନିଷ୍ପତ୍ତି ନିଆଯାଇଥିଲା । ଆସନ୍ତା ୩୦.୧୨.୨୦୨୧ ଦିନ କରମା ସମ୍ମିଳନୀ , ଶିକ୍ଷାବିତ ଗନିତ ତାଲିମ ଶିବିର ଲରମ୍ଭା ଠାରେ ଅନୁଷ୍ଠିତ  କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ୨୦୨୨ ନୂତନ ବର୍ଷ ରେ କରମା ସମ୍ମିଳନୀ ବେଲପଡା ବ୍ଳକ ବେହେରାମୁଣ୍ଡା ଗ୍ରାମ ରେ ଅନୁଷ୍ଠିତ ହେବ ବୋଲି ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ଆଗତ କରାଯାଇଥିଲା । ସମାଜ ର ବୈବାହିକ ସମ୍ବନ୍ଧୀୟ ଦାମ୍ପତ୍ୟ ଜୀବନ ରେ ପରସ୍ପର ମଧ୍ୟରେ ଭୁଲ ବୁଝାମଣା ଯୋଗୁଁ  ଦୀର୍ଘଦିନ ଧରି ମନୋମାଲିନ୍ୟ ରହି ଆସୁଥିଲା ଏହା କୁ ନେଇ ଉଭୟ ପକ୍ଷରୁ ସାମାଜିକ ଆଧାର ରେ ପରସ୍ପର ମଧ୍ୟରେ ସଠିକ ବୁଝାମଣା କରି ସର୍ବ ଭାରତୀୟ ବିଞ୍ଝାଲ ସମାଜ ସମ୍ମିଧାନ ଅନୁଚ୍ଛେଦ ର ଧାରା ଅନୁଯାୟୀ ସମାଧାନ କରାଯାଇଥିଲା । ସମାଜ ରେ ବାରମ୍ବାର  ପାରିବାରିକ କଲହ ଘଟୁଥିବା ହେତୁ  ଆମ ସମାଜରେ ଶାନ୍ତି ସ୍ଥାପନ ପରିବର୍ତ୍ତେ ବିଶୃଙ୍ଖଳା ସୃଷ୍ଟି ହେଉଛି

ବୋଲି ମୂଖ୍ୟ ଅତିଥି ଶ୍ରୀ ବାଗ ତାଙ୍କ ବକ୍ତବ୍ୟରେ କହିଥିଲେ ତେଣୁ ଶାନ୍ତି ଶୃଙ୍ଖଳିତ ସମାଜ ଗଠନ କରିବା ହେଲେ ଶିକ୍ଷା ର ଆବଶ୍ୟକ ରହିଛି ବୋଲି କହିଥିଲେ । ଏଥିରେ ବେଲପଡା , ତୁରେକେଲା , ବଙ୍ଗୋମୁଣ୍ଡା ,ମୁରିବାହାଲ, ଖପ୍ରାଖୋଲ , ପାଟଣାଗଡ଼ , ବଲାଙ୍ଗୀର , ଲୋଇସିଂହା ଆଦି ବ୍ଳକ ର ବ୍ଳକ କମିଟି ର ସଭାପତି ବନମାଳୀ ବରିହା , ଶାନ୍ତନୁ ବରିହା ,ଟିକେଚନ ବରିହା ,ହରିବରିହା ,ମହନ ବରିହା ,ଛବିବରିହା ,ଛବିଲାଲ ବରିହା ପ୍ରମୁଖ ଙ୍କ ସମେତ  ପଞ୍ଚାୟତ କମିଟି , ଉପଦେଷ୍ଟା ମଣ୍ଡଳୀ ସମସ୍ତ କର୍ମକର୍ତ୍ତା ସଦସ୍ୟ ଉପସ୍ଥିତ ଥିଲେ ।  ସମାଜ ର ଶତାଧିକ  କର୍ମକର୍ତ୍ତା ସଦସ୍ୟ ମହିଳା ପୁରୁଷ ଯୋଗଦେଇ ଥିଲେ । ବେଲପଡା ବ୍ଳକ ସମ୍ପାଦକ ଦୂର୍ଯୋଧନ ବରିହା ସଭାପରିଚାଲନା କରିଥିବା  ବେଲପଡା ବ୍ଳକ  ସଭାପତି ସୁଗ୍ରେସ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like