-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ରାଜ୍ୟ

ଚାଲିଗଲେ ସାମ୍ବାଦିକତା ଜାଗତ ର ଭୀଷ୍ମ ପିତାମହ, ବରିଷ୍ଠ ସାମ୍ବାଦିକ ସତ୍ୟ ଦାଦା ଙ୍କୁ ଝୁରି ହେଉଛି ବଲାଙ୍ଗିର

29-Nov-2021



ବଲାଙ୍ଗିର (ପ୍ରେରଣା ଖବର): ସାମ୍ବାଦିକ ଜଗତର ଗୋଟିଏ ଯୁଗର ଅବସାନ ଘଟିଲା l ଚାଲିଗଲେ ଜଣେ ଦରଦୀ, ସଚ୍ଚୋଟ, ନିର୍ଭୀକ ତଥା ଜଣେ ସ୍ନେହୀ ମଣିଷ ସତ୍ୟ ବାବା ା ସାମ୍ବାଦିକତା ଜଗତର ଭୀଷ୍ମ ପିତାମହ ସତ୍ୟନାରାୟଣ ବେହେରା ଙ୍କ ଆଜି ଦିନ ୨  ଟା ମିନିଟ୍ ସମୟରେ ନିଜ କଂସାରି ପଡା ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ପରଲୋକ ହୋଇଯାଇଛି l ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ପ୍ରଥମେ ସେ ଭୁବନେଶ୍ବର ର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଥିବା ବେଳେ ମୃତ୍ୟୁ ର କିଛି ଦିନ ପୂର୍ବରୁ ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ l ତେବେ ଡାକ୍ତର ଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ତାଙ୍କ ଆଜି ପ୍ରାଣବାୟୁ ଉଡିଯାଇଥିଲା l ମୃତ୍ଯ ଖବର ପ୍ରଚାରିତ ହେବା ପରେ ସାରା ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ଲ ସତ୍ୟ ଦାଦା ଙ୍କୁ ଝୁରି ହେଉଛି ବଲାଙ୍ଗିର lଶ୍ରୀ ବେହେରାଙ୍କ ୪ ଟି ପୁଅ ଓ ୩ ଟି ଝିଅ ରହିଛନ୍ତି l କିଛି ବର୍ଷ ପୂର୍ବରୁ ଶ୍ରୀ ବେହେରାଙ୍କ ସ୍ତ୍ରୀ ଙ୍କ ପରଲୋକ ହୋଇଥିଲା l ଦୈନିକ ପ୍ରଜାତନ୍ତ୍ର ଖବରକାଗଜରୁ ନିଜର ସାମ୍ବାଦିକତା ବୃତ୍ତି ଆରମ୍ଭ କରିଥିବା ଶ୍ରୀ ବେହେରା ମୃତ୍ୟୁ ପର୍ଯ୍ୟନ୍ତ ସାମ୍ବାଦିକତା ବୃତ୍ତିରେ ସକ୍ରିୟ ଥିଲେ l ଦୈନିକ ପ୍ରତିଦିନ ଖବରକାଗଜର ବଲାଙ୍ଗିର ଜିଲା ପ୍ରତିନିଧି ଭବରେ ସେ ମୃତ୍ୟୁ ପର୍ଯ୍ୟନ୍ତ କାମ କରି ଆସୁଥିଲେ l ଜଣେ ନିଷ୍ଠାବାନ ସାମ୍ବାଦିକତା ଭlବରେ ଶ୍ରୀ ବେହେରାଙ୍କ ସାରା ଓଡିଶାରେ ସୁନାମ ରହିଥିଲା l ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ର ପ୍ରତିଷ୍ଠାତା ସଭାପତି ଭବରେ ଶ୍ରୀ ବେହେରା ସାମ୍ବାଦିକ ମାନଙ୍କ ନେତୃତ୍ୱ ନେଇ ସେମାନଙ୍କ ଅଧିକାର ପାଇଁ ସବୁବେଳେ ଲଢେଇ କରି ଆସୁଥିଲେ l ଜଣେ ଲେଖକ ଓ ମଞ୍ଚ  ଅଭିନେତା ଭବରେ ଶ୍ରୀ ବେହେରାଙ୍କ ଏକ ସ୍ଵତନ୍ତ୍ର ପରିଚୟ ଥିଲା l ଶ୍ରୀ ବେହେରାଙ୍କ ବିୟୋଗରେ ଜିଲ୍ଲା ସାମ୍ବାଦିକ ସଂଘ ଓ ବଲାଙ୍ଗିର ପ୍ରେସ କ୍ଲବ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି l

ବରିଷ୍ଠ ସାମ୍ବାଦିକ ସତ୍ୟ ଦାଦା ଙ୍କ ବିୟୋଗରେ ପ୍ରେରଣା ପରିବାର ପକ୍ଷରୁ ଗଭୀର ଶୋକ ପ୍ରକାଶ କରିବା ସହିତ ଅମର ଆତ୍ମାର ସଦ୍ ଗତି ପାଇଁ ଭଗବାନଙ୍କ ଠାରେ ପ୍ରାର୍ଥନା କରୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026

You Might Also Like