-+91-9937148622 |
prerana_bgr@rediffmail.com |
Saturday 9th May 2026 |
R.N.I. Regd No. ODIODI/2010/46693
Breaking News
29-Nov-2021
ପଦ୍ମପୁର/ପାଇକମାଲ(ନିରଞ୍ଜନ ତ୍ରିପାଠୀ) : ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଆହ୍ଵାନ କ୍ରମେ ଓ ମାନ୍ୟବର ବିଧାୟକ ବିଜୟ ରଞ୍ଜନ ସିଂ ବରିହା ଙ୍କ ପରାମର୍ଶ କ୍ରମେ ଯୁବ ନେତା ଭୋଜରଜ ସିଂ ବରିହା ଙ୍କ ତତ୍ତ୍ଵାବଧାନରେ ଓ ବିଜୁ ଯୁବ ଜନତାଦଳ , ପାଇକମାଲ ବ୍ଲକ ଯୁବ ସଭାପତି ଗୌତମ ସିଂ ଙ୍କ
ନେତୃତ୍ୱ ରେ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୁଲ୍ୟରେ ଆଜି ପାଇକମାଲ ସ୍ଥିତ ନୃସିଂହନାଥ ଧର୍ମଶାଳା ଠାରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା ।ମୁଖ୍ୟ ଅତିଥି ଭାବରେ ଓଡ଼ିଶା ମୋ ପରିବାର ର ବରଗଡ଼ ଜିଲ୍ଲା ସଂଯୋଜକ ଗୌରହରି ମିଶ୍ର ଓ ଯୁବନେତା ଭୋଜରାଜ ସିଂ ବରିହା, ବିଜୁ ଯୁବ ଜନତାଦଳ ବରଗଡ଼ ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ଓ ସମ୍ମାନିତ ଅତିଥି ଭାବରେ ପଦ୍ମପୁର ଟାଉନ ସଭାପତି ପ୍ରିତମ ମେହେର , ପାଇକମାଲ
ବ୍ଲକ ବିଜୁ ଜନତା ଦଳ ସଭାପତି ରାଜେନ୍ଦ୍ର ରାଉତ , ବିଧାୟକ ପ୍ରତିନିଧି ହୃଦାନନ୍ଦ ବାରିକ , ପାଇକମାଲ ବ୍ଲକ ଅଧ୍ୟକ୍ଷ ଅଲତାବ ମହମ୍ମଦ ଯୋଗଦାନ ଦେଇ ରକ୍ତଦାନ ଶିବିର କୁ ଉଦଘାଟନ କରିଥିଲେ ।ଏହି ରକ୍ତଦାନ ଶିବିରରେ ସମୁଦାୟ ୫୧ ୟୁନିଟ ରକ୍ତ ସଂଗ୍ରହ କରାଯାଇପାରିଛି ବୋଲି ଡିଜିଟାଲ ସେକ୍ରେଟାରୀ ସୁଜିତ ଗଡତିଆ ଙ୍କ ଠାରୁ ପ୍ରକାଶ