-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗହଃଜ୍ଜ    (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||     

HOME   ଜିଲ୍ଲା

ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟର ପ୍ରତିଷ୍ଠା ଦିବସ ଉତ୍ସବ

29-Nov-2021



ବ୍ରହ୍ମପୁର (ଉମା ମହାରଣା) :ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟର ୩୨ତମ ପ୍ରତିଷ୍ଠା ଉତ୍ସବ ୨୮ ନଭେମ୍ବର ଅବସରରେ କ୍ଳବ ପରିସରରେ ପୂର୍ବତନ ସଭାପତି ବୃନ୍ଦ ତଥା ସଭ୍ୟ ମାନଙ୍କ ଉପସ୍ଥିତିରେ ମହାସମାରୋହରେ ପାଳିତ ହୋଇଯାଇଛି ।କ୍ଳବର ସଭାପତି କାମରାଜୁ ମହାରଣା ଙ୍କ ସଭାପତି ତ୍ବରେ ଅନୁଷ୍ଠିତ ଏଇ ଉତ୍ସବରେ ପ୍ରତିଷ୍ଠାତା ସଭାପତି ଭଗବାନ ପାଢୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ଳବ ଗଠନର ଇତିହାସ ଉପରେ ବକ୍ତବ୍ଯ ରଖିଥିଲେ ଏବଂ ରୋଟାରୀ ଜିଲ୍ଲା-3262 ରେ ରୋଟାରୀ ଇଷ୍ଟ ସବୁ ସମୟରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବିଷୟ ଗର୍ବର କଥା ଏବଂ ଏହି ଧାରା ବଜାୟ ରଖିବା ପାଇଁପରାମର୍ଶ ଦେଇଥିଲେ ।ଉପସ୍ଥିତ ସମସ୍ତ ପୂର୍ବତନ ସଭାପତି ବୃନ୍ଦ  ନିଜ ନିଜ ସମୟର ଅନୁଭୂତି ସ୍ମରଣ କରି  କ୍ଳବକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ପରାମର୍ଶ ଦେଇଥିଲେ ।ପୂର୍ବତନ ସଭାପତି ବୃନ୍ଦ ଗଦାଧର ରାଉଳ, ଅରୁଣ ଚାନ୍ଦ ଦାଶ,ଶଭ୍ରଭାନୁ ଆଚାରୀ,ସ୍ବରାଜ୍ୟ ସାହୁ, ଧନ୍ବନ୍ତରୀ ରାଓ,ବିଜୟ କୁମାର ପରିଡା, ରାଜେଶ୍ବର  ରାଓ, ଗୌରୀ ଶଙ୍କର ପଣ୍ଡା, ଅଜିତ କୁମାର ପୃଷ୍ଟି, ସୁଧାଂଶୁ ଶେଖର ଖଡ୍ଗରାୟ,ରଞ୍ଜିତ କୁମାର ପାତ୍ର ପ୍ରମୁଖ ବକ୍ତବ୍ଯ ରଖିଥିଲେ ଏବଂ ଅନୁଭୂତି ସ୍ମରଣ କରିଥିଲେ ।ଏହି ଉତ୍ସବରେ ଇନରହ୍ବିଲ ଇଷ୍ଟର ସଭାନେତ୍ରୀ ଗାୟତ୍ରୀ ପଟ୍ଟନାୟକ ଓ ସଭ୍ୟାବୃନ୍ଦ, ରୋଟରୀ ଇନ୍ଟରାକ୍ଟ କ୍ଳବ ର ସଭ୍ୟ ମାନେ ଯୋଗଦେଇ ସଂଗୀତ ଆସରକୁ ଉପଭୋଗ କରିଥିଲେ ।ସଭାପତି ମହାରଣା ସମସ୍ତ ପୂର୍ବତନ ସଭାପତି ମାନଙ୍କୁ ଉପହାର ସହ ସମ୍ବର୍ଦ୍ଧିତ କରିଥିଲେ ।ସଂପାଦକ ଜୟନ୍ତ କିଶୋର ପାତ୍ର ଓ କୋଷାଧ୍ୟକ୍ଷ ଦୁର୍ଗା ରାଓ   ଉତ୍ସବ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗହଃଜ୍ଜ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026

You Might Also Like

  ଜିଲ୍ଲା  

ଜଗହଃଜ୍ଜ