-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||     

HOME   ରାଜ୍ୟ

ସ୍ବର୍ଗତ ସତ୍ଯନାରାୟଣ ବେହେରାଙ୍କ ଦେହାନ୍ତ ମୋ ପାଇଁ ଅପୂରଣୀୟ କ୍ଷତି, ପାଟଣା ଷ୍ଟେଟ ଉପରେ କରିଥିବା ଗବେଷଣା ତାଙ୍କର ଅତୁଳନୀୟ ଅବଦାନ ଥିଲା: ପୁର୍ବତନ ମନ୍ତ୍ରୀ ତଥା ସାସଂଦ ଅନଙ୍ଗ ଉଦୟ ସିଂହଦେଓ

29-Nov-2021



ବଲାଙ୍ଗିର (ପ୍ରେରଣା ଖବର) ସ୍ବର୍ଗତ ସତ୍ଯନାରାୟଣ ବେହେରା ଅର୍ଧଶତାବ୍ଦି ରୁ ଉର୍ଦ୍ଧ୍ବ ଧରି ସାମ୍ବାଦିକ ଭାବରେ ସାରା ରାଜ୍ୟରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟିକରି ପାରିଥିଲେ । ଏହି ବର୍ଷିୟାନ ସାମ୍ବାଦିକ ଏକ ବିରଳ ବ୍ଯକ୍ତିତ୍ବ ତଥା ବହୁମୁଖୀ ପ୍ରତିଭାର ଅଧିକାରୀ ଥିଲେ ସେ ଏକା ଧାରରେ ଜଣେ ସାମ୍ବାଦିକ , ସ୍ତମ୍ବକାର ,  ଲେଖକ , ଗବେଷକ, ନାଟ୍ଯକାର ,  ଚଳଚ୍ଚିତ୍ର ଅଭିନେତା ଭାବରେ ନିଜକୁ ପ୍ରତିଷ୍ଠିତ କରି ପାରିଥିଲେ । ନିର୍ଭିକ , ସ୍ପଷ୍ଟବାଦୀ , ସ୍ୱାଧୀନଚେତା ସାମ୍ବାଦିକ ଭାବରେ ସାରା ରାଜ୍ୟରେ ସୁନାମ ଅର୍ଜନ କରିଥିଲେ । ସ୍ବର୍ଗତ ମହାରାଜ ରାଜେନ୍ଦ୍ର ନାରାୟଣ ସିଂହଦେଓ ଙ୍କ ସହିତ ତାଙ୍କର ବ୍ଯକ୍ତିଗତ ଭାବରେ ଘନିଷ୍ଠ ତଥା ମଧୁର ସମ୍ପର୍କ ଥିଲା । ସ୍ବର୍ଗତ ବେହେରା ମୋର ଜଣେ ଶୁଭାକାଂକ୍ଷୀ ତଥା ଶୁଭଚିନ୍ତକ ଥିଲେ । ସେ ସଦାସର୍ବଦା ପାଟଣା ଇତିହାସ ର ଗବେଷକ ଭାବରେ ନୂଆଁ ନୁଆଁ ତଥ୍ଯ ଲୋକଲୋଚନ କୁ ଆଣିବାରେ ଅନବରତ ଚେଷ୍ଟିତ ଥିଲେ । ତାଙ୍କର ମୃତ୍ଯୁ ଖବର ପାଇ ମୁଁ ଗଭୀର ଭାବରେ ମର୍ମାହତ। ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ମୁଁ ଇଶ୍ବରଙ୍କ ପାଖରେ ପ୍ରାର୍ଥନା କରି ଦିବଙ୍ଗତ ସ୍ବର୍ଗତ ବେହେରା ଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହିତ ତାଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026

You Might Also Like