-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ସାମ୍ବାଦିକ ସତ୍ୟ ନାରାୟଣ ବେହେରାଙ୍କ ବିୟୋଗରେ କଣ୍ଟାବାଞ୍ଜି ପ୍ରେସ କ୍ଲବ ପକ୍ଷରୁ ଶୋକପ୍ରକାଶ

29-Nov-2021



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) : ସାମ୍ବାଦିକ ଜଗତର ଗୋଟିଏ ଯୁଗର ଅବସାନ ଘଟିଲା l ଚାଲିଗଲେ ଜଣେ ଦରଦୀ, ସଚ୍ଚୋଟ, ନିର୍ଭୀକ ତଥା ଜଣେ ସ୍ନେହୀ ମଣିଷ ସତ୍ୟ ଦାଦା ା ସାମ୍ବାଦିକତା ଜଗତର ଭୀଷ୍ମ ପିତାମହ ସତ୍ୟନାରାୟଣ ବେହେରା ଙ୍କ ଆଜି ଦିନ ୨  ଟା ମିନିଟ୍ ସମୟରେ ନିଜ କଂସାରି ପଡା ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ପରଲୋକ ହୋଇଯାଇଛି l ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ସେ ଭୁବନେଶ୍ବର ର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଥିବା ବେଳେ ମୃତ୍ୟୁ ର କିଛି ଦିନ ପୂର୍ବରୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ ରେ ଚିକିତ୍ସିତ ହେଉଥିଲେ l ତେବେ ଡାକ୍ତର ଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ତାଙ୍କ ଆଜି ପ୍ରାଣବାୟୁ ଉଡିଯାଇଥିଲା l ମୃତ୍ଯ ଖବର ପ୍ରଚାରିତ ହେବା ପରେ ସାରା ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି l ଶ୍ରୀ ବେହେରାଙ୍କ ୪ ଟି ପୁଅ ଓ ୩ ଟି ଝିଅ ରହିଛନ୍ତି l କିଛି ବର୍ଷ ପୂର୍ବରୁ ଶ୍ରୀ ବେହେରାଙ୍କ ସ୍ତ୍ରୀ ଙ୍କ ପରଲୋକ ହୋଇଥିଲା l ଦୈନିକ ପ୍ରଜାତନ୍ତ୍ର ଖବରକାଗଜରୁ ନିଜର ସାମ୍ବାଦିକତା ବୃତ୍ତି ଆରମ୍ଭ କରିଥିବା ଶ୍ରୀ ବେହେରା ମୃତ୍ୟୁ ପର୍ଯ୍ୟନ୍ତ ସାମ୍ବାଦିକତା ବୃତ୍ତିରେ ସକ୍ରିୟ ଥିଲେ l ଦୈନିକ ପ୍ରତିଦିନ ଖବରକାଗଜର ବଲାଙ୍ଗିର ଜିଲା ପ୍ରତିନିଧି ଭବରେ ସେ ମୃତ୍ୟୁ ପର୍ଯ୍ୟନ୍ତ କାମ କରି ଆସୁଥିଲେ l ଜଣେ ନିଷ୍ଠାବାନ ସାମ୍ବାଦିକତା ଭlବରେ ଶ୍ରୀ ବେହେରାଙ୍କ ସାରା ଓଡିଶାରେ ସୁନାମ ରହିଥିଲା ଲ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ର ପ୍ରତିଷ୍ଠାତା ସଭାପତି ଭାବରେ ଶ୍ରୀ ବେହେରା ସାମ୍ବାଦିକ ମାନଙ୍କ ନେତୃତ୍ୱ ନେଇ ସେମାନଙ୍କ ଅଧିକାର ପାଇଁ ସବୁବେଳେ ଲଢେଇ କରି ଆସୁଥିଲେ l ଜଣେ ଲେଖକ ଓ ମଞ୍ଚ  ଅଭିନେତା ଭବରେ ଶ୍ରୀ ବେହେରାଙ୍କ ଏକ ସ୍ଵତନ୍ତ୍ର ପରିଚୟ ଥିଲା l ଶ୍ରୀ ବେହେରାଙ୍କ ବିୟୋଗରେ ଜିଲ୍ଲା ସାମ୍ବାଦିକ ସଂଘ ଓ ପ୍ରେସ କ୍ଲବ କଣ୍ଟାବାଞ୍ଜି ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି l

ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରା ଙ୍କ ବିୟୋଗ ରେ କଣ୍ଟାବାଞ୍ଜି ପ୍ରେସ କ୍ଲବ ତରଫରୁ ପ୍ରେସ କ୍ଲବ ପକ୍ଷରୁ ଏକ ଶୋକସଭା ର ଆୟୋଜନ  କରା ଯାଇଥିଲା, lସଭାପତି ପ୍ରବଜିତ ସିଂହ ସାଲୁଜା ଶୋକ ପ୍ରସ୍ତାବ ଆଗତ କରିଥିଲେ, କାର୍ୟ୍ଯକାରୀ ସଭାପତି ସୁରଦାସ ବାଗ, ସମ୍ପାଦକ ସୁବ୍ରତ ମହାକୁର, ଉପସଭାପତି ମନୋଜ ଶର୍ମା, ରଶ୍ମି ରଂଜନ ପୁଟେଲ, କୋଷାଧ୍ୟକ୍ଷ ହନୀ ସିଂହ, ଯୁଗ୍ମ ସମ୍ପାଦକ ଦୀପକ ୟାଦବ, ଅନିଲ ତ୍ରିପାଠୀ, ପରାମର୍ଶଦାତା ଆଶିଷ ଖେତାନ, ବନ୍ଟି ଗୁପ୍ତା, ଆନଂଦ ମୋଟେ, ଅଶୋକ ଖମାରି, କାର୍ଯ୍ୟକାରୀ ସଭ୍ୟ   ଜଗମୋହନ ତାଣ୍ଡି, ଦୀପକ ପାଣିଗ୍ରାହୀ, ସୁଶାନ୍ତ ବେହେରା, ଦିନେଶ ଜୈନ,ବିସିକେଶନ ମାଝୀ, ରୋହନ ମହତ, ବିକାଶ ମିତ୍ତଳ,ଯୁଗଳ କିଶୋର ଶବର, ବିୟୋଗରେ ପ୍ରମୁଖ  ପରିବାର ପକ୍ଷରୁ ଗଭୀର ଶୋକ ପ୍ରକାଶ କରିବା ସହିତ ଅମର ଆତ୍ମାର ସଦ୍ ଗତି ପାଇଁ ଭଗବାନ ଙ୍କ ଠାରେ ପ୍ରାର୍ଥନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like