-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ବାଲ୍ୟ ବନ୍ଧୁ ତଥା ସାମ୍ବାଦିକ ସତ୍ୟ ବେହେରାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କଲେ ନରସିଂହ, ସାମ୍ବାଦିକତା କ୍ଷେତ୍ରରେ ସତ୍ୟ ଚିର ସ୍ମରଣୀୟ ହୋଇ ରହିବ- ନରସିଂହ 

29-Nov-2021



ବଲାଙ୍ଗିର,(ପ୍ରେରଣା ଖବର):  ଆଜି ମଧ୍ୟାହ୍ନରେ ବରିଷ୍ଠ ସାମ୍ଭାଦିକ ସତ୍ୟ ନାରାୟଣ ବେହରାଙ୍କ ବିୟୋଗ ଘଟିଛି । ବାଲ୍ୟ ବନ୍ଧୁଙ୍କ ବିୟୋଗରେ ବଲାଙ୍ଗିର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ନିଜ ଶୋକ ବାର୍ତ୍ତାରେ କହିଛନ୍ତି ଯେ, ସତ୍ୟ ମୋର ବାଲ୍ୟ ବନ୍ଧୁ ଥିଲା । ସ୍କୁଲ ସମୟରୁ ଆମେ ଏକ ସାଙ୍ଗରେ ପଢୁଥିଲୁ । ସ୍କୁଲର ଅନେକ କାର୍ଯ୍ୟକ୍ରମରେ ଆମେ ଯୋଗଦାନ କରିଛୁ । ସ୍କୁଲ ପରେ ମୁଁ  ପାଠ ପଢିବା ପାଇଁ ଅନ୍ୟତ୍ର ଯାଇଥିବା ବେଳେ ତା ସହିତ କିଛି ସମୟ ଦୁରରେ ବ୍ୟତିତ କରିଥିଲି । ପରବର୍ତ୍ତୀ ସମୟରେ ସେ ସାମ୍ବାଦିକତା   ଆରମ୍ଭ କରିଥିଲା । ରାଜ୍ୟର ବିଭିନ୍ନ ପ୍ରତିଷ୍ଠିତ ସମ୍ବାଦ ପତ୍ରରେ ସମ୍ମାନ ଓ ନିର୍ଭୀକତାର ସହ କାମ କରି ସାରା ରାଜ୍ୟରେ ସେ ବେଶ ନାଁ କରିଥିଲା ବୋଲି ଶ୍ରୀ ସ୍ମୃତି ଚାରଣ କରି କହିଛନ୍ତି । ମୁଖ୍ୟତଃ ତାର ବିଭିନ୍ନ ଗଠନମୂଳକ ଲେଖାରେ ସିଦ୍ଧହସ୍ତ ଥିଲା । ସେସବୁ ଲେଖା ସମାଜର ବିଭିନ୍ନ ସମସ୍ୟା ଦୁର କରିବାରେ ପ୍ରଶାସନ ଓ ସରକାରଙ୍କ ପାଇଁ ଖୁବ ସହାୟକ ହେଉଥିଲା । ତା ଛଡା ସାଥୀ ସାମ୍ବାଦିକମାନଙ୍କ ସୁରକ୍ଷା ଓ ବିକାଶ ପାଇଁ ସେ ଆଜୀବନ ଚେଷ୍ଟାରତ ଥିଲା । ଅନ୍ୟ ବନ୍ଧୁଙ୍କ ସହ ଉଦ୍ୟମ କରି ବଲାଙ୍ଗିରରେ ଏକ ସାମ୍ବାଦିକ ସଂଘ ପ୍ରତିଷ୍ଠା କରିବା ସହ   ସଂଘର ପ୍ରଥମ ସଭାପତି ଭାବେ କାମ କରିଥିଲା । ପରେ ପରେ ସେ   କଳା ସଂସ୍କୃତି, ନାଟ୍ୟ ଓ ସାହିତ୍ୟ ଦିଗରେ ଅକର୍ଷିତ ହେବା ସହ ସେ ଦିଗରେ ମଧ୍ୟ ଭଲ ପ୍ରତିଭା ଅଧିକାରୀ ହୋଇ ପାରିଥିଲା । ତା ଭଳି କେହି ଆଜୀବନ ସାମ୍ବାଦିକତା କରିଥିବା  ଖୁବ କ୍ୱଚିତ ଦେଖାଯାଏ ବୋଲି ବିଧାୟକ ଶ୍ରୀ ମିଶ୍ର ପ୍ରକାଶ କରିଛନ୍ତି । ସାମ୍ବାଦିକତା କ୍ଷେତ୍ରରେ ସତ୍ୟ ଚିରସ୍ମରଣୀୟ ରହିବ ।  ଆଜି ଗୋଟି ଗୋଟି କରି ସମସ୍ତ କଥା ମନେ ପଡୁଛି । ତାର ଆବର୍ତ୍ତମାନରେ ଆଜି ଯେଉଁ ଶୁନ୍ୟସ୍ଥାନ ସୃଷ୍ଟି ହୋଇଛି, ତାହା ଆଉ କେହି ପୂରଣ କରି ପାରିବେ ନାହିଁ । ବଲାଙ୍ଗିରରେ ତା ଭଳି ଆଉ ଜଣେ ପ୍ରତିଭା ଜନ୍ମ ନେବା ଅସମ୍ଭବ ଜଣା ପଡୁଛି । ତାର ବିୟୋଗରେ ମୁଁ ଖୁବ ମର୍ମାହତ ବୋଲି କହିଛନ୍ତି ବିଧାୟକ ଶ୍ରୀ ମିଶ୍ର । ଗଭୀର ଶୋକ ପ୍ରକାଶ କରିବା ସହ ଅମର ଆତ୍ମାର ସଦଗତି  କାମନା କରୁଛି । ଏଭଳି ଦୁଃଖଦ ସମୟର ସମ୍ମୁଖୀନ ହେବା ପାଇଁ ଇଶ୍ୱର ପରିବାର ତଥା ବନ୍ଧୁବର୍ଗଙ୍କୁ ଧର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି  ବିଧାୟକ ଶ୍ରୀ ମିଶ୍ର ନିଜ ଶୋକବାର୍ତ୍ତାରେ ପ୍ରକାଶ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like