-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା    (07-May-2026)       ||      ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   (07-May-2026)       ||      ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||     

HOME   ଜିଲ୍ଲା

ପଦ୍ମପୁର ଅଞ୍ଚଳ କଲେଜ ରେ ଏନ .ସି .ସି. ର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ରକ୍ତଦାନ ଶିବିର

29-Nov-2021



ପଦ୍ମପୁର (ପ୍ରେରଣା ଖବର) : ଆଜି  ପଦ୍ମପୁର ଅଞ୍ଚଳ କଲେଜରେ  ଏନ .ସି .ସି. ର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି l ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଲଲିତେନ୍ଦୁ ନାୟକ ଏହି ଶିବିରକୁ ଉଦ୍‌ଘାଟନ କରିଥିଲେ l ଯୁବ ରେଡକ୍ରସ ର ପରାମର୍ଶଦାତା ପ୍ରାଧ୍ୟାପକ ବିଦ୍ୟାଧର ଦାଶ, ପ୍ରାଧ୍ୟାପିକା ଶ୍ରୀମତୀ ତପିନି ପଣ୍ଡା ଓ ଅଧ୍ୟାପକ ପ୍ରମୋଦ କୁମାର ପାଣିଗ୍ରାହୀ ଏହି ଶିବିରକୁ ପରିଚାଳନା କରିଥିଲେ।ମହାବିଦ୍ୟାଳୟ ର ଯୁବ ଅଧ୍ୟାପକ ସଡ଼lନନ୍ ଭୋଇ, ଅଧ୍ୟାପିକା ନିକିତା ଭୋଇ, କର୍ମଚାରୀ ଈଶ୍ୱର ବୁଡେକ୍ ଓ ରେଶମଲାଲ ସାହୁ ତଥା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପୌଲସ୍ତ୍ୟ ସାହା, ଜଳି ପାତ୍ର, କୁସୁମ ବରିହା, ଗୌରବ ଚନ୍ଦ୍ରକାର, ରିକୁ ବେହେରା, ବିଜୟଦେବ ପ୍ରଧାନ, ଆଲୋକ ଖମାରୀ, ବିଭୂତି ରଞ୍ଜନ ଭୋଇ, ବ୍ୟାସଦେବ ଭାଇଁସlଲ ଉପସ୍ଥିତ ଥିଲେ l ଅନ୍ୟମାନଙ୍କ ମଧ୍ୟରେ ଶ୍ରୀମତୀ ସୌଭାଗ୍ୟ ମଞ୍ଜରୀ ବରିହା, ଅଭ୍ୟୁଦିତ୍ ସାହୁ, ଚିନ୍ତାମଣି ବରିହା,ଦିବସ କୁମାର ସାହୁ,ଅଭିରାମ ନାଗ,ରାଜୁ ସାହୁ ପ୍ରମୁଖ ରକ୍ତଦାନ କରିଥିଲେ। ଯୁବ ରେଡକ୍ରସ ର ସ୍ଵେଚ୍ଛାସେବୀ ଚନ୍ଦନ କୁମାର ସାହୁ,ରାକେଶ ହୋତା, ନିବେଦିତା ସାହୁ, ସ୍ଵପ୍ନରlଣି ବିଶ୍ଵାଳ ତଥା ବରିଷ୍ଠ ଲିପିକ ତିକରମ୍ ପଟେଲ କାର୍ଯକ୍ରମ ରେ ସହଯୋଗ କରିଥିଲେ। ସମୁଦାୟ ୨୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ଉପଖଣ୍ଡ ଚିକିତ୍ସାଲୟ, ପଦମପୁର ତରଫରୁ ମହାବିଦ୍ୟାଳୟର ରକ୍ତଦାନ ରେ ଉଲ୍ଲେଖନୀୟ ଅବଦାନ ପାଇଁ ଅଧ୍ୟକ୍ଷଙ୍କୁ ଏକ ଟ୍ରଫି ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା   07-May-2026
  ଜିଲ୍ଲା  
ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   07-May-2026
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026

You Might Also Like