-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଅନ୍-ଲାଇନ ପାଠପଢା ସୁବିଧା ଥିବା ସ୍କୁଲର କୌଣସି ଛାତ୍ରଛାତ୍ରୀ ଯେଭଳି ଇ-କ୍ଲାସ୍‌ରୁ ବଞ୍ଚିତ ହେବେ ନାହିଁ, ସେଥିପାଇଁ ମେ’୧୨ରେ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ

29-Sep-2020



ଘରୋଇ ସ୍କୁଲ ଗୁଡିକ ପକ୍ଷରୁ ଦର୍ଶାଯାଇଥିଲା ଯେ ଆଦାୟ ହେଉଥିବା ଫିର ପ୍ରାୟ ୯୦ରୁ ୯୫ ପ୍ରତିଶତ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବାବଦରେ ଖର୍ଚ୍ଚ ହେଉଛି ଓ ଏପରି ପରିସ୍ଥିତିରେ ସ୍କୁଲ ଫି ଛାଡ କରା ନଯାଉ। ଅନ୍ୟପକ୍ଷରେ ଆଲୋଚନା ପରେ ସ୍କୁଲ ଫି ଛାଡ଼ ପ୍ରସଂଗରେ ଉପରୋକ୍ତ ପ୍ରସ୍ତାବ ଗ୍ରହଣ କରାଯାଇଥିଲା।
ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍ ଓ ଡକ୍ଟର ଜଷ୍ଟିସ ବି.ଆର.ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଆଜି ମାମଲାର ଶୁଣାଣି ସମୟରେ କେତେକ ଘେରାଇ ସ୍କୁଲ ପକ୍ଷରୁ ଏପରି ରିପୋର୍ଟକୁ ବିରୋଧ କରାଯାଇଥିଲା। ଦର୍ଶାଯାଇଥିଲା ଯେ ଏପରି ଆଲୋଚନାରେ ସେମାନେ ପକ୍ଷ ନଥିବା ବେଳେ ସ୍କୁଲ ଫି ଛାଡ଼ ସଂପର୍କିତ ପ୍ରସ୍ତାବ ଗ୍ରହଣୀୟ ନୁହେଁ। ଅନ୍ୟପକ୍ଷରେ ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିଲା ଯେ ଘରୋଇ ସ୍କୁଲ ସଂଘ, ଶିକ୍ଷକ ସଂଘ, ଆବେଦନକାରୀଙ୍କ ପ୍ରତିନିଧି ଓ ଗଣଶିକ୍ଷା ସଚିବଙ୍କ ମଧ୍ୟରେ ଅନୁଷ୍ଠିତ ବୈଠରେ ଏହି ପ୍ରସଂଗର ଆପୋସରେ ସମାଧାନ ପାଇଁ ଉଦ୍ୟମ କରାଯାଇ ଏପରି ପ୍ରସ୍ତାବ ଗ୍ରହଣ କରାଯାଇଛି ଓ ଏହା ସମସ୍ତଙ୍କ ପାଇଁ ଗ୍ରହଣୀୟ ହେବା ଉଚିତ। ଖଣ୍ଡପୀଠ ଆଇନଜୀବୀ ମହମ୍ମଦ ମୁସ୍ତାକ ଅନସାରୀ, ପ୍ରହଲ୍ଲାଦ ରାଉତ ଓ ଓଡ଼ିଶା ଅଭିଭାବକ ମହାସଂଘ ଆବେଦନର ଶୁଣାଣି ଶେଷ କରି ସମସ୍ତ ପକ୍ଷଙ୍କୁ ଲିଖିତ ଯୁକ୍ତି ଦାଖଲ ପାଇଁ ଆଜି ନିର୍ଦ୍ଦେଶ ଦେଇଛନ୍ତି।
*ମାମଲାର ବିବରଣୀରୁ ପ୍ରକାଶ ଯେ ସ୍କୁଲ ଫି ଛାଡ ପ୍ରସଂଗକୁ ନେଇ ହାଇକୋର୍ଟରେ ତିନୋଟି ମାମଲା ରୁଜୁ ହୋଇଥିବା ବେଳେ ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ଘରୋଇ ସ୍କୁଲ ସଂଘ କନଫେଡେରେସନ୍ ଅଫ୍ ଓଡ଼ିଶା ପବ୍ଲିକ୍ ସ୍କୁଲ୍‌ସ୍‌ ଓ ସ୍କୁଲ ଶିକ୍ଷକ ସଂଘ ପିଟିସନ୍ ଦାଖଲ କରିଥିଲେ। ହାଇକୋର୍ଟ ମାମଲାର ଶୁଣାଣି କରି କେନ୍ଦ୍ର, ରାଜ୍ୟ ସରକାର, ସିବିଏସଇ ଓ ଅନ୍ୟ ପ୍ରତିପକ୍ଷଙ୍କୁ ନୋଟିସ୍ ଜାରି କରିଥିଲେ। ଏଥି ସହିତ ଅନ୍-ଲାଇନ ପାଠପଢା ସୁବିଧା ଥିବା ସ୍କୁଲର କୌଣସି ଛାତ୍ରଛାତ୍ରୀ ଯେଭଳି ଇ-କ୍ଲାସ୍‌ରୁ ବଞ୍ଚିତ ହେବେ ନାହିଁ, ସେଥିପାଇଁ ମେ’୧୨ରେ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ଛାତ୍ରଛାତ୍ରୀଙ୍କୁ ୨୦୨୦, ମାର୍ଚ୍ଚ ମାସ ଠାରୁ ଜୁନ ମାସ ପର୍ଯ୍ୟନ୍ତ ସ୍କୁଲ ଫି’ ଛାଡ ପାଇଁ ସମସ୍ତ ଘରୋଇ, ଅନୁଦାନପ୍ରାପ୍ତ ଓ ଅଣଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନକୁ ନିର୍ଦ୍ଦେଶ ଦିଆଯାଉ ବୋଲି ଦର୍ଶାଇ ଆଇନଜୀବୀ ମହମ୍ମଦ ମୁସ୍ତାକ ଅନସାରୀ, ଭୁବନେଶ୍ବରର ପ୍ରହଲ୍ଲାଦ ରାଉତ ଓ ଓଡ଼ିଶା ଅଭିଭାବକ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ ହାଇକୋର୍ଟରେ ପୃଥକ ମାମଲା ଦାୟର କରିଥିଲେ। ଯେତେବେଳ ପର୍ଯ୍ୟନ୍ତ ସ୍ବାଭାବିକ ପରିସ୍ଥିତି ନ ଫେରିଛି ସେତେବେଳ ପର୍ଯ୍ୟନ୍ତ ବିଦ୍ୟାର୍ଥୀଙ୍କ ନିକଟରୁ ଫି ଆଦାୟ କରିବା ଉଚିତ ନୁହେଁ ବୋଲି ଆବେଦନକାରୀ ଦର୍ଶାଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଭି.ନରସିଂହ, ବିଭୁତି ଭୂଷଣ ଚୌଧୁରୀ, ଆଇନଜୀବୀ ରଂଜନ କୁମାର ରାଉତ, ସରକାରଙ୍କ ତରଫରୁ ଆଡଭୋକେଟ ଜେନେରାଲ ଅଶୋକ କୁମାର ପରିଜା, କନଫେଡେରେସନ୍ ଅଫ୍ ଓଡ଼ିଶା ପବ୍ଲିକ୍ ସ୍କୁଲ୍‌ସ୍‌ ତରଫରୁ ବରିଷ୍ଠ ଆଇନଜୀବୀ ବୁଦ୍ଧଦେବ ରାଉତରାୟ ଓ ଅନ୍ୟ ପ୍ରତିପକ୍ଷଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ଅଶୋକ ମହାନ୍ତି ମାମଲା ପରିଚାଳନା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like