-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||     

HOME   ଜିଲ୍ଲା

ଆସୁଛି ବାତ୍ୟା : ୪ରେ ସ୍ଥଳଭାଗ ଛୁଇଁବ, ୩ରୁ ପ୍ରବଳ ବର୍ଷା

30-Nov-2021



ଭୁବନେଶ୍ବର : ଆଣ୍ଡାମାନ ସାଗରରେ ଆଜି ପୂର୍ବାହ୍ନରେ ସୃଷ୍ଟି ହୋଇଥିବା ଲଢୁଚାପ ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ୪ ତାରିଖ ବେଳକୁ ଓଡ଼ିଶା ଉପକୂଳ ଆଡ଼କୁ ଆସିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

ଏହି ଲଘୁଚାପ ଆସନ୍ତା ୨ ତାରିଖ ସୁଦ୍ଧା ଏକ ଅବପାତରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ବାତ୍ୟା ରୂପ ନେବ । ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୩ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ଓ ପବନ ଆରମ୍ଭ ହେବ । ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ । ବାତ୍ୟା ସ୍ଥଳଭାଗ ନିକଟବର୍ତ୍ତୀ ହେବା ବେଳେ ପବନର ବେଗ ଆହୁରି ବଢିପାରେ ବୋଲି ସେ କହିଛନ୍ତି । ମତ୍ସ୍ୟଜୀବୀ ମାନଙ୍କୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରିଦିଆଯାଇଛି ।
ସେ କହିଛନ୍ତି ଯେ ୨ ତାରିଖରେ ଡିପ୍ରେସନରେ ପରିଣତ ହେବା ପରେ ଏହାର ଗତିପଥ ସମ୍ପର୍କରେ ସବିଶେଷ ତଥ୍ୟ ଜଣାପଡ଼ିବ । ତେବେ ବାତ୍ୟା ଦକ୍ଷିଣ-ଓଡ଼ିଶା ଓ ଉତ୍ତର-ଆନ୍ଧ୍ରପ୍ରଦେଶ ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି । (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026

You Might Also Like