-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||     

HOME   ଜିଲ୍ଲା

୧୩ ଦଫା ଦାବୀ ନେଇ ସିପିଆଇ ପକ୍ଷରୁ ତହସିଲ ଅଫିସ ଘେରାଓ

30-Nov-2021



କଂଟାବାଞ୍ଜି(ଆନନ୍ଦ ମୋଟେ): ଭାରତୀୟ କମ୍ୟୂନିଷ୍ଟ ପାର୍ଟି ସିପିଆଇ ପକ୍ଷରୁ ୧୩ ଦଫା ଦାବୀ ନେଇ କଂଟାବାଞ୍ଜି ତହସିଲ ଅଫିସ ଘେରାଉ କରାଯାଇଥିଲା । ସିପିଆଇ କଂଟାବାଞ୍ଜି ଆଂଚଳିକ କମିଟିର ଶତାଧିକ ମହିଲା ପୁରୁଷ ପୁର୍ବତନ ଜିଲ୍ଲା ସହ ସଂପାଦକ ଗୋପାଲ ଭୋଇଙ୍କ ନେତୃତ୍ୟରେ ସ୍ଥାନିୟ ସାପ୍ତାହିକ ବଜାର ରୁ ସହରର ମୁଖ୍ୟ ରାସ୍ତା ଦେଇ ଶୋଭାଯାତ୍ରାରେ ତହସିଲ ଅଫିସ ପହଂଚିଥିଲେ । ସେଠାରେ ବିକ୍ଷୋଭ ପ୍ରଦର୍ଶନ କରି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିରୁର୍ଦ୍ଧରେ ନାରାବାଜି କରିଥିଲେ । ଆଦିବାସି ଦଳିତ ମାନଙ୍କୁ ଦଖଲ ଜମି ପଟ୍ଟା ପ୍ରଦାନ, ବାଦ ପଡିଥିବା ଗରିବ ଲୋକଙ୍କୁ ରାସନ କାର୍ଡ ଯୋଗାଇଦେବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୩ ଲକ୍ଷ ଟଂକା ମଂଜୁରକରି ସମସ୍ତ ଗରିବ ଲୋକଙ୍କୁ ଘର ଯୋଗାଇବା, ସମସ୍ତ ଆଦିବାସି  ଦଳିତ ମୁଲିଆ ଚାଷି ମାନଙ୍କୁ ୫୫ ବର୍ଷରେ ୩ ହଜାର ଟଂକା ପେନସନ ପ୍ରଦାନ କରିବା, ମୁଲିଆ ମାନଙ୍କ ୨୦୦ ଦିନର କାମ ଯୋଗାଇ ଦିଆଦେବା ସହ ୬ ଟଂକା ମଜୁରି ଧାର୍ଯ୍ୟ କରିବା, ଆଦିବାସି ଦଳିତ କ୍ଷେତ ମୁଲିଆ ଉପରେ ହେଉଥିବା ସାମାଜିକ ନିର୍ଯ୍ୟାତନା ବନ୍ଦ କରିବା, ନିତ୍ୟ ବ୍ୟବହାର କାର୍ଯ୍ୟ ଜିନିଷ ଦରଦାମ ହ୍ରାସ କରାଯାଉ, ସମସ୍ତ କୃଷି ଋଣ ଛାଡ କରାଯାଉ ,

ଧାନ କୁଇଣ୍ଟାଲ ୩ ହଜାର ଟଂକା ଧାର୍ଯ୍ୟ କରାଯାଉ, ଜଳ ସେଚନ ବ୍ୟବସ୍ଥା ତ୍ୱରାନିତ କରାଯାଉ, କ୍ଷେତ ମୁଲିଆଙ୍କ ପାଇଁ କେନ୍ଦ୍ରିୟ ଆଇନ ପ୍ରଣୟନ କରାଯାଉ, ବିପିଏଲ କାର୍ଡ ସମସ୍ତଙ୍କୁ ପ୍ରଦାନ କରାଯାଉ , ପାଚିକା ଆଶା ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାଉଣା ୧୮ ହଜାର କରାଯିବ ଭଲି ୧୩ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ତହସିଲଦାର ଅନୁପସ୍ଥିତ ଯୋଗୁ  ଅଫିସ କିରାଣିଙ୍କୁ ପ୍ରଦାନ କରିଥିଲେ । ଏହି ଘେରାଉରେ ସିପିଆଇ ରାଜ୍ୟ ସଂପାଦକ ଆଶିଷ କାନୁନଗୋ, ଖଗସା ଶାଖା ସଂପାଦକ ଉତ୍ତମ ମଲ୍ଲିକ, ପାଣ୍ଡବ ଭୋଇ, କମଲଲୋଚନ ଭୋଇ ସହ ଅନ୍ୟ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026

You Might Also Like