-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

୩୧ ଜଣ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

30-Nov-2021



ପାଟଣାଗଡ଼ (ପୂର୍ଣ୍ଣଶଶୀ ଶେଖର ରାଓ) ) ପାଟଣାଗଡ଼ ଉପଖଣ୍ଡ ବେଲପଡା, ଖପ୍ରାଖୋଲ, ପାଟଣାଗଡ଼ ବ୍ଳକ ରେ ଦିନକୁ ଦିନ ବେଆଇନ କାରବାର ଓ ଅପରାଧ ବଢ଼ିଚାଲିଥିବା ବେଳେ ଏବେ ଦାଦନ ଋତୁ ହୋଇଥିବା ଯୋଗୁଁ ଦିନକୁ ବେଆଇନ ଦାଦନ ଶ୍ରମିକ ଚାଲାଣ ହେଉଥିବା ଦେଖିବାକୁ ମିଳୁଛି। ଏଠାରୁ ପ୍ରତିବର୍ଷ ପ୍ରଚୁର ପରିମାଣରେ ଲୋକେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ରାଜ୍ୟ ସରକାର ଲୋକଙ୍କୁ କାମ ଯୋଗାଇ ଦେଇ ନପାରିବାରୁ ଏମାନେ ବାହାର ରାଜ୍ୟକୁ ଯାଉଥିବା ଶୁଣିବାକୁ ମିଳେ। ଆଗାମୀ ଦିନରେ ପଞ୍ଚାୟତ ନିର୍ବାଚନ ଅଛି କିନ୍ତୁ ଏପଟେ ଭୋଟର ସଂଖ୍ୟା କମିବାରେ ଲାଗିଥିବାରୁ ନିର୍ବାଚନ କମିଶନର ଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସୂଚନାଯୋଗ୍ୟ ଯେ ମଙ୍ଗଳବାର ଦିନ ସକାଳ ୮:୩୦ ସମୟରେ ଖପ୍ରାଖୋଲ ଥାନା କର୍ଲାମାଲ ଗାଁ ର ୩୧ ଜଣ ଦାଦନ ଶ୍ରମିକ ହାଇଦ୍ରାବାଦ ଯିବା ପାଇଁ ବାହାରି ଥିବାବେଳେ କୁର୍ଲୁମାଲ ଛକ ଠାରେ ଖପ୍ରାଖୋଲ ଥାନା ଏ, ଏସ୍, ଆଇ ସାୱନ କେରକେଟା କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲେ। ଏବଂ ଦାଦନ ଶ୍ରମିକ ମାନଙ୍କୁ ଥାନା ପରିସରକୁ ଆଣିଥିଲେ। ପଚରାଉଚରା ପରେ ଦାଦନ ଦଲାଲ୍ କର୍ଲାମାଲ ଗାଁ ର ପ୍ରେମାନନ୍ଦ ପାଣ୍ଡେ ଓ ଲାଠୋର ଥାନା ପୁଟକେଲଚୁଆଁ ର ମୋତିରାମ ମାଝୀ କୁ ଗିରଫ କରିବା ସହ ଏକ ପିକ୍ଅପ୍ ଭ୍ୟାନ OD 17 L 7157 କୁ ଜବତ କରିଯାଇଛି । ଉଦ୍ଧାର ଦାଦନ ଶ୍ରମିକ ମଧ୍ୟରେ ୧୧ ଜଣ ପୁରୁଷ ୮ ଜଣ ମହିଳା ଓ ୧୨ ଜଣ ଶିଶୁ ଥିବା ଜଣାପଡିଛି।ତଦନ୍ତ ପରେ ଜଣାପଡ଼ିଥିଲା ଯେ କୌଣସି ଲାଇସେନ୍ସ କିମ୍ବା ମୋମେଣ୍ଟ ଅର୍ଡର ନ ଥିବାରୁ ଥାନା ରେ କେଶ ନମ୍ବର ୨୦୩/୨୧ ଧାରା ୪୨୦,୩୭୦,୩୭୪,୩୪ ଆଇ ପି ସି ଏକ ମାମଲା ରୁଜୁ କରି ଦୁଇ ଜଣଙ୍କୁ କୋର୍ଟ ଚାଲାଣ କରିଥିବା ତଦନ୍ତ କାରୀ ଅଫିସର ନାରାୟଣ ସାହୁ ସୂଚନା ଦେଇଛନ୍ତି। ଖପ୍ରାଖୋଲ ଥାନା ଅଧିକାରୀ ରମାକାନ୍ତ ସାହୁ ଯୋଗଦେବା ଦିନ ଠାରୁ ଅନେକ ଅପରାଧୀ ଗିରଫ କରିବା ସହ ବେଆଇନ କାରବାର ଉପରେ ରୋକ୍ ଲଗାଉଛନ୍ତି ବୋଲି ଅଞ୍ଚଳବାସୀ ତାଙ୍କୁ କୃତଜ୍ଞତା ଜ୍ଞାପନ କରୁଥିବା ବେଳେ ଲାଠୋର ରେଲୱେ ଷ୍ଟେସନ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଦାଦନ ଚାଲାଣ ହେଉଛି କିନ୍ତୁ ମାତ୍ର ଗୋଟିଏ ଥର ଉଦ୍ଧାର କରି କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଥିବା ଯୋଗୁଁ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ଦେଖାଦେଇଛି। ଏପଟେ ବେଲପଡା ଅଞ୍ଚଳ ଦାଦନ ଦଲାଲ୍ ଙ୍କ ପେଣ୍ଠସ୍ଥଳୀ ପାଳଟିଥିବାବେଳେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନଥିବା ପାଇଁ ଜନସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like