-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜିଲ୍ଲା ବେହେରା ଅଞ୍ଚଳରେ ଚାଲିଛି ବେଧଡକ ମଦ ବିକ୍ରି ।

30-Nov-2021



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
 ମଦ କୋଠୀ କୁ ମଦ ବିକ୍ରି ପାଇଁ ସ୍ଵୀକୃତି ଦେଇଥିବା ବେଳେ ଏହାର ବ୍ୟତିକ୍ରମ ଦେଖା ଦେଇଛି , କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ୍ ବେହେରା ଠାରେ ଏକ ସରକାରୀ ସ୍ଵୀକୃତି ପ୍ରାପ୍ତ ଦେଶି ମଦ ଦୋକାନ ରହି ଥିବା ବେଳେ ବେହେରା ମଦ ଭାଟି ଅଧୀନରେ ଦୁଇଟି ବ୍ରାଞ୍ଚ ପର୍ଲା ଓ ଗୋତୋମୁଣ୍ଡା ଠାରେ ରହିଛି ,କିନ୍ତୁ ଉକ୍ତ ଦୁଇଟି ବ୍ରାଞ୍ଚ ରୁ ବେହେରା ଅଞ୍ଚଳ ର ଅନେକ ଗ୍ରାମ ଓ ଛତିଶଗଡ଼ କୁ ମଦ ଯୋଗାଇ ଦିଆଯାଇଛି ।ନିୟମ ଅନୁଯାୟୀ କେବଳ ମଦ କୋଠୀ ଠାରେ ମଦ ବିକ୍ରି ହେବା ନିୟମ ରହିଛି କିନ୍ତୁ ଏହାର ଖୁଲମ୍ ଖୋଲା ଉଲଂଘନ ହେଇଥିବା ଦେଖିବା କୁ ମିଳିଛି , ଅଞ୍ଚଳ ର ବେହେରାଗୁଡ଼ା , ରାବନଗୁଡ଼ା , ତେତେଲ ପଡା,ପଲସପାନି ,ଛଞ୍ଚାଣ ବାହାଲି, ପର୍ଲା, ଚନାମୁଣ୍ଡା, ସେମଲା , ଲଛିପୁର, ଓ ଅନେକ ଗ୍ରାମ ରହିଛି ତା ସହିତ ଛତିଶ ଗଡ ଦେଭୋଗ୍ ଅଞ୍ଚଳ ର ଝାକର ପଡ଼ା , ଦର୍ଲିପଡ଼ା , କୋ ଦୋଭଟା ,ସରଗିବାହଲି ସମେତ ଅନ୍ୟ ଗ୍ରାମ ମାନଙ୍କୁ ମଦ ଯୋଗାଇ ଥାଆନ୍ତି ଉକ୍ତ ମଦଭାଟି ର କର୍ମଚାରୀ , ଏପରିକି ବେହେରା ମଦ ଭାଟି ନିର୍ମିତ ମଦ ପ୍ୟାକେଟ ରାୟପୁର ରେ ମଧ୍ୟ ମିଳୁଥିବା ସୂଚନା ରହିଛି ,ପ୍ରତ୍ୟେକ ଗାଁ ରେ ମଦ କୋଠୀ ଖୋଳା ଯାଉଥିବା ବେଳେ ମଦ୍ୟପ ଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଫଳରେ ଅଞ୍ଚଳ ରେ ମଦ୍ୟପ ଙ୍କ ଦୌରାତ୍ମ୍ୟ ବଢିବା ସହ ପରିବାର ଭିତରେ ଅସନ୍ତୋଷ ଦେଖାଦେଇଛି ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବାକୁ ଅଞ୍ଚଳ ବାସି ଦାବି କରନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026

You Might Also Like