-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||     

HOME   ଜିଲ୍ଲା

ବାଜି ରାଉତ ଫୁଟବଲ କ୍ଳବ ର ଷଷ୍ଠ ତମ ଟୁର୍ଣ୍ଣାମେଣ୍ଟର ପଞ୍ଚମ ଦିବସ ପାଳନ

30-Nov-2021



ବଲାଙ୍ଗିର (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ଅନ୍ତର୍ଗତ ପଣ୍ଡ୍ରିଜୋର ପଞ୍ଚାୟତ ବିଛୁବାହାଲି ଗାଁ ଖେଳ ପଡିଆରେ ବାଜିରାଉତ ଫୁଟବଲ କ୍ଳବ ତରଫରୁ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ପଞ୍ଚମ ଦିବସ ପାଳନ କରାଯାଇଛି। ଏହି ଖେଳ ଟି ୬/୧୧/୨୧ ରୁ ଆରମ୍ଭ ହୋଇ ଆଜି ପଞ୍ଚମ ଦିବସ ରେ ପହଞ୍ଚି ଥିବା ଜଣାପଡିଛି।ଆଜି ପଞ୍ଚମ ଦିବସ ରେ ପ୍ରଥମ ରାଉଣ୍ଡ ରେ ବାହାବଲ ଓ ଜାମବାହାଲ ମଧ୍ୟରେ ପ୍ରତିଯୋଗିତା ହୋଇଥିବା ବେଳେ ବାହାବଲ କୁ ଗୋଟିଏ ଗୋଲ ଦେଇ ଜାମବାହାଲ ବିଜୟ ହାସଲ କରିଛି। ଦ୍ବିତୀୟ ରାଉଣ୍ଡ ରେ ବଡ଼ଗାଁ ମୁଣ୍ଡା ଓ ଧୁନସୁ ଭିତରେ ପ୍ରତିଯୋଗିତା ହୋଇଥିଲା ଏବଂ ସେଥିରେ ଧୁନ୍ସୁ କୁ ୫ ଟି ବଡ଼ଗାଁ ମୁଣ୍ଡା ବିଜୟୀ ହୋଇଛି। ଆସନ୍ତା କାଲି କଣ୍ଟାବାଞ୍ଜି ସହର ଓ ବିଛୁବାହାଲି ମଧ୍ୟରେ କ୍ବାଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି କମିଟିର ସଭାପତି ଦୂର୍ଜନ ମାଝୀ ଓ ସମ୍ପାଦକ ଦେବାର୍ଚନ ମାଝୀ ସୂଚନା ଦେଇଛନ୍ତି। ଆଜି ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ସଲଣ୍ଡି ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ଦୁଲ୍ଳଭ ବଏ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ସଲଣ୍ଡି ଗାଁ ର ଉପେନ୍ଦ୍ର ପୁଞ୍ଜି ଯୋଗଦାନ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ବାହାବଲ ଗାଁ ର ଉପେନ୍ଦ୍ର ପ୍ରଧାନ କମେଟ୍ମେଣ୍ଟ କରୁଥିବା ବେଳେ ଅମ୍ପେୟାର ଭାବେ ବିଛୁବାହାଲି ଗାଁ ର ବିବଚ୍ଛ ମାଝୀ, ବୈଷ୍ଣବ ତାଣ୍ଡି,ବିଶ୍ବାମ୍ବର ଭୋଇ କାର୍ଯ୍ୟ ତୁଲାଉଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026

You Might Also Like