-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ଜିଓଟେଗ ସଂଘ ତରଫରୁ ବିଭିନ୍ନ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ଯରେ ବିଡ଼ିଓ ଙ୍କୁ ଦାବିପତ୍ର

30-Nov-2021



ବଲାଙ୍ଗୀର/ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଜିଓଟେଗ ସଂଘ ତରଫରୁ ବିଭିନ୍ନ ସମସ୍ୟାକୁ ନେଇ ବିଡ଼ିଓ ରାମଚନ୍ଦ୍ର ଖାଡିଆଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି l ଜିଓଟେକ କହିବାନୁଯାୟୀ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ଚିଠି ନମ୍ବର୧୧୯୨୭/୫.୭.୨୦୧୭ ଅନୁଯାୟୀ  ନିୟୋଜିତ ଅଛନ୍ତି l ବିଗତ ୫ ବର୍ଷଧରି ଗ୍ରାମୀଣ ବାସଗୃହ ଯୋଜନା ଅନ୍ତର୍ଗତ PMAY(G), BPGY, IAY, NSPGY ଯୋଜନାରେ କାର୍ଯ୍ୟ କରୁଛନ୍ତି l ହିତାଧିକାରୀଙ୍କ ଠାରୁ କାଗଜପତ୍ର ସଂଗ୍ରହ କରିବା ସହ ସେମାନଙ୍କ ଅନଲାଇନ ରେଜିଷ୍ଟ୍ରସନ କରିବା, ଆବାସ ଆପରେ ଜିଓଟେଗିଙ୍ଗ କରିବା, ବାସଗୃହ ସମ୍ପୂର୍ଣ କରିବାରେ ହିତାଧିକାରୀଙ୍କୁ ସହଯୋଗ କରିବା l ଆମଘର ଆପରେ ସମ୍ପୂର୍ଣ,ଅସମ୍ପୂର୍ଣ ଘର ଗୁଡିକ ଜିଓଟେଗିଙ୍ଗ କରିବା, ପଂଚାୟତର ସମସ୍ତ ପ୍ରକାର ଅନଲାଇନ ଡାଟାଏଣ୍ଟ୍ରି କାମକରି ପିଇଓଙ୍କୁ ସମ୍ପୂର୍ଣ ସହାୟତା କରିବା l ଏହାଛଡା କୋଭିଡ-୧୯ ମହାମାରୀ ସମୟରେ ଟିଏମସି ମାନଙ୍କରେ ନିୟୋଜିତ ରହି ସମସ୍ତ ପ୍ରକାର କାର୍ଯ୍ୟ କରିବା ସହ ଘର ଘର ବୁଲି ସରକାରଙ୍କ ସାମାଜିକ  ସୁରକ୍ଷା ଯୋଜନାରେ ଭତ୍ତା, ରାସନ ବଣ୍ଟନ କରିବାରେ ସମ୍ପୂର୍ଣ ସହଯୋଗ l ବର୍ତମାନ ସରକାରଙ୍କ ବିଭିନ୍ନ  ଜନ କଲ୍ୟାଣକାରି ସଫଳ ରୂପାୟନ ପାଇଁ କାର୍ଯ୍ୟରେ ଜଡିତ ହେବା ଇତ୍ୟାଦି ଅନେକ ଗୁଡିଏ କାର୍ଯ୍ୟ l କିନ୍ତୁ ଦୁଃଖର ବିଷୟ ଏହା ଯେ ଏତେସବୁ କାର୍ଯ୍ୟକରି ମଧ୍ୟ ସରକାର ଜିଓଟେଗଙ୍କ ପ୍ରତି ଉଦାସୀନ ମନୋଭାବ, ଆବାସ ଆପରେ ମାତ୍ର ୫୦ ଟଙ୍କା ଜିଓଟେଙ୍କୁ ଦିଆଯାଉଛି l ଏଣୁ ଜିଓଟେଗ ସଂଘର ସରକାରଙ୍କ ଠାରେ ମୁଖ୍ୟଦାବୀ ଏହା ଯେ ମାସିକ ମାନଦେୟ ସହିତ କାର୍ଯ୍ୟ ଚିଠା ପ୍ରଦାନ କରାଯାଉ l ପଂଚାୟତି ସ୍ତରରେ ଜିଓଟେଗଙ୍କୁ ଡାଟାଏଣ୍ଟ୍ରି ପଦବୀ ସହ ଏକାଉଣ୍ଟାଣ୍ଟ ପଦବୀରେ ନିଯୁକ୍ତି କରାଯାଉ l ମାସିକ ମୋବିଲିଟି ସପୋର୍ଟ ଦିଆଯାଉ l ଟେଗ ଅଫିସର ବୋନସ ପ୍ରଦାନ କରାଯାଉ l ଦାବିପତ୍ର ପ୍ରଦାନ ସମୟରେ ଜିଓଟେଗ ସଭାପତି ଅନିଲ ତାଣ୍ଡି, କାର୍ଯ୍ୟକାରୀ ସଭାପତି ଅଶୋକ କୁମାର ବେହେରା, ସମ୍ପାଦକ ଅନିଲ ଜାଲ, ସହ ସମ୍ପାଦକ ସ୍ୱାଧୀନ କୁମାର ସା, କୋଷାଧ୍ୟକ୍ଷ ବୟମକେଶ ଥନାପତି ସହ ଅନ୍ୟମାନେ ଉପସ୍ଥିତ ରହି ଦାବୀ ପ୍ରଦାନରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like