-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ସହିତ ଅନୁବନ୍ଧିତ ହୋଇଛି ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜି

30-Nov-2021



 ବଲାଙ୍ଗୀର(ପ୍ରେରଣା ଖବର) : ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ  ସହିତ  ଅନୁବନ୍ଧିତ  ହୋଇଛି  ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍  ଟେକ୍ନୋଲୋଜି । ଆଜି ରାଜେନ୍ଦ୍ର  ବିଶ୍ବବିଦ୍ୟାଳୟ ର କୁଳପତି ପ୍ରଫେସର୍  ଉମାବଲ୍ଲଭ ମହାପାତ୍ର   ସକମା ସ୍ଥିତ ଯୁବୋଦୟ ଶିକ୍ଷାନୁଷ୍ଠାନ   ପରିଦର୍ଶନ କରି  ଅନୁଷ୍ଠାନ ର ଭିତ୍ତିଭୂମି ପରଖିଥିଲେ ଓ ବିଭିନ୍ନ  ବିଷୟ ସଂପର୍କରେ  ପଚାରିଥିଲେ । 
ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍  ଟେକ୍ନୋଲୋଜି ର ଅଧ୍ୟକ୍ଷ   ଡକ୍ଟର  ସୁବ୍ରତ କୁମାର ମହାନ୍ତି  ଓ ପ୍ରଶାସନିକ  ଅଧିକାରୀ  ମାନସରଞ୍ଜନ  ମହାପାତ୍ର  ତାଙ୍କୁ  କଲେଜ ର ବିଭିନ୍ନ  ବିଭାଗ  ବୁଲେଇ  ଦେଖାଇଥିଲେ ଓ ପରେ ଅନୁଷ୍ଠାନ ଉପରେ ସନ୍ତୋଷ  ପ୍ରକାଶ କରି ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ସହ ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍  ଟେକ୍ନୋଲୋଜି ର ଅନୁବନ୍ଧନ ପତ୍ର  କଲେଜକୁ  ହସ୍ତାନ୍ତର  କରିଥିଲେ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ଉମାବଲ୍ଲଭ ମହାପାତ୍ର । ଏହି ପରିଦର୍ଶନ  ସମୟରେ  କୁଳପତି ପ୍ରଫେସର   ମହାପାତ୍ର ଙ୍କ  ସହ ଉଦ୍ଭିଦ ବିଜ୍ଞାନ  ପ୍ରଫେସର   ଯଜ୍ଞେଶ୍ବର ସାହୁ ଉପସ୍ଥିତ ଥିଲେ। ସୂଚନାଯୋଗ୍ଯ ଯେ  ଗତ ଏକ ଦଶନ୍ଧିରେ  ଯୁବୋଦୟ  ନିଜର ନିଆରା କାର୍ଯ୍ୟ ଶୈଳୀ ଓ ଶିକ୍ଷା ଦାନର  ନୂଆ  ତରିକା ପାଇଁ  ସବୁବେଳେ  ଚର୍ଚ୍ଚା ରେ ରହି  ଆସିଛି। ଗତ ଦଶନ୍ଧିରେ ଯୁକ୍ତ ଦୁଇ ପରୀକ୍ଷାରେ ସମଗ୍ର  ଓଡିଶା ରେ  ଆପଣାର ରିଜଲ୍ଣ ପାଇଁ  ଚର୍ଚ୍ଚା ରେ ରହି ଆସିବା ସହ   ଫ୍ରେସର  ଛାତ୍ର ଛାତ୍ରୀ ସରକାରୀ ମେଡିକାଲ କଲେଜ ଓ ଇଞ୍ଜିନିୟରିଂ କଲେଜ ରେ  ନାମ ଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହେବା   ପାଇଁ  ଚର୍ଚ୍ଚା ରେ ରହିଆସିଛି । ଉତ୍ତମ ଗୁଣବତ୍ତା ର ଶିକ୍ଷାଦାନ ସହ ଯୁବୋଦୟ  ସବୁବେଳେ ନିଜକୁ ଶିକ୍ଷା  ପାଇଁ  ସମର୍ପିତ  କରି ଆସିଥିବାରୁ  ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ସହ ଅନୁବନ୍ଧିତ  ହେବା ପରେ ନିଜକୁ  ଶ୍ରେଷ୍ଠ  ଅନୁଷ୍ଠାନ  ଭାବରେ  ପ୍ରତିପାଦିତ କରିପାରିବ ବୋଲି  ଆଶା କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ