-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ରକ୍ତଦାନ ଶିବିର ଓ ସଚେତନତା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

30-Nov-2021



ବରଗଡ଼(ନିରଞ୍ଜନ ତ୍ରିପାଠୀ) : ଆସନ୍ତା ଡିସେମ୍ବର ୩୧ ସହିଦ୍ ଦିବସ ଅବସର ରେ ରାଜ୍ ମିଡ଼ିଆ ପରିବାର ପକ୍ଷରୁ ହେବାକୁ ଥିବା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ପାଇଁ ଓଡ଼ିଶା ର ତଥା ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳି ପଞ୍ଚାୟତ ୫୩ନଂ ଜାତୀୟ ରାଜପଥ ସମ୍ବଲପୁର - ବରଗଡ଼ ୱେ କଡ଼ରେ ଥିବା ଅଷ୍ଟଶମ୍ଭୁ ବିଶ୍ଵେଶ୍ଵର ବାବା ସରଣ୍ଡା ଙ୍କ ପୀଠ ରେ ରାଜ୍ ମିଡ଼ିଆ ପରିବାର ପଶ୍ଚିମ ଓଡ଼ିଶା ଚିଫ ବ୍ୟୁରୋ ଙ୍କ ଆହ୍ବାନ କ୍ରମେ ବିଦ୍ରୋହୀ କବି ତଥା ଅବସର ପ୍ରାପ୍ତ ଶିକ୍ଷକ କୈଳାଶ ମହାରଣା ଙ୍କ ସଭାପତିତ୍ବ ରେ ସ୍ଥାନୀୟ ଅଞ୍ଚଳବାସି ଙ୍କ ସହଯୋଗ ରେ ପ୍ରାକ୍ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ଅବସର ରେ ନବୀନ ଦାଶ,ଶଙ୍କର ବାରିକ,ଅମୃତ ବାରିକ,ଦୁର୍ଲ୍ଲଭ ଗଡତିଆ ଯୋଗ ଦେଇ ଶିବିର କୁ ସଫଳ ମଣ୍ଡିତ୍ୟ କରିବା ପାଇଁ ନିଷ୍ପତ୍ତି ନେବା ସହ ଆଗାମୀ ଦିନରେ ଜନ ସମାଜ ପାଇଁ ଅନେକ ଜନ ହିତକର କାର୍ଯ୍ୟ ହାତକୁ ନିଆଯିବ ବୋଲି ନିଜ ନିଜ ବକ୍ତବ୍ୟ ରେ ପ୍ରକାଶ କରିଥିଲେ।ପ୍ରସ୍ତୁତି ବୈଠକ ପାଇଁ ଭରସା ପରିବାର ତଥା ସମାଜ ସେବୀ ନିହାଳ ସିଂ,ସମାଜ ସେବୀ,ଗବେଷକ ତଥା ଅଧ୍ୟାପକ ଅଜିତ କୁମାର ନାଥ,ଶିକ୍ଷକ ମନୋଜ କୁମାର ଭୋଇ, ଅଞ୍ଚଳର ରକ୍ତଦାତା ଭାବରେ ଥିବା ଲୋକେଶ୍ଵର ପ୍ରଧାନ ଓ ବୁର୍ଲା ରକ୍ତ ଭଣ୍ଡାର ଙ୍କ ସହିତ ଯୋଗାଯୋଗ କରି ଅନୁଷ୍ଠିତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ରେ ଜନ ସଚେତନତା କାର୍ଯ୍ୟକ୍ରମ ସହ ମାଗଣାରେ ବ୍ଲଡ ଗୃପିଂଗ ଟେଷ୍ଟ,ହିମୋଗ୍ଲୋବିନ ଟେଷ୍ଟ କରାଯିବାର ଲୋକଙ୍କ ପାଇଁ ସଚେତନ ର ବାର୍ତ୍ତା ରହିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇ ଥିଲା।ରକ୍ତଦାନ ଶିବିର ରେ ସ୍ଵତନ୍ତ୍ର ଭାବରେ ଅଞ୍ଚଳ ରୁ ଯବାନ, କିଶାନ୍,ବିଦ୍ୱାନ ଙ୍କୁ ନିମନ୍ତ୍ରିତ କରାଯାଇ ତିନି ଭବ୍ୟ ଗୁରୁ ପୂଜ୍ୟ ଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ଏକ ପ୍ରସ୍ତାବ ରହିଥିଲା।ପରିଶେଷରେ ଦୁର୍ଲ୍ଲଭ ଗଡତିଆ ଧନ୍ୟବାଦ ଅର୍ପଣ କରିଥିବାବେଳେ ଆଗାମୀ ଡ଼ିସେମ୍ବର ପ୍ରଥମ ରୁ ନିର୍ଦ୍ଧାରିତ ସମୟ ଅନୁଯାୟୀ ଆଉ ଏକ ଗୁରୁତ୍ୱ ପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାର ସ୍ଥିରୀକୃତ ହୋଇଛି।ଯାହା ଅତିଥି ମାନଙ୍କ ଆତିଥ୍ୟ,ସହଯୋଗ,ସହାନୁଭୂତି,ଭଳ ପାଇବା,ଉପସ୍ଥିତି ଜାହିର କରି ଆଗାମୀ ପୁଣ୍ୟ ଦିବସରେ ହେବାକୁ ଥିବା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର କୁ ସହିଦ୍ ପରିବାର ମାନଙ୍କ ପାଇଁ ଉତ୍ସର୍ଗୀକୃତ କରାଯିବ ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like