-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ପୋଷ୍ୟ ସନ୍ତାନ ମାସ  ପାଳିତ

01-Dec-2021



ବଲାଙ୍ଗିର, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ପୋଷ୍ୟ ସନ୍ତାନ ମାସ  ଡି,ସି,ପି,ଓ, ଲକ୍ଷ୍ମୀ ସିଂ ନେତୃତ୍ୱରେ ଆରମ୍ଭ ହୋଇଥିଲା ଏହି ଅବସରରେ ଏକ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ରଥକୁ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଉକ୍ତ ରଥର ଉଦ୍‌ଘାଟନୀ ଉତ୍ସବରେ ଟିଟିଲାଗଡ଼ ଉପଜିଲ୍ଲାପାଳ ମନୋଜ ସତ୍ୟବନ ମାହାଜନ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥିଲେ । ସେହିପରି ଅନ୍ୟମାନଙ୍କ ମଧ୍ୟରେ ଶିଶୁ ମଙ୍ଗଳ ସମିତି, ବଲାଙ୍ଗିରର ଅଧ୍ୟକ୍ଷ ଯୋଗେଶ୍ୱର ମହାନ୍ତି, ସଭ୍ୟ ଡ. ଗୋଦାବରୀଶ ରଥ, ବିରଞ୍ଚି ବହିଦାର, ନନ୍ଦିକିଶୋର ଷାଣ୍ଢ, ସୁନିତା ତ୍ରିପାଠୀ, ଡି.ଏସ୍‌.ଡବ୍ଲୁ.ଓ ଶାନ୍ତିଲାଲ ଦୀପ ପ୍ରମୁଖ ଉପସ୍ଥିତ ଥିଲେ । ଏହାପରେ ଜିଲ୍ଲପାଳଙ୍କ ସମ୍ମିଳନୀ କକ୍ଷରେ ପୋଷ୍ୟ ସନ୍ତାନ ଗ୍ରହଣ ସଂପର୍କିତ ପ୍ରଣାଳୀ, ବ୍ୟବସ୍ଥା ଉପରେ ଏକ କର୍ମଶାଳା ତଥା ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା । ଏହି କର୍ମଶାଳାରେ ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଆଇନ୍‌ସିଦ୍ଧ ଭାବେ ପୋଷ୍ୟ ସନ୍ତାନ ଗ୍ରହଣର ବ୍ୟବସ୍ଥାକୁ ଜନମାନସରେ ପ୍ରଚାର ପ୍ରସାର କରିବା ସହ ଏହାର ଭଲଦିଗ ସବୁକୁ ତାଙ୍କଠାରେ ପହଞ୍ଚାଇ ପାରିଲେ ଆମର ଉଦ୍ଦେଶ୍ୟ ସଫଳ ହେବ ବୋଲି ପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦିଲିପ କୁମାର ପଟେଲ, ଡି.ଏସ୍‌.ଡବ୍ଲୁ.ଓ ଶାନ୍ତିଲାଲ ଦୀପ, ଡିଏସଏସ୍‌ଓ ନବକୃଷ୍ଣ ସାହୁ, ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଯୋଗେଶ୍ୱର ମହାନ୍ତି ପୋଷ୍ୟ ସନ୍ତାନ ଗ୍ରହଣର ଆବଶ୍ୟକତା, ଜିଲ୍ଲାର ସ୍ଥିତି, ଆଇନଗତ ବ୍ୟବସ୍ଥା ଓ ଆନ୍ତଃ ବିଭାଗୀୟ ସମନ୍ୱୟ ଉପରେ ଆଲୋକପାତ କରିଥିଲେ । ଏହାପରେ ପୋଷ୍ୟ ସନ୍ତାନ ଗ୍ରହଣ ଅଧିନିୟମ ୨୦୧୭ରେ ପୋଷ୍ୟ ସନ୍ତାନ ଗ୍ରହଣର ନିୟମାବଳୀ, ବିଧି ବ୍ୟବସ୍ଥା ଉପରେ ଏକ ଖୋଲା ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମକୁ ଯୋଗେଶ୍ୱର ମହାନ୍ତି, ସିଡବ୍ଲୁସି ଅଧ୍ୟକ୍ଷ, ଡିସିପିୟୁର ସୁଧାଂଶୁ ଶେଖର କୁମ୍ଭାର ପରିଚାଳନା କରିଥିଲେ । ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ କିଶୋର ନ୍ୟାୟ ପରିଷଦ, ଶିଶୁ ମଙ୍ଗଳ ସମିତିର ସଭ୍ୟ ସଭ୍ୟା, ସମସ୍ତ ବ୍ଲକର ସିଡିପିଓ,

ସୁପରଭାଇଜର, ସ୍ୱୟଂସହାୟିକା ଦଳର ସଦସ୍ୟା, ଚାଇଲ୍ଡ ଲାଇନ, ସଖୀ ୱାନ ଷ୍ଟପ ସେଣ୍ଟରର କର୍ମକର୍ତ୍ତା ସକ୍ରିୟ ଅଂଶଗ୍ରହଣ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ଲକ୍ଷ୍ମୀ ସିଂ ଡି.ସି.ପି.ଓ ପରିଚାଳନା କରିଥିଲେ ଓ ସାମାଜିକ କର୍ମୀ ଅରୁଣ ଖୁଆସ ସହଯୋଗ କରିଥିଲେ । ଡିସିପିୟୁର ଏଲପିଓ ଦିଗମ୍ବର କର ସମସ୍ତଙ୍କୁ ସ୍ୱାଗତ ଜଣାଇଥିବା ବେଳେ ପିଓ, ଆଇ.ସି. ଚୁଡାମଣି ପଣ୍ଡା ଧନ୍ୟବାଦ ପ୍ରଦାନ କରିଥିଲେ ।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026

You Might Also Like