-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର: ଆଞ୍ଚଳିକ ପରିବହନ ଅଧିକାରୀ ଙ୍କ କାର୍ଯ୍ୟାଳୟ ଆନୁକୁଲ୍ୟରେ  "ରକ୍ଷକ୍"  କାର୍ଯକ୍ରମ

01-Dec-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) : ଗତକାଲି ଆଞ୍ଚଳିକ ପରିବହନ ଅଧିକାରୀ ଙ୍କ କାର୍ଯ୍ୟାଳୟ ସୁବର୍ଣ୍ଣପୁର ଙ୍କ ଆନୁକୂଲ୍ୟରେ  "ରକ୍ଷକ୍"  କାର୍ଯକ୍ରମ ଅନ୍ତର୍ଗତ ଫାର୍ଷ୍ଟ ରେସପୋଣ୍ଡର ଟ୍ରେନିଂ  ଦୁଇ ଟି ପର୍ଯ୍ୟାୟ ଯଥା ଜିଲ୍ଲା ପରିବହନ କାର୍ଯ୍ୟାଳୟ ଓ ଜିଲ୍ଲା ସଂସ୍କୃତି ଭବନ ସଭା ଗୃହରେ ରେ  ଅନୁଷ୍ଠିତ ହୋଯାଇଅଛି ।
କାର୍ଯ୍ୟକ୍ରମ ରେ ପ୍ରଥମ ପର୍ଯ୍ୟାୟ ରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ , ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଅନୁଷ୍ଠାନିକ ଉଦଘାଟନ କରିଥିଲେ l ଏହି ଅବସରରେ ଅନ୍ୟାନ୍ୟ ଅତିଥିଭାବେ ଅଶ୍ବିନୀ କୁମାର ଭୋଇ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ,ଉପ ଆରକ୍ଷୀ ଅଧିକ୍ଷକ ହେମସାଗର ନନ୍ଦ , ଉପଖଣ୍ଡ ଆରକ୍ଷୀ ଅଧିକାରୀ ପୁଷ୍ପାଞ୍ଜଳି ନିଙ୍ଗୀ ପ୍ରମୁଖ ଯୋଗଦେଇଥିଲେ ।
ଏହି ଅବସରରେ ଆୟୋଜିତ ସଭାରେ ପରିବହନ ଅଧିକାରୀ ରବିନ ପଟ୍ଟନାୟକ ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିବା ସହ କାର୍ଯ୍ୟକ୍ରମ ର ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ବିଷଦ ସୂଚନା ପ୍ରଦାନ କରି ସଭା କାର୍ଯ୍ୟ କୁ ପରିଚାଳନା କରିଥିଲେ। ମୁଖ୍ୟ ଅତିଥି ଶ୍ରୀ ଦାଶ ନିଜର ବକ୍ତବ୍ୟ ରେ ଏହି କାର୍ଯ୍ୟକ୍ରମ ଦ୍ୱାରା ନିଶ୍ଚିତ ଭାବେ ଅନେକ ମୂଲ୍ୟବାନ ଜୀବନ କୁ ବଞ୍ଚା ଯାଇପାରିବ ବୋଲି କହିବା ସହ ଆମେସମସ୍ତେ ମାନବିକତାର ପରିଚାୟକ ଭାବେ କାର୍ଯ୍ୟ କରି ଅନେକ ମୂଲ୍ୟବାନ ଜୀବନ ର ରକ୍ଷା କରିପାରିବା ସହ ଅନ୍ୟମାନଙ୍କୁ ମଧ୍ୟ ଏଥି ପ୍ରତି ଉତ୍ସାହିତ କରିବାକୁ ଗୁରୁତ୍ୱାରୋପ କରିଛନ୍ତି l ଏହା ଏକ ସାମୁହିକ ଦାୟିତ୍ୱ ଏଣୁ ଏହାର ବହୁଳ ପ୍ରଚାର ପ୍ରସାର ସାଙ୍ଗକୁ ସୁବ୍ୟବସ୍ଥିତ ଓ ସୁଚାରୁରୂପେ ସମ୍ପାଦନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ କରିଛନ୍ତି l ଏହି ପରି ପ୍ରେକ୍ଷୀରେ ପାୱାର ପଏଣ୍ଟ ମାଧ୍ୟମ ରେ କାର୍ଯ୍ୟକ୍ରମ ସଂକ୍ରାନ୍ତୀୟ ବିଷୟ ଉପରେ ଭିଡିଓ କ୍ଲିପ ପ୍ରଦର୍ଶନ କରାଯାଇଥିଲା l  କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଜିଲ୍ଲାର ୯ ଜଣ ରାଜ୍ୟ ସ୍ତରୀୟ ଜୁନିଅର ଏବଂ ସିନିୟର୍ ରେଡକ୍ରସ ସଦସ୍ୟ ଯଥା ଶ୍ରୀ ରବି ଚନ୍ଦ୍ର ପଶାୟତ, ରୁପବନ୍ତ ପାଧାନ, ଆଶୁତୋଷ ହୋତା, ସଦାନନ୍ଦ ନାଏକ, ଆଶିଷ କୁମାର ନାଏକ, ସସ୍ମିତା ସାହୁ, ତପସ୍ଵିନୀ ଦାସ, ଚନ୍ଦ୍ର ଶେଖର ମହାପାତ୍ର, ଚନ୍ଦ୍ରମଣି ବାଗ ପ୍ରମୁଖ ଫାର୍ଷ୍ଟ ରେସ୍ପଣ୍ଡର ମାନଙ୍କୁ ଆବଶ୍ୟକୀୟ ପ୍ରାଥମିକ ଚିକିତ୍ସା ର ତାଲିମ୍ ପ୍ରଦାନ କରିଥିଲେ।କାର୍ଯ୍ୟକ୍ରମ ରେ ବିଭାଗୀୟ ଅଧିକାରୀ, ଏନ ସି ସି ଅଧିକାରୀ,ସାମ୍ବାଦିକ ତଥା ସ୍ବେଛାସେବୀ ପ୍ରମୁଖ ଅଂଶଗ୍ରହଣ କରି ତାଲିମ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like