-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ରାଜ୍ୟ

ହାଜତ ମୃତ୍ୟୁ ମାମଲାରେ ୪ ଜଣ ପୁଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କଲା କ୍ରାଇମବ୍ରାଞ୍ଚ

01-Dec-2021



ଭୁବନେଶ୍ୱର: ୨୦୧୭ ମସିହାର ଏକ ହାଜତ ମୃତ୍ୟୁ ମାମଲାରେ ପୁଲିସ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି | କ୍ରାଇମବ୍ରାଞ୍ଚ ପକ୍ଷରୁ ୪ ଜଣ ପୁଲିସଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି | କୋରାପୁଟ ଜିଲ୍ଲା ଜୟପୁର ପୁଲିସ ଷ୍ଟେସନର ତତ୍କାଳୀନ ଆଇଆଇସି, ତତ୍କାଳୀନ ଏସଡ଼ିପିଓ, ତତ୍କାଳୀନ ଦୁଇ ଏସଆଇଙ୍କ ନାମରେ ମାମଲା ରୁଜୁ ହୋଇଛି |ତତ୍କାଳୀନ ଆଇଆଇସି ତପନ ନାରାୟଣ ରଥଙ୍କ ସହ ଏସଆଇ ଶିବପ୍ରସାଦ ସାହୁ, ରାଜେଶ ବଳିୟାରସିଂହ, ଏସଡିପିଓ ରାଜେନ୍ଦ୍ର ପ୍ରସାଦ ସେନାପତିଙ୍କ ନାମରେ ହତ୍ୟା ମାମଲା ରୁଜୁ ହୋଇଛି | କ୍ରାଇମବ୍ରାଞ୍ଚ ଏଏସପି ରାମଚନ୍ଦ୍ର ଥମ୍ବ ଏହି ମାମଲାର ତଦନ୍ତ କରିବେ |

ସୂଚନା ଥାଉ କି ୨୦୧୭ ଜାନୁଆରୀ ୩୦ ତାରିଖ ଦିନ ପ୍ରାୟ ୨ଟାବେଳେ କେନାଲ ରୋଡରେ ଆକାଶ ଥିବାନେଇ ଖବର ପାଇ ଟାଉନ ପୁଲିସ ପିଛା କରୁଥିଲା । ପୁଲିସ ହାତରୁ ଖସିଯିବାକୁ ଚେଷ୍ଟା କରୁଥିବାବେଳେ ଗାଡି ପଡିଯିବାରୁ ତାହାର ଗୋଡ, ପିଠି ଓ ମୁଣ୍ତରେ ଗୁରତର ଆହତ ଲାଗିଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାକୁ ପ୍ରଥମେ ଜୟପୁର, ପରେ କୋରାପୁଟ ମେଡିକାଲକୁ ସ୍ତାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ମୃତ ଘଟିଥିଲା। ଆକାଶ ମହୁରିଆ ମୃତ୍ୟୁ ମାମଲାରେ ୪ ପୁଲିସ କର୍ମଚାରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆଣି ଓଡ଼ିଶା ମାନଧିକାର ଆୟୋଗର ଦ୍ବାରସ୍ଥ ହୋଇଥିଲେ ପରିବାରବର୍ଗ ।

ହତ୍ୟା ଅଭିଯୋଗ ଆସିଥିବା ପୁଲିସ କର୍ମଚାରୀମାନେ ହେଲେ ତତକାଳୀନ ଏସଡିପିଓ ରାଜେନ୍ଦ୍ର ସେନାପତି, ତତକାଳନୀ ଟାଉନ ଥାନା ଆଇଆଇସି ତପନ ରଥ ଓ ଦୁଇ ଏସଆଇ ଶିବ ସାହୁ ଏବ˚ ରାଜେଶ ବଳିଆରସି˚ହ । ଆକାଶ ମା ପ୍ରବିଣା ମହୁରିଆ ଅଭିଯୋଗ କରିଥିଲେ ଯେ ୨୦୧୭ ମସିହା ୩୦ ତାରିଖ ଦିନ ୧୨ରୁ ୧ଟା ବେଳେ ଆଇଆଇସି ତପନ ରଥ ଓ ଏସଆଇ ଶିବ ସାହୁଙ୍କ ସମେତ ୨୦ରୁ ୩୦ ପୁଲିସ କର୍ମଚାରୀ ଗାନ୍ଧି ଛକ କେନାଲ ରୋଡରେ ମିଥ୍ୟା ଅଭିଯୋଗ ଆଣି ଅତି ନିସ୍ତୁକ ଭାବେ ପିଟି ପିଟି ମାରି ଦେଇଛନ୍ତି ବୋଲି ଅଭିଯୋଗ କରିଥିଲେ। ଉକ୍ତ ମୃତକଙ୍କ ନାଁରେ ଜୟପୁର ଟାଉନ ଥାନାରେ ବିଭିନ୍ନ ମାମଲାରେ୧୦ଟି, ସଦରରେ ୩ଟି ଓ ବୋରିଗୁମ୍ମାରେ ଗୋଟିଏ ମାମଲା ରହିଥିବାବେଳେ ୧୦ଟି ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଥିଲା।

ସେହିପରି ଗତକାଲି ଜୟପୁର ଟାଉନ ଥାନାରେ ତନାଘନା କରିଥିଲେ ଓଡ଼ିଶା ମାନଧିକାର ଆୟୋଗର ଡିଏସପି ବି‌ମଳେନ୍ଦୁ ଶତପଥୀ ଓ ତାଙ୍କର ଜଣେ ସହଯୋଗୀ। ଗତ ଫେବ୍ରୁଆରୀ ମା‌ସରେ ଆୟୋଗ ପକ୍ଷରୁ ଆକାଶଙ୍କ ମା, ଦୁଇ ଭଉଣୀ ଓ ଜଣେ ସମ୍ପର୍କୀୟ ଭାଇଙ୍କୁ ପଚରାଉଚୁରା କରିଥିଲା ଏହି ଟିମ। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like