-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||     

HOME   ଜିଲ୍ଲା

ବିଶ୍ଵ ଏଡ଼ସ ଦିବସ ଉପଲକ୍ଷେ ମିନି ମାରାଥନ

01-Dec-2021



 ନର୍ଲା (ସଞ୍ଜିବ ଦାସ): ବିଶ୍ଵ ଏଡସ୍   ଦିବସ ଉପଲକ୍ଷେ ନର୍ଲା ଯୁବ ସଂଗଠନ  ଓ ଆରୋଗ୍ୟ ନୀତି ତରଫରୁ  ଏକ ମିନି ମାରାଥନ ତଥା ଗଣଦୌଡ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି ଗଣଦୌଡରେ ଓଡିଶାର ରାୟଗଡା ,ବଲାଙ୍ଗିର, ବରଗଡ, କନ୍ଧମାଳ ଠାରୁ ୧୦୯ ଜଣ ଯୁବକ ଯୋଗ ଦେଇଥିଲେ । ଏହି ଗଣଦୌଡ ବାଗପୁର ଠାରୁ ଆରମ୍ଭ କରି ନର୍ଲା ବସଷ୍ଟାଣ୍ଡ ପ୍ରାୟ ୫ କିମି ପର୍ଯ୍ୟନ୍ତ ଦୌଡ ପ୍ରତିଯୋଗୀତl ହୋଇଥିଲା । ପରେ ପଂଚାୟତ କମ୍ପ୍ଲେସ ଠାରେ ଯୁବ ସଂଗଠକ  ଦିପୁ ପାତ୍ରଙ୍କ ଅଧକ୍ଷତାରେ ଏକ ସଧାରଣ ସଭା  ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ଆଇଆଇସି  ଶ୍ରୀମତୀ ରେଣୁକା ସୁନା ଓ ଏ ଏସ ଆଇ  ବଂଶୀଧର ପାଲ ଯୋଗ ଦେଇଥିଲେ । ଏହି ଗଣଦୌଡରେ ପଙ୍କଜ ରଣା ( କର୍ଳା ମୁଣ୍ଡ। ) ୧୮ ମିନିଟ ୫୭ ସେକେଣ୍ଡରେ ପହଞ୍ଚି ପ୍ରଥମ ସ୍ଥାନ ଅଧିକାର କରିଥିବ। ବେଳେ ନିରିନ୍ଦ୍ର ଗହିର (ରାଜ ମୋଟର ) ୧୯.୫୬ ସେକେଣ୍ଡ ରେ ପହଞ୍ଚି ଦିତୀୟ ସ୍ଥାନ , ନେତ୍ରମଣି ଶବର (କେସିଙ୍ଗା ) ୨୦ ମିନିଟ ରେ ପହଞ୍ଚି ତୃତୀୟ ସ୍ଥାନ  , ସୁନୀଲ ଶବର (କେସିଙ୍ଗା ) ୨୦.୪୦ ସେକେଣ୍ଡ ରେ ପହଞ୍ଚି ଚତୁର୍ଥ ସ୍ଥାନ,ଜୟଶମ୍ଭୁ ନିଅ।ଳ (ଅରତଳ ବୋର୍ଡା ) ୨୦.୫୭  ସେକେଣ୍ଡରେ ପହଞ୍ଚି ପଞ୍ଚମ ସ୍ଥାନ ଅଧିକାର କରିଥିଲେ । ଏହି ଉତୀର୍ଣ୍ଣ  ୫ ଜଣଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ ହୋଇଥିଲେ । ନର୍ଲା ଯୁବ ସଂଗଠନ ତରଫରୁ ମୋହିତ କୁମାର ମିଶ୍ର , ଟିଟୁ ମିଶ୍ର , ନିରଞ୍ଜନ ଜଡା , ବଣ୍ଟୁ , ପିନ୍ତୁ  ନାଗ ଓ କ୍ରିଡା ଶିକ୍ଷକ ନାରାୟଣ ପଧାନ, ସୁଧୀର ଧଙ୍ଗଡ।ମ।ଝି  ଗଣ ଦୌଡ ରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026

You Might Also Like