-+91-9937148622 |
prerana_bgr@rediffmail.com |
Wednesday 8th July 2026 |
R.N.I. Regd No. ODIODI/2010/46693
Breaking News
07-Nov-2020
କୋରାପୁଟ, (ପ୍ରେରଣା ଖବର) - ୨୦୧୪ ଅକ୍ଟୋବର ୨୮ରରେ ପୁଲିସ୍ ନିକଟରେ ଆତ୍ମସମର୍ପଣ କରିଥିବା ଚାଷୀ ମୂଲିଆ ଆଦିବାସୀ ସଂଘର ନେତା ନାଚିକା ଲିଙ୍ଗା। ଦୀର୍ଘ ୬ ବର୍ଷ ପରେ ଘରକୁ ଫେରିଲେ। ଜାମିନ ପାଇ ଜେଲରୁ ମୁକୁଳିବା ପରେ ଗତ ରାତିରେ ସେ ନିଜ ଗାଁ କୋରାପୁଟ ଜିଲ୍ଲା ନାରାୟଣପାଟଣାର ଭାଲିଆପୁଟକୁ ଫେରିଛନ୍ତି!!