-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଅପରାଧ

ବିନିକା ଓ ଡୁଙ୍ଗୁରିପାଲି ସହରରେ ସିଗାରେଟ,ତମାଖୁ ଓ ଗୁଟକା ବିକ୍ରୟ ନିଷେଧ ପାଇଁ ଏନ୍ଫୋର୍ସମେଣ୍ଟ ସ୍କ୍ୱାର୍ଡ ର ଚଢ଼ାଉ

01-Dec-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଗତକାଲି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ  ବିନିକା ସହରର ବଷ୍ଟାଣ୍ଡ ଓ ବିଭିନ୍ନ ଅଂଚଳର ଦୋକାନ ମାନକଂରେ ତମାଖୁ ସିଗାରେଟ୍ ଓ ଗୁଟଖା ବିକ୍ରୟ ନିଷେଧ ପାଇଁ ଏକ ଏନ୍ଫୋର୍ସମେଣ୍ଟ ଟିମ  ଚଢାଉ କରି ୪୨୮୦ ଟଙ୍କା ଜୋରିମାନା ଆଦାୟ  କରାଯାଇଛି । ଏହି  କୋଟପା  ଏନ୍ଫୋର୍ସମେଣ୍ଟ ଟିମରେ ଖାଦ୍ଯ ନିରାପତ୍ତା ଅଧିକାରୀ ସସ୍ମିତା ନାଏକ, ଡ୍ରଗ୍ସ ଇନ୍ସପେକ୍ଟର  ଉମାଶଂକର ମେହେର, ରୋଗ ସର୍ବେକ୍ଷଣ ଅଧିକାରୀ ବିଷ୍ଣୁ ଚରଣ ମାଝୀ, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମାେଦ କୁମାର ସାହୁ ଓ ଅବକାରୀ ସବ ଇନ୍ସପେକ୍ଟର କେଶବ ଧରୁଆ ଓ ତାଙ୍କ ଟିମ,  ପୋଲିସ ସବ ଇନ୍ସପେକଟର ପୁଷ୍ପଲତା ଲେଙ୍କା ଓ ତାଙ୍କ ପୋଲିସ ଟିମ, ପ୍ରମୁଖ ଏ ଅଭିଯାନ ରେ ସାମିଲ ଥିଲେ ।  ବିନିକା ଥାନା ଅଧିକାରୀ  ପି କେ ସାହୁ  ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ ସାହୁଙ୍କ  ତତ୍ୱାବଧାନରେ ଏହି ଏ ଅଭିଯାନ ଚାଲିଥିଲା l ସେହିପରି  ଗତ ସପ୍ତାହରେ ଡୁଙ୍ଗୁରିପାଲି ବ୍ଲକ ହେଡ଼ କ୍ଵାଟରରେ ମଧ୍ୟ  ଜ଼ିଲ୍ଲା ସ୍ୱାସ୍ଥ୍ୟ ପରିଦର୍ଶକ  ପ୍ରମୋଦ ସାହୁ ଓ ସଦର   ଥାନା ଅଧିକାରୀ  ଶ୍ରୀ ଭାନୁଶଙ୍କର  ୟାଦବଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ  ସହରର ୫୮ ଟି ଦୋକାନ ଉପରେ କୋଟପା ଏନ୍ଫୋର୍ସ ମେଣ୍ଟ  ଟିମ ଚଢ଼ାଉ କରି ୯୮୮୦ ଟଙ୍କା ଜରିମାନା କରାଯାଇଥିଲା l  ଏହାର ବ୍ୟବହାରକୁ ନିଷେଧ ପାଇଁ ଓ ଏହାର ବ୍ୟବହାର କଲେ କଣ କ୍ଷତି ହେଉଛି ତା ଉପରେ  ଜନସଚେତନତା କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like