-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||     

HOME   ରାଜ୍ୟ

ସମ୍ବିତ ପାତ୍ରଙ୍କୁ କେନ୍ଦ୍ର ସରକାର ଦେଲେ ନୂଆ ଦାୟିତ୍ବ

01-Dec-2021



ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କୁ କେନ୍ଦ୍ର ସରକାର ନୂଆ ଦାୟିତ୍ୱ ଦେଇଛନ୍ତି । ପାତ୍ରଙ୍କୁ ପର୍ଯ୍ୟଟନ ମନ୍ତ୍ରଣାଳୟ ପରିସରଭୁକ୍ତ ଭାରତୀୟ ପର୍ଯ୍ୟଟନ ବିକାଶ ନିଗମ (ଆଇଟିଡିସି) ର ଚେୟାରମ୍ୟାନ ପଦରେ ନିଯୁକ୍ତ କରାଯାଇଛି । ଏହା ପୂର୍ବରୁ ସମ୍ବିତ ପାତ୍ର ଓଏନଜିସର ସ୍ୱତନ୍ତ୍ର ନିର୍ଦ୍ଦେଶକ ପଦରେ ବି କାର୍ଯ୍ୟ କରିଛନ୍ତି ।

ସମ୍ବିତ ପାତ୍ରା ଭାରତୀୟ ଜନତା ପାର୍ଟିର ପ୍ରମୁଖ ପ୍ରବକ୍ତାଙ୍କ ମଧ୍ୟରୁ ଜଣେ । ସେ ଗଣମାଧ୍ୟମରେ ପାର୍ଟି ପକ୍ଷରେ ମଜବୁତ ଡିବେଟ କରିପାରୁଥିବା ଜଣେ ନେତା । ସମ୍ବିତ ପାତ୍ରାଙ୍କୁ ୨୦୧୭ ମସିହାରେ ଓଏନଜିସିର ସ୍ୱତନ୍ତ୍ର ଡାଇରେକ୍ଟର ପଦରେ ଅବସ୍ଥାପିତ କରାଯାଇଥିଲା । ଏହି ପଦର କାର୍ଯ୍ୟକାଳ ୩ ବର୍ଷ ରହିଥିଲେ।
୨୦୧୯ ରେ ସମ୍ବିତ ପାତ୍ର ଲୋକସଭା ନିର୍ବାଚନ ବି ଲଢିଥିଲେ । ସେ ଓଡିଶାର ପୁରୀ ଲୋକସଭା ଆସନରୁ ପ୍ରାର୍ଥୀ ହୋଇଥିଲେ । ତାଙ୍କର ଜୋରଦାର ପ୍ରଚାର ଓ ଲୋକପ୍ରିୟତା ଥିଲେ ବି ସେ ବିଜେଡିର ପିନାକୀ ମିଶ୍ରଙ୍କ ଠାରୁ ୧୧,୭୦୦ ଭୋଟ ବ୍ୟବଧାନରେ ପରାଜିତ ହୋଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026

You Might Also Like