-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

୧୭ ଦାଦନ ଶ୍ରମିକ ଉଦ୍ଧାର ଜଣେ ଗିରଫ

01-Dec-2021



ପାଟଣାଗଡ଼ (ପୂର୍ଣ୍ଣ ଶାଶି ଶେଖର ରାଓ ) ପାଟଣାଗଡ଼ ଉପଖଣ୍ଡ ଦାଦନ ଗଡ ହୋଇଥିବା ବେଳେ ସବୁ ସମୟରେ ବେଆଇନ ଦାଦନ ଚାଲାଣ ହେଉଥିବା ନଜିର ଆସୁଛି। ବର୍ତମାନ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ସରକାର ରୋକ୍ ଲଗାଇବା ପାଇଁ ଚେଷ୍ଟା ଚଳାଇ ଥିଲେ ସୁଦ୍ଧା ରୋକିବା ରେ ଅସମର୍ଥ ହେଉଛନ୍ତି।ସୂଚନା ଅନୁସାରେ ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ବାଲିଖମାର ପଞ୍ଚାୟତ ପତ୍ରାପାଲି ଗାଁ ର ଗୌରାଙ୍ଗ ମାହାର ଙ୍କ କ୍ଷେତରେ ଦାଦନ ଶ୍ରମିକ ରଖାଯାଇଥିଲା ବେଲପଡା ଥାନା ଅଧିକାରୀ ବୁଳୁ ମୁଣ୍ଡା କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରି ୭ ଜଣ ପୁରୁଷ ଓ ୭ ଜଣ ମହିଳା ଏବଂ ୩ ଜଣ ଶିଶୁ କୁ ଉଦ୍ଧାର କରି ଜଣକୁ ଗିରଫ କରିଥିଲେ । ଥାନା କେଶ ନମ୍ବର ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିବା ତଦନ୍ତ କାରୀ ମହିଳା ଅଫିସର ଦୀପ୍ତିମୟୀ

ଶତପଥୀ ସୂଚନା ଦେଇଛନ୍ତି। ଏଠି ପ୍ରଶ୍ନ ଉଠୁଛି ଯେ ବେଲପଡା ଅଞ୍ଚଳ ରେ ବହୁ ଗୁଡ଼ିଏ ବିନା ଲାଇସେନ୍ସଧାରୀ ଦଲାଲ୍ ମାନଙ୍କୁ ଗିରଫ କରି ପାରୁନାହାନ୍ତି କାହିଁକି ? ଆହୁରି ମଧ୍ୟ ଶୁଣିବାକୁ ମିଳୁଛି ଯେ ଗିରଫ ଦାଦନ ଦଲାଲ୍ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ମଧ୍ୟ ପୋଲିସ ତାକୁ ଗିରଫ କରି କୋର୍ଟ ଚାଲାଣ କରିଛି।ଦାଦନ ଦଲାଲ୍ ମାନଙ୍କ ଠାରୁ  ବେଲପଡା ଥାନା ମୂଲ୍ୟାଙ୍କନ ପଠାଇଥିବା ମଧ୍ୟ ଅଭିଯୋଗ ଆସୁଛି। ଯଦିଓ ଠିକ୍ ସମୟରେ ଦଲାଲ୍ ମାନେ ଫିକ୍ସ ମୂଲ୍ୟାଙ୍କନ ନ ପଠାନ୍ତି ତାହେଲେ ତାଙ୍କୁ ଟାର୍ଗେଟ କରି ଧରାଯାଏ ବୋଲି ଜନସାଧାରଣରେ ମତ ପ୍ରକାଶ ପାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like