-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମଧ୍ୟପ୍ରଦେଶରୁ ଆସି ଖୋର୍ଦ୍ଧାରେ ବିକ୍ରି କରୁଥିଲେ ନକଲି ମୋବାଇଲ୍, ୨ ଗିରଫ 

01-Dec-2021



ଖୋର୍ଦ୍ଧା: ମଧ୍ୟପ୍ରଦେଶରୁ ଆସି ଖୋର୍ଦ୍ଧାରେ ଏକ ଲୋକପ୍ରିୟ ବ୍ରାଣ୍ଡ କମ୍ପାନିର ନାଁରେ ନକଲି ଦାମୀ ମୋବାଇଲ୍ ଫୋନ୍ ବିକ୍ରି କରୁଥିଲେ। ପୁଲିସ ଆଜି ଟ୍ରାକିଂ କରି ୨ଜଣଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ନକଲି ରସିଦ ବହି ସମେତ ୨୮ଟି ନକଲି ମୋବାଇଲ୍ ଫୋନ୍, ୪ଟି ଏମ୍ଆଇ ପାୱାର ବ୍ୟାଙ୍କ ଓ ଦୁଇଟି ମୋଟର ସାଇକଲ ଜବତ କରିଛି ।

ସୂଚନାନୁସାରେ, ଖୋର୍ଦ୍ଧାରେ ଅନ୍ୟ ନାମୀ ବ୍ରାଣ୍ଡର ନକଲି ଫୋନ୍ ବିକ୍ରି ହେଉଥିବା ନେଇ ସୂଚନା ମିଳିବା ପରେ ଆରକ୍ଷୀ ଅଧୀକ୍ଷକ ରାଜ କିଶୋର ଦୋରା ଏସ୍ଡିପିଓ ସୁଶୀଲ କୁମାର ମିଶ୍ର, ଟାଉନ୍ ଥାନା ଅଧିକାରୀ ସଂଜୟ କୁମାର ପଟ୍ଟନାୟକଙ୍କୁ ନେଇ ଏକ ଟିମ୍ ଗଠନ କରିଥିଲେ । ଟିମ୍ ଖୋର୍ଦ୍ଧାରେ ନକଲି ମୋବାଇଲ୍ ବିକ୍ରି ନେଇ ଗତ କିଛି ଦିନ ଧରି ଟ୍ରାକିଂ କରିଥିଲା । ଶେଷରେ ଗତକାଲି ଖୋର୍ଦ୍ଧାର ସ୍ପୁନ୍ ଲଜ୍‌ରେ ଚଢ଼ଉ କରିଥିଲା । ଚଢ଼ଉରେ ମଧ୍ୟପ୍ରଦେଶର ଖାଣ୍ଡବା ଜିଲ୍ଲାର ମୋଗଟ ଗାଁର ଦିଲିପ ଯାଦବ(୧୯) ଓ ଯଉନପାନିର ପପୁ ଚୱନ (୩୨)କୁ ଗିରଫ କରିଥିଲା । ସେମାନଙ୍କ ନିକଟରୁ ଦୁଇଟି ମୋଟର ସାଇକଲ ( ଏମ୍ପି ୧୨ଏମ୍ଏକ୍ସ ୬୬୪୧ ଓ ଏମ୍ପି ୧୨ ଏମ୍ଭି ୬୨୧୧), ୨୮ଟି ନକଲି ଓପୋ ମୋବାଇଲ ଫୋନ୍, ୪ଟି ଏମ୍ଆଇ ପାୱାର ବ୍ୟାଙ୍କ, ଗୋଟିଏ ରସିଦ ବହି ଜବତ କରାଯାଇଛି ।

ଏନେଇ ସୂଚନା ଦେଇ ଥାନା ଅଧିକାରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗତକାଲି ହୋଇଥିବା ଚଢ଼ଉରେ ସେ ନିଜେ, ଏସ୍ଆଇ ବିଜୟ କେତନ ବେହେର, ସ୍ୱାଗତିକା ଦାସ, ସସ୍ମିତା ବେହେରା, ମନୋଜ ଦାସ, ଏଏମ୍ଆଇ ପି ପ୍ରଧାନ, ଏଏସ୍‌ଆଇ ଅକ୍ଷୟ ସେଠୀ ଓ ଅନ୍ୟ ପୁଲିସ କର୍ମଚାରୀ ଯୋଗ ଦେଇଥିଲେ । ଅଭିଯୁକ୍ତଙ୍କୁ ୪୮୮/୨୦୨୧ ମାମଲାରେ ଗିରଫ କରାଯାଇଛି । ପଚରାଉଚୁରା କରାଯିବା ପରେ ସେମାନଙ୍କ ଡାକ୍ତର ପରୀକ୍ଷଣ ସହ ଆଜି କୋର୍ଟରେ ହାଜର କରାଯାଇଛି । ଏନେଇ ଅଧିକ ତଦନ୍ତ କରିବାକୁ ଏସ୍ଆଇ ସ୍ୱାଗତିକା ଦାସଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like