-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||     

HOME   ଜିଲ୍ଲା

କନଗାଁ ସମଲେଶ୍ବରୀ ଶିକ୍ଷା ଓ ଧର୍ମାର୍ଥ ନ୍ଯାସର ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ

01-Dec-2021



ପଦ୍ମପୁର:-ବରଗଡ଼ ଜିଲ୍ଲାର ସୋହେଲା ବ୍ଲକ ଅନ୍ତର୍ଗତ କନଗାଁଠାରେ ଶ୍ରୀ ସମଲେଶ୍ବରୀ ଶିକ୍ଷା ଓ ଧର୍ମାର୍ଥ ନ୍ଯାସର ସପ୍ତଦଶ ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ ଅନୁଷ୍ଠାନ ର ସଭାପତି ପୁର୍ଣ୍ଣଚନ୍ଦ୍ର ଆଚାର୍ଯ୍ୟଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଡାକ୍ତର ଶିଶିର କୁମାର ସାହୁ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଲକ୍ଷ ହାସଲ ନିମନ୍ତେ କଠିନ ପରିଶ୍ରମ କରିବାକୁ ଆହ୍ବାନ କରିଥିଲେ। ଶିକ୍ଷାବିଦ୍ ଗିରିଜା ଶଙ୍କର ଆଚାର୍ଯ୍ୟ ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ଟ୍ରଷ୍ଟୀ ଟେକଚାନ୍ଦ ଦୁଆନ, ପ୍ରକୃତି ବନ୍ଧୁ ରାମଚନ୍ଦ୍ର ସାହୁ, ଜଗଦୀଶ ଆଚାର୍ଯ୍ୟ,  ଚନ୍ଦ୍ର ଶେଖର ବାରିକ, ତୁଲାରାମ ମେହେର, ସୁବାସ ଚନ୍ଦ୍ର ସାହୁ, ଗଣନାଥ ବାରିକ,ମୋତିଲାଲ ବେହେରା ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ।  କନଗାଁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ଯାମକୁମର ବାରିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷକ  କେଦାରନାଥ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। କନଗାଁ, ବେହେରାପାଲି, ଗର୍ଭଣା ଗ୍ରାମର କୃତୀ ଛାତ୍ରଛାତ୍ରୀ ଙ୍କୁ ପ୍ରମାଣ ପତ୍ର ପୁରସ୍କାର ରାଶି  ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ କନଗାଁ ଉଚ୍ଚ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ମାନେ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026

You Might Also Like