-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ଆଶାକର୍ମୀ ସଂଘ ର ସମ୍ମିଳନୀ

02-Dec-2021



ବଲାଙ୍ଗୀର, (ପ୍ରେରଣା ଖବର) ବଲାଙ୍ଗୀର ସ୍ଥିତ ଗୋୟଲ ଧର୍ମଶାଳାରେ ନିଖିଳ ଓଡିଶା ଆଶାକର୍ମୀ ସଂଘ ଏ. ଆଇ. ଟି. ୟୁ. ସି ସହବନ୍ଧିତ, ରାଜ୍ୟ ଉପ ସଭାପତି  ରାଜେନ୍ଦ୍ର ପ୍ରସାଦ ସିଂହଙ୍କ ଅବାହକତ୍ୱରେ ତଥା ଜିଲ୍ଲା କମିଟିର ସଭାପତି  ପ୍ରବୀର କୁମାର କମ୍ପଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା l ଏହି ସଭାରେ ଜିଲ୍ଲାର ବିଭିନ୍ନ ବ୍ଲକ ତଥା ବଲାଙ୍ଗୀର ସହରର ବହୁ ସଂଖ୍ୟାରେ ଆଶାକର୍ମୀ ମାନେ ଯୋଗ ଦେଇଥିଲେ l ଉକ୍ତ ସଭାରେ ନୂତନ କମିଟି ଗଠନ ଓ ସାଙ୍ଗଠନିକ କାର୍ଯ୍ୟକ୍ରମ ଉପରେ ଆଲୋଚନା ହୋଇଥିଲା l ସଭାରେ ସର୍ବସମ୍ମତି କ୍ରମେ ସଭାପତି ଭାବେ ତୀର୍ଥ ପଧାନ ଉପ ସଭାପତି ଶ୍ରୀମତୀ ସରସ୍ବତୀ ଶର୍ମା, ସମ୍ପାଦିକା ଶ୍ରୀମତୀ ଓମୀ ଗୁପ୍ତl, ଯୁଗ୍ମ ସମ୍ପାଦିକା କୁମଦିନି ବାଗ, କୋଷାଧ୍ୟକ୍ଷl ରିତୁ ବାରିକ, ଜିଲ୍ଲା ସଂଯୋଜିକା ସାସ୍ୱତା ଦାସ, କାର୍ଯ୍ୟକାରୀ ସଭାପତି ବିଜୟ କୁମାର ସେଠଙ୍କୁ ସର୍ବସମ୍ମତି କ୍ରମେ ନିର୍ବାଚିତ କରାଯାଇଥିଲା l ଉପଦେଷ୍ଟା ମଣ୍ଡଳୀରେ ଶ୍ରୀଯୁକ୍ତ ଗୌରଚନ୍ଦ୍ର ସ୍ୱାଇଁ, ଦୁର୍ୟୋଧନ ବିଶ୍ୱାଳ,  ଶେଷଦେବ ଛତ୍ରିଆ, ସାଏବୁ ନନ୍ଦ, ଉତ୍ତମ କୁମ୍ଭାର, ପ୍ରବୀର କୁମାର କମ୍ପ l କାର୍ଯ୍ୟକାରୀ ସଦସ୍ୟl ହେଲେ ଶ୍ରୀମତୀ ବୃନ୍ଦାବତୀ ସରାଫ, ଯଶୋବନ୍ତି ବେହେରା, ଜଗଦ୍ଧାତ୍ରୀ ତର୍କି, ଅନୁପମା ସାଏ, କଲ୍ୟାଣୀ ସାହୁ, ବିଜୟା ପଟେଲ, ବାସମତି ବାଗ, ପୁଷ୍ପାଞ୍ଜଳି ବେହେରା, ବାସନ୍ତୀ ସେଠ୍, ମମତା ଜେନା, ପୁଷ୍ପା କୁମ୍ଭାର ସରସ୍ବତୀ ସାହୁ ଓ ଭଗବତୀ ଜଗଦଲା ପ୍ରମୁଖ ଖରୁଆ ମଲ୍ଲିକ ସଭାରେ ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like