-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସୋହେଲା ବ୍ଲକ ଭୁଲିଆସମାଜ ର ସାଂଗଠନିକ ସଭା

02-Dec-2021



ପଦ୍ମପୁର/ସୋହେଲା:-ବେହେରାପାଲି ଠାରେ ସୋହେଲା ବ୍ଲକ ଭୁଲିଆ ସମାଜ ର ସାଂଗଠନିକ ସଭା ଅନୁଷ୍ଠିତ ହୋଇ ଯାଇଛି। ବ୍ଲକ ସଭାପତି ଗଜରାଜ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ  ମୁଖ୍ୟ ଅତିଥି ଭାବେ ବରଗଡ଼  ଜିଲ୍ଲା ଭୁଲିଆ ସମାଜର ସଭାପତି ଡ ସୁବାସ ମେହେର, ବାନ୍ଧ ଶିଳ୍ପୀ ସୁରେନ୍ଦ୍ର ମେହେର, ରାମକୃଷ୍ଣ ମେହେର, ବିନୋଦ ବିହାରୀ ମେହେର, ମହେନ୍ଦ୍ର ମେହେର, ସହଦେବ ମେହେର, ରଥ ମେହେର, ନନ୍ଦ କିଶୋର ମେହେର ଯୋଗ ଦେଇଥିଲେ। ସଭା ପ୍ରାରମ୍ଭରେ ଅତିଥି ମାନେ ମାଁ ସମଲେଇ ଏବଂ ସ୍ବଭାବ  କବି ଗଙ୍ଗାଧର ମେହେରଙ୍କ ଫଟୋ ଚିତ୍ର ସମ୍ମୁଖରେ ଦୀପ ପ୍ରଜ୍ବଳନ ପରେ କୁମର ମେହେର ସ୍ବାଗତ ସଂଗୀତ ଗାନ କରି ଥିଲେ। ଏହି ସଭାରେ ବୁଣାକାର, ଭୁଲିଆସମାଜ ର ବିଭିନ୍ନ ସମସ୍ୟା ରଙ୍ଗ, ସୂତା ଦରବୃଦ୍ଧି କମ କରିବା ପାଇଁ  ସରକାର ଙ୍କ ଠାରେ ଦାବି ଉପରେ ଆଲୋଚନା କରା ଯାଇଥିଲା। ଏହି ଅବସରରେ ମମିତା ମେହେର ହତ୍ଯାକାଣ୍ଡ ର ଦୋଷୀ କୁ କଠୋର ଦଣ୍ଡ ପ୍ରଦାନ ନିମନ୍ତେ ଦସ୍ତଖତ ଅଭିଯାନରେ ସମସ୍ତେ ସାମିଲ ହେବା ପାଇଁ ଆହ୍ୱାନ କରିଥିଲେ  । ଏହି ସଭାରେ ସମାଜର ବିଭିନ୍ନ ପ୍ରତିଭାଙ୍କୁ ସମ୍ମାନିତ କରାଯାଇଥିଲା। ବାନ୍ଧକାର ନୀଳାଦ୍ରୀ ମେହେର, ନାଟ୍ଯକାର  ବିଦ୍ୟାଧର ମେହେର, ମଂଚ କଳାକାର  ଭୁବନେଶ୍ବର ମେହେର, କବି ନକୁଳ ମେହେର, କବି ଶିବ

ପ୍ରସାଦ ମେହେର, ପ୍ରକୃତି ବନ୍ଧୁ ଗୋବିନ୍ଦ ମେହେର, ଓ.ଏ.ଏସ ଜୟନ୍ତ ମେହେର, ମାଟ୍ରିକ ଟପର ଶ୍ରୀତମ ମେହେର ଙ୍କୁ ମାନପତ୍ର ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା। କବି ରୋହିତ ମେହେର ଙ୍କ ସଂଯୋଜନାରେ କବି ସୁବାସ ମେହେର, ଅଧିକାରୀ ମେହେର, ଅନନ୍ତ ମେହେର  ସମାଜ ବିଚାର ଉପରେ କବିତା ପାଠ କରିଥିଲେ। ଏହା ପରେ  ମୋତିରାମ ମେହେରଙ୍କ ପରିଚାଳନାରେ ନୂତନ ସାଂଗଠନିକ କମିଟି ଗଠନ କରାଯାଇଥିଲା। ସଭାପତି ଗଜରାଜ ମେହେର, କାର୍ଯ୍ୟକାରୀ ସଭାପତି ରୋହିତ ମେହେର, ଉପ ସଭାପତି  ଚେୟାରମେନ ମେହେର, ଚନ୍ଦ୍ର ମେହେର,  ସଂପାଦକ ମକରଧ୍ବଜ ମେହେର, ସହ ସଂପାଦକ ଶ୍ରୀଫଳ ମେହେର, ଜଗନ୍ନାଥ ମେହେର, ସଂଯୋଜକ ସୁବାସ ମେହେର ,କ୍ଷୀରୋଦ୍ର ମେହେର, କୋଷାଧ୍ୟକ୍ଷ ଡୋଲାମଣି ମେହେର ଙ୍କୁ ସର୍ବ ସମ୍ମତି କ୍ରମେ  ନିର୍ବାଚିତ କରି ଥିଲେ। ବ୍ଲକର ୩୦ଖଣ୍ଡ ଗ୍ରାମରୁ ଆସିଥିବା ଭୁଲିଆ ସମାଜର  ନିର୍ବାଚିତ ପ୍ରତିନିଧି ମାନେ ନିର୍ବାଚନରେ ଅଂଶ ଗ୍ରହଣ କରିଥିଲେ। ବେହେରାପାଲି ଭୁଲିଆ ସମାଜ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବା ବେଲେ ଭୀଷ୍ମଦେବ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like