-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଜଟେସିଂହାରେ ରକ୍ତଦାନ ଶିବିର ଅନୁଷ୍ଠିତ , ୨୦ ୟୁନିଟ୍ ରକ୍ତ ସଂଗ୍ରହ

02-Dec-2021



ବୀରମହାରାଜପୁର, ( ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ର ଜଟେସିଂହା ପ୍ରାଥମିକ ଉଚ୍ଚ ବିଦ୍ୟାଳୟର ପରିସରରେ ମାନବ ପ୍ରେମୀ ଆଦିତ୍ଯ ଦାସ ସ୍ମୃତି ଓ ଏଡସ ଦିବସରେ  ଭୀମଭୋଇ ସେବା ସଂଘ ଓ ଆମ ଓଡିଶା ମିଳିତ ଆନୁକୁଲ୍ୟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଜିଲ୍ଲା ଆରକ୍ଷୀଡ ଅଧିକ୍ଷକ ସୀତାରାମ ଶତପଥୀ ମୁଖ୍ୟ ଅତିଥି ଭାବେ

ଯୋଗଦେଇ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଉପଖଣ୍ଡ ପୋଲିସ୍ ଅଧିକାରୀ ଡୋଳାମଣି ଭୋଇ,  ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ, ଡା.ମଧୁମିତା ମେହର, ଜଟେସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ର ପ୍ରଧାନ ଶିକ୍ଷକ ଗୋପୀନାଥ ଚାନ୍ଦ୍, ଶିକ୍ଷାବିତ ଅରୁଣ କୁମାର  ସିଂହ ,ଯୁଗଳ ମିଶ୍ର  ପ୍ରମୁଖ ଅତିଥିଗଣ ଏଡସ ଓ ରକ୍ତଦାନ  ଉପରେ ଆଲୋକପାତ କରିଥିଲେ । ପ୍ରଥମେ ଭୀମଭୋଇ ଓ ଆଦିତ୍ଯ ଦାସ ଙ୍କ ଫୋଟ ଚିତ୍ର କୁ  ଅତିଥିଗଣ ଦୀପ ପ୍ରଜ୍ବଳନ କରି ପୁଷ୍ପାଞ୍ଜଳି ପ୍ରଦାନ କରିଥିଲେ । ଅନୁଷ୍ଠିତ ସଭାରେ ନେହେରୁ

ଯୁବ କେନ୍ଦ୍ର  ସଭ୍ୟ ଆଶିଷ ସାହୁ ସଭା ପରିଚାଳନା କରିଥିବା ବେଳେ ବାବୁଲି ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ୨୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ରକ୍ତ ଦାନ କରିଥିବା ରକ୍ତଦାତା ଗଣ ହେଲେ ଗଣପତି ପଣ୍ଡା, ପ୍ରତାପ ପଧାନ, ସରକାରୀ ଶିକ୍ଷକ ସୁଶୀଲ ପୁରୋହିତ, ଫକିର ମୋହନ ପଣ୍ଡା, ରାଘବ ଦାସ, ସତ୍ୟଜିତ ମିଶ୍ର, କୃଷ୍ଣଚନ୍ଦ୍ର ବିଶ୍ବାଲ, ଲକ୍ଷ୍ମଣ ସାହୁ, ଗଙ୍ଗାଧର ବାଦୀ, ଅନନ୍ତ ପଧାନ, ଅମିତ ଭୋଇ,  ସୌମିତ୍ରି ବିଶ୍ବାଲ ,ବୃନ୍ଦାବନ ବିଶ୍ବାଲ, ସୁନୀଲ ପଧାନ, ଭଜମନ ମେଣ୍ଡେଲି, ସ୍ଵାଧୀନ ବିଶ୍ବାଲ,ଶ୍ରବଣ ଧଳ, ଅମରେଶ ପଣ୍ଡା (ଟୁକୁନା ) ,ଶରତ ସିଂହ, ସୌମିତ୍ରୀ ସାହୁ, ପ୍ରମୁଖ ରକ୍ତ ଦାନ କରିଥିଲେ । ସଂଘର ଦିନେଶ ବିଲଶ୍ବାଲ, ବାବୁଲୁ ଦେହୁରୀ, ସୁଶାନ୍ତ ମାଝୀ, ଆଜିତ ସେଠୀ, ହରିବୋଲ ସେଠୀ, ପ୍ରତାପ ପଧାନ ଲକ୍ଷ୍ମଣ ମେଣ୍ଡେଲି,  ବୃନ୍ଦାବନ ବିଶ୍ବାଲ, ସଞ୍ଜିବ ଧଳ, ରାଜେନ୍ଦ୍ର ବିଶ୍ବାଲ, ସାନ ପଧାନ, ମୃତ୍ୟୁଞ୍ଜୟ ସାହୁ, ଅଭିଜିତ ପଧାନ, ବ୍ରଜଗୋପାଳ ମେଣ୍ଡେଲି ଓ ଲକ୍ଷ୍ମଣ ସାହୁ ପ୍ରମୂଖ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like