-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସ୍ବେଚ୍ଛାସେବୀ ଅଭୟଙ୍କ ପ୍ରୟାସରେ ଦୁଇ ହିତାଧିକାରୀ ପାଇଲେ ସରକାରୀ ଭତ୍ତା

02-Dec-2021



ବରଗଡ/ଭଟଲି:-ରାଜ୍ୟ ସରକାର ଗରୀବ ଲୋକଙ୍କ ପାଇଁ ସରକାରୀ ସ୍ତରରେ ବିଭିନ୍ନ ଯୋଜନା କରିଥିଲେ ମଧ୍ୟ ଲୋକଙ୍କ ସଚେତନତା ଅଭାବରୁ କୁହନ୍ତୁ ବା ସରକାରୀ ବାବୁ ମାନଙ୍କ ଅପାରଗତା ଲାଗି ହେଉ ଅନେକ ସ୍ଥଳରେ ପ୍ରକୃତ ହିତାଧିକାରୀ ଏହାର ସୁବିଧା ଉଠାଇ ପାରନ୍ତିନାହିଁ ।ଏମିତି ହିଁ କିଛି ଘଟଣା ଘଟିଥିଲା ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ମେଣ୍ଢାପାଲି ଗ୍ରାମର ସୁକଦେବ ବାଗ ଏବଂ ଭଗବାନ ଖଡ଼ିଆ ଙ୍କ କ୍ଷେତ୍ରରେ । ବିଡମ୍ବନାର ବିଷୟ ଯେ, ଉଭୟ ଯୋଗ୍ୟ ହିତାଧିକାରୀ ହୋଇ ମଧ୍ୟ ସରକାରୀ ଭତ୍ତା ପାଇବାରୁ ବଞ୍ଚିତ ରହିଥିଲେ । ଘଟଣା ଦୁଇଟି ଅମ୍ବାଭୋନା ଗ୍ରାମର ଯୁବ ସ୍ବେଚ୍ଛାସେବୀ ଅଭୟ କୁମାର ପଣ୍ଡାଙ୍କ ନଜରରେ ଆସିବା ପରେ ସେ ସରକାରୀ ସ୍ତରରେ ଭତ୍ତା ଯୋଗାଇ ଦେବାକୁ ବରଗଡ ଜିଲ୍ଲା ଏବଂ ବ୍ଲକ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ଶସକ୍ତିକରଣ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ସେମାନଙ୍କୁ ଯଥାଶୀଘ୍ର ମଧୁ ବାବୁ ଯୋଜନାରେ ଭତ୍ତା ପ୍ରଦାନ କରିବାକୁ ଅନୁରୋଧ କରିଥିଲେ । 

ଅଭୟଙ୍କ ଏହି ଅନୁରୋଧ କ୍ରମେ ସୁକଦେବ ବାଗ ଏବଂ ଭଗବାନ ଖଡ଼ିଆ ଙ୍କୁ ଗତ ମାସ ମଧୁବାବୁ ଯୋଜନାରେ ଭତ୍ତା ପ୍ରଦାନ କରାଯାଇଛି ।ଉଭୟ ସୁକଦେବ ଓ ଭଗବାନଙ୍କ ପରିବାର ତରଫରୁ ଅଭୟଙ୍କ ବଦାନ୍ଯତା ପାଇଁ ତାଙ୍କୁ ସାଧୁବାଦ ସହ ଶୁଭାଶିଷ ଦିଆଯାଉଥିବା ବେଳେ ଅଞ୍ଚଳରେ ଏହି ମହତ କାର୍ଯ୍ଯ ପାଇଁ ଖୁବ ପ୍ରଶଂସା ସାଉଁଟିଛନ୍ତି ଅଭୟ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like