-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ମନୋରଞ୍ଜନ

ଅଭିନେତ୍ରୀ ଶ୍ରଦ୍ଧାଙ୍କ ବ୍ରେକଅପ !

02-Dec-2021



ଭୁବନେଶ୍ୱର: ଅନେକ ଚଳଚ୍ଚିତ୍ର, ଧାରାବାହିକରେ ଅଭିନୟ ପରେ ଅଭିନେତ୍ରୀ ଶ୍ରଦ୍ଧା ପାଣିଗ୍ରାହୀ ଏବେ ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାର ନୂଆ ୱେବସିରିଜ ବ୍ରେକଅପ ରୁଲସରେ ଅଭିନୟ କରୁଛନ୍ତି l ସବୁ ନିୟମ ତିଆରି ହୁଏ ଭଙ୍ଗା ବି ଯାଏ l ତେବେ ନିୟମ ହୁଏ କଣ ପାଇଁ ? ପ୍ରେମରେ କିଛି ଅଲଗା କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ l କେତେବେଳେ ପ୍ରେମ ଆଉ କେତେବେଳେ ବ୍ରେକଅପ l ଏମିତି ପ୍ରେମ ଆଉ ବ୍ରେକ-ଅପର ନିୟମ କାନୁନ ଘଟଣା ଗୁଡିକୁ ସଜେଇଛନ୍ତି କାହାଣୀକାର ଚିତ୍ରା ପଟ୍ଟନାୟକ ଓ ଜନ୍ମେଞ୍ଜୟ ସିଂ l ଶ୍ରଦ୍ଧାଙ୍କ ସହ ଶୋଭନ ସାମଲ, ପ୍ରସନଜିତ ମହାପାତ୍ର, ଆରତୀ ଶର୍ମା ପ୍ରମୁଖ ଅଭିନୟ କରିଛନ୍ତି l ଏହାର ନିର୍ଦେଶନା ଦାୟିତ୍ୱରେ ଅଛନ୍ତି ରାଜା ଡି l

ପ୍ରଯୋଜନା କରିଛନ୍ତି ସଂଜୀବ ଦ୍ବିବେଦୀ, ସଂଗୀତ ନିର୍ଦେଶନା ଦେଇଛନ୍ତି ସନ୍ଦୀପ ପଣ୍ଡା l ୱେବସିରିଜଟି ଆସନ୍ତା 10ରେ ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ମୁକ୍ତିଲାଭ କରିବ l ଏହା ପୂର୍ବରୁ ପପୁ ପମ ପମ ଓ ଅଙ୍କିତା ଅଭିନୀତ ହାଲୋ ରାବଣ ଓ ସୁଶାନ୍ତ ମଣିଙ୍କ ନିର୍ଦେଶିତ 2 ଚକୋଲେଟରେ ଲୋହିତଙ୍ଗ, ସ୍ୱପ୍ନା, ନିତୁ ସିଂ ଓ ଚିତ୍ତ ରଞ୍ଜନ ତ୍ରିପାଠୀ ଅଭିନିତ ଚଳଚିତ୍ର ମୁକ୍ତିଲାଭ କରି ଲୋକପ୍ରିୟତା ଶୀର୍ଷରେ ପହଁଚିଛି l

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm