-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ଅତାବିରା ମହାବିଦ୍ୟାଳୟରେ ବିଶ୍ଵ ଏଡ଼ସ ଦିବସ ପାଳିତ

02-Dec-2021



ବରଗଡ(ନିରଞ୍ଜନ ତ୍ରିପାଠୀ) ::-ବରଗଡ଼ଜିଲ୍ଲା ଅତାବିରା ମହାବିଦ୍ୟାଳୟରେ  ଯୁବ ରେଡକ୍ରସ ଓ ରେଡ ରିବନ କ୍ଳବ ର ମିଳିତ ଆନୁକୁଲ୍ୟରେ ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ  ଅନୁଷ୍ଠିତ ଏକ ସଚେତନତା ସଭାରେ ଅଧ୍ୟକ୍ଷ  ଶ୍ରୀ ଅଶ୍ଵିନୀ କୁମାର ପ୍ରଧାନ ସଭାପତିତ୍ବ

କରିଥିବା ବେଳେ ଯୁବ ରେଡକ୍ରସ ର ପରାମର୍ଶ ଦାତା ଅଧ୍ୟାପକ ପରମାନନ୍ଦ ରଥ ସଭା ପରିଚାଳନା କରିଥିଲେ। ପ୍ରାଧ୍ୟାପକ ଡଃ ତ୍ରିଲୋଚନ ପ୍ରଧାନ ଓ ଅଧ୍ୟାପକ ଶ୍ରୀ ମଦନ ମେହେର ସମ୍ମାନିତ ଅତିଥି ରୂପେ  ମଞ୍ଚାଷୀନ ଥିଲେ। ଏହି ସଭାରେ  ମୁଖ୍ୟତଃ ଏଡ଼ସ ରୋଗ ର ସଂକ୍ରମଣ,ନିରାକରଣ ଓ ଚିକିତ୍ସା ବ୍ୟବସ୍ଥା ତଥା କରୋନା ମହାମାରୀ ସହ ବର୍ତ୍ତମାନ ର ଯୁବ ପୀଢ଼ି କିପରି  ଖାପ ଖୁଆଇ ଚଳିବା ର ଆବଶ୍ୟକତା ରହିଛି ସେ

ଉପରେ ବିସ୍ତୃତ ଆଲୋଚନା ହୋଇଥିଲା ଓ ଦିଗଦର୍ଶନ ଦିଆଯାଇଥିଲା। ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବକୃତା ପ୍ରତିଯୋଗିତା କରାଯାଇଥିଲା ଯେଉଁଥିରେ ସୁନେନା ସାହୁ,ଇପ୍ସିତା ନନ୍ଦ ଓ ନାରାୟଣ ମେହେର ଯଥାକ୍ରମେ ପ୍ରଥମ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ ସେଚ୍ଛାସେବୀ ମାନେ ଲିଫ୍ଲେଟ୍ ବଣ୍ଟନ ଓ ରେଡ ରିବନ ବାନ୍ଧି ଏଡ଼ସ ର ଭୟାବହତା ଉପରେ  ସଚେତନ କରାଇଥିଲେ।ଶେଷରେ ସ୍ବେଚ୍ଛାସେବୀ ନମ୍ରତା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like