-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଏକାଧିକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା

02-Dec-2021



ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଗତକାଲିର ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଜି ସକାଳ ୫ଟା୩୦ ସମମୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ଗୋଟିଏ ସ୍ୱଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି, ଯାହା ପରବର୍ତ୍ତୀ ସମୟରେ ସମାନ ଅଞ୍ଚଳରେ ମଧ୍ୟ ସକ୍ରିୟ ରହିଛି। ଏହା ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୁର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଏକ ଅବପାତର ରୂପନେବା ସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ-ବଙ୍ଗୋପସାଗର ଅଞ୍ଚଳରେ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଡିସେମ୍ବର ୪ ସକାଳ ସମୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳରେ ପଞ୍ଚିବା ସମ୍ଭାବନା ରହିଛି ଏବଂ ପରବର୍ତ୍ତୀ ସମୟରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଡିସେମ୍ବର ୩ ସନ୍ଧ୍ୟା/ରାତ୍ରି ସମୟରୁ ବୃଷ୍ଟିପାତରେ ବୃଦ୍ଧି ସହ ଏବଂ ଡିସେମ୍ବର ୩ରେ କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ୪ରୁ ୫ ଡିସେମ୍ବରରେ ଉପକୂଳ ଏବଂ ତତ୍‌ ସଂଲଗ୍ନ ଆଗ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଗୋଟିଏରୁ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ବାତ୍ୟା ପ୍ରଭାବରେ ଆଜିଠାରୁ ଦକ୍ଷିଣ-ପୂର୍ବ ଏବଂ ତତ୍‌ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ଼ ପବନ ଘଣ୍ଟା ପ୍ରତି ୫୦ରୁ ୬୦ ସର୍ବାଧିକ ୭୦ କିମି ବହିବାର ସମ୍ଭାବନା ରହିଛି। ଡିସେମ୍ବର ୩ ଭୋର ପରଠାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୁର୍ନି-ପବନ ବୃଦ୍ଧି ହୋଇ ଘଣ୍ଟା ପ୍ରତି ୬୫ରୁ ୭୫ କିମି ତଥା ଝଟକା ପବନ ୮୫କିମି ବହିବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଆହୁରି ବୃଦ୍ଧି ପାଇ ଡିସେମ୍ବର ୪ ସକାଳ ଠାରୁ ପରବର୍ତ୍ତୀ ୨୪ ଘଣ୍ଟା ଯାଏଁ ଉତ୍ତରପଶ୍ଚିମ ତତ୍‌ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ବେଗ ୯୦ କିମିରୁ ୧୦୦ କିମି ତଥା ଝଟକା ପବନ ୧୧୦ କିମି ପର୍ଯ୍ୟନ୍ତ ବହିବାର ସମ୍ଭାବନା ରହିଛି।( ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like